Latest Odisha News

BREAKING NEWS

Browsing Category

ପୁରୀ

Puri

ବିଶ୍ୱ ଅନ୍ତରୀକ୍ଷ ସପ୍ତାହ: ପ୍ରଥମଥର ପାଇଁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେଲା କାର୍ଯ୍ୟକ୍ରମ

ପୁରୀ: ଆଜିଠାରୁ ଆରମ୍ଭ ହୋଇଛି ବଶ୍ୱ ଅନ୍ତରୀକ୍ଷ ସପ୍ତାହ । ପ୍ରଥମଥର ପାଇଁ ପୁରୀ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଇସ୍ରୋ ଶ୍ରୀହରିକୋଟା ଅନ୍ତରୀକ୍ଷ ଗବେଷଣା କେନ୍ଦ୍ରର ଡେପୁଟି ନିର୍ଦ୍ଦେଶକ ପି.ସୁନୀଲ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇ ନିଜ…

କାର୍ତ୍ତିକ ବ୍ରତ: ହବିଷ୍ୟାଳିଙ୍କ ପାଇଁ ଆଜି ଠାରୁ ପଞ୍ଜିକରଣ ଆରମ୍ଭ

ପୁରୀ: କାର୍ତ୍ତିକ ମାସରେ ବ୍ରତ ପାଳନ ପାଇଁ ହବିଷ୍ୟାଳି ଯୋଜନାରେ ଆଜି ଠାରୁ ପଞ୍ଜିକରଣ ଆରମ୍ଭ ହେବ । ଚଳିତବର୍ଷ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ୩ ହଜାରରୁ ଉର୍ଦ୍ଧ ହବିଷ୍ୟାଳିଙ୍କୁ ବ୍ରତ ପାଳନର ସୁଯୋଗ ମିଳିବ । ଏଥିପାଇଁ ବୃନ୍ଦାବତୀ ନିବାସ ସହ ଅନ୍ୟ ତିନୋଟି ସ୍ଥାନରେ ହବିଷ୍ୟାଳି ଶିବିରରେ…

ବାଲୁକା କଳାରେ ସ୍ଵଛତା ହିଁ ସେବାର ବାର୍ତ୍ତା ଦେଲେ ବାଲୁକାଶୀଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ କ୍ରମେ ଆଜି ସାରା ଦେଶ ପାଳୁଛି ସ୍ଵଛତା ହିଁ ସେବା ପକ୍ଷ । ସ୍ୱାଧୀନତା ଦିବସରୁ ଆରମ୍ଭ ହୋଇ ଏହା ଗାନ୍ଧୀ ଜୟନ୍ତୀ ଅର୍ଥାତ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଚଳିତବର୍ଷ ସ୍ଵଛତା ହିଁ ସେବା ପକ୍ଷର ଥିମ ରହିଛି GARBAGE FREE INDIA । ଆଜିର…

ଆମ୍ବୁଲାନ୍ସ ଭିତରେ ଶିଶୁ କନ୍ୟାକୁ ଜନ୍ମ ଦେଲେ ଭିନ୍ନକ୍ଷମ ମହିଳା

ପୁରୀ : ପୁରୀରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ଆମ୍ବୁଲାନ୍ସ ଭିତରେ ଜଣେ ମହିଳା ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି  । କିଛି ଦିନ ତଳେ  ମହିଳା ଜଣଙ୍କୁ ବଡଦାଣ୍ଡ ପାଖ ମାଳିଯାଗା ପାଖରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ମହିଳା ଜଣଙ୍କ ଏକ ଆଶ୍ରୟ ସ୍ଥଳୀରେ ରହୁଥିବା ବେଳେ…

ଆଜିଠୁ ପିତୃପକ୍ଷ: ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼

ପୁରୀ: ଆଜିଠୁ ଆରମ୍ଭ ହୋଇଛି ପିତୃପକ୍ଷ । ଆଶ୍ୱିନ ମାସର ପ୍ରଥମ ପକ୍ଷ "ପିତୃ ପକ୍ଷ" ନାମରେ ଜଣା । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ "ପିତୃପର୍ବ" ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ…

ରତ୍ନଭଣ୍ଡାର ସୁରକ୍ଷା ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ରାୟ: କାର୍ଯ୍ୟକାରିତା ଓ ସ୍ବଚ୍ଛତାକୁ ନେଇ ତଥାପି ରହିଛି…

ପୁରୀ: ରତ୍ନଭଣ୍ଡାର ସୁରକ୍ଷା ସମ୍ପର୍କିତ ମାମଲାରେ ଆଜି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ  । ହାଇ ପାଓ୍ବାର କମିଟି ଗଠନ କରିବା ଲାଗି ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି  । ୨୦୧୮ ମସିହାରେ ରତ୍ନଭଣ୍ଡାର ଖୋଲିବାକୁ ନେଇ ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ବି ରାଜ୍ୟ…

କୃଷି ବୈଜ୍ଞାନିକ ଏମ ଏସ୍ ସ୍ବାମୀନାଥନଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳୀ

ପୁରୀ: ବିଶିଷ୍ଟ କୃଷି ବୈଜ୍ଞାନିକ ଏମ ଏସ ସ୍ଵାମୀନାଥନ ଙ୍କ ପରଲୋକ ଘଟିଛି  ।  ତାଙ୍କ ମୃତ୍ୟୁରେ ସାରା ଦେଶରେ ଶୋକ ର ଛାୟା ଖେଳି ଯାଇଛି। ବିଭିନ୍ନ ମହଲ ରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ବାଲୁକା ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ବାଲୁକା ଚିତ୍ରକଳା ମାଧ୍ୟମରେ ଏମ ଏସ୍…

ପବିତ୍ର ଭାଗବତ ଜନ୍ମ: ଚଳଚଞ୍ଚଳ ନୀଳକନ୍ଦରର କୋଣଅନୁକୋଣ

ପୁରୀ: ଆଜି ପବିତ୍ର ଭାଗବତ ଜନ୍ମ ଓ ଇନ୍ଦୁପୂର୍ଣ୍ଣିମା । ଭାଦ୍ରବ ମାସ ପୂର୍ଣ୍ଣିମା ତିଥିରେ ଭାଗବତ ଜନ୍ମଦିନ ରୂପେ ପାଳନ କରାଯାଏ । ଏହି ଦିନ ଜଗନ୍ନାଥ ଦାସ ଭାଗବତ ଲେଖିବା ଆରମ୍ଭ କରିଥିବା କଥାରେ ଅଛି । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ପ୍ରତି ଗାଁ ଓ ସହର । ଏପଟେ ଭାଗବତ ଜନ୍ମ ଉପଲକ୍ଷେ ପୁରୀ…

ବିଶ୍ବ ହୃଦୟ ଦିବସ: ବାଲୁକା କଳା ମାଧ୍ୟମରେ ସଚେତନତାର ବାର୍ତ୍ତା ଦେଲେ ବାଲୁକା ଶିଳ୍ପୀ ସୁଦର୍ଶନ

ପୁରୀ: ଆଜି ହେଉଛି  ଓ୍ବାଲ୍ଡ ହାର୍ଟ ଡେ ବା ବିଶ୍ୱ ହୃଦୟ ଦିବସ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସହ ମିଶି ୱାର୍ଲଡ ହାର୍ଟ ଫେଡେରେସନ ଏହି ଦିବସ ପାଳନ କରିବାକୁ ୧୯୯୯ରେ ନିଷ୍ପତ୍ତି ନେଇଥିଲା। ଆରମ୍ଭରୁ ଏହା ସେପ୍ଟେମ୍ବର ମାସ ଶେଷ ରବିବାର ପାଳିତ ହେଉଥିଲା। ମାତ୍ର ୨୦୧୧ରୁ ଏହା ସେପ୍ଟେମ୍ବର ୨୯…

ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ନୂଆ ସାଲ ଓ ଅଙ୍କର ପ୍ରବେଶ

ପୁରୀ:  ଆଜିଠାରୁ ରାଜତନ୍ତ୍ର ପରମ୍ପରା ଅନୁସାରେ ଆରମ୍ଭ ହୋଇଛି ନବବର୍ଷ । ରାଜନଅରରେ ଉତ୍ସବର ଦିନ। ରାଜତନ୍ତ୍ର ଲୋପ ପାଇଥିଲେ ବି ପାରମ୍ପରିକ ଭାବରେ ବଞ୍ଚି ରହିଛି ପ୍ରଥା ପରମ୍ପରା । ଭାଦ୍ରବ ଶୁଳ୍କ ଦ୍ଵାଦଶୀ ତିଥିରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତିଙ୍କ ଶ୍ରୀନଅରରେ ବି ବିଧି ପାଳନ ହୋଇଛି।…