Latest Odisha News

BREAKING NEWS

Browsing Category

ପୁରୀ

Puri

ଆହତ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କଲା ୧୦୮ ଆମ୍ବୁଲାନ୍ସ

ପୁରୀ: ପୁରୀ ରେଳ ଷ୍ଟେସନ ଶୌଚାଳୟ ନିକଟରୁ ଆହତ ଅବସ୍ଥାରେ ଜଣେ ବ୍ୟକ୍ତି ଉଦ୍ଧାର । ୧୦୮ ଆମ୍ବୁଲାନ୍ସ ବ୍ୟକ୍ତିଙ୍କୁ ଉଦ୍ଧାର କରିଛି । ବ୍ୟକ୍ତିଙ୍କୁ କେତେକ ଲୋକ ମାରି ଆହତ କରିଥିବା ନେଇ ସୂଚନା ମିଳିଛି । ତେବେ ବ୍ୟକ୍ତିଙ୍କ ପରିଚୟ ଏଯାଏଁ ସ୍ପଷ୍ଟ ହୋଇନଥିବାବେଳେ ତାଙ୍କ ନାମ ଉଡ଼ ଲାଲୁ…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ, ଜାଣନ୍ତୁ ଏହାର ମାହାତ୍ମ

ପୁରୀ: ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହି ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଆରମ୍ଭ ହୋଇଥାଏ ଏହି ବେଶ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ…

[ଭିଡ଼ିଓ] ମହାପ୍ରଭୁଙ୍କ ପାଇଁ ପଦ୍ମ ତୁଳସୀ

ପୁରୀ: ଶ୍ରୀଜଗନ୍ନାଥଙ୍କ ପ୍ରତି ଅଗାଢ ବିଶ୍ୱାସ । ବର୍ଷକୁ ଥରେ ହେଉ ପଛେ ଦର୍ଶନ କରିବାକୁ ଦଉଡି ଆସିଥାଏ ଭକ୍ତଟିଏ । ସେମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା ପୁରୀ ଶ୍ରୀକ୍ଷେତ୍ରରେ । ପାତାଳି ଶ୍ରୀକ୍ଷେତ୍ର ସୁବର୍ଣ୍ଣପୁରରୁ କିଛି ଶ୍ରଦ୍ଧାଳୁ ଦିଅଁଙ୍କୁ ଦର୍ଶନ କରିବାକୁ ଆସିଥିଲେ ।…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବେ ଭକ୍ତ

ପୁରୀ: କାର୍ତ୍ତିକ ମାସର ପବିତ୍ର ପଞ୍ଚୁକର ଆଜି ଦ୍ୱିତୀୟ ଦିନ । ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବେ ଭକ୍ତ । ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ ଅନ୍ୟତମ । କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡ଼ୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ…

ଆଜିଠୁ ପଞ୍ଚୁକ ବ୍ରତ ଆରମ୍ଭ: ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି

ପୁରୀ: ଆଜିଠୁ ପଞ୍ଚୁକ ନୀତି ଆରମ୍ଭ । ଶ୍ରୀକ୍ଷେତ୍ର ଓ ଏକାମ୍ରକ୍ଷେତ୍ର ସମେତ ରାଜ୍ୟବ୍ୟାପୀ ଏହି ପଞ୍ଚୁକ ବ୍ରତ ଆରମ୍ଭ ହୋଇଛି । କାର୍ତ୍ତିକ ମାସରେ ନାମ ସଂକୀର୍ତନରେ ଉଛୁଳୁଛି ମଠ ଓ ମନ୍ଦିର । କାର୍ତିକ ଶୁକ୍ଳ ଏକାଦଶୀ ତିଥିରୁ ସୋମବାର ଠାରୁ ପଞ୍ଚୁକ ଆରମ୍ଭ ହୋଇଛି । ଯେଉଁମାନେ…

ସୋମବାରଠୁ ଆରମ୍ଭ ପଞ୍ଚୁକ: ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ: ସୋମବାରଠୁ ଆରମ୍ଭ ପଞ୍ଚୁକ । ରାତି ପାହିଲେ ଶ୍ରୀକ୍ଷେତ୍ର ଓ ଏକାମ୍ରକ୍ଷେତ୍ର ସମେତ ରାଜ୍ୟବ୍ୟାପୀ ପଞ୍ଚୁକ ଆରମ୍ଭ ହୋଇଯିବ। କାର୍ତ୍ତିକ ମାସରେ ନାମ ସଂକୀର୍ତନରେ ଉଛୁଳୁଛି ମଠ ଓ ମନ୍ଦିର । କାର୍ତିକ ଶୁକ୍ଳ ଏକାଦଶୀ ତିଥିରୁ ସୋମବାର ପଞ୍ଚୁକ ଆରମ୍ଭ ହୋଇଯିବ। ଯେଉଁମାନେ କାର୍ତିକ ମାସ…

ଟୁଇନ୍ ସିଟି ପରେ ପୁରୀରେ ଯୁବକଙ୍କ ଧମକପୂର୍ଣ୍ଣ ଭିଡିଓ ଭାଇରାଲ୍‌

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କେବିଏନ୍ । କଟକରେ ପବ୍ଲିକ ଷଣ୍ଢ ଓ ଅମାନିଆ ବାଘ । ଏବେ ପୁରୀରେ ବି ସମାନ ସ୍ଥିତି । ଶ୍ରୀକ୍ଷେତ୍ରରେ ଖଣ୍ଡା ଧରି ମାତିଛନ୍ତି ଅମାନିଆ ଯୁବକ । ଅସ୍ରାବ୍ୟ ଭାଷାରେ ଭିଡିଓ ସୁଟ୍ କରି ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି । ଏ ନେଇ ପୁରୀ ବାସିନ୍ଦା ମଧ୍ୟ…

୨ ଦିନ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ : ଦୁଇ ଦିନ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। ରବିବାର ଓ ସୋମବାର ଶ୍ରୀମନ୍ଦିର ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ । ଏହି ବନ୍ଦ ସମୟରେ ଶ୍ରୀମନ୍ଦିର ଭିତର ସାନିଟାଇଜ କରାଯିବ । ଏନେଇ ପୂର୍ବଭଳି ଜଗନ୍ନାଥ ଦର୍ଶନ ବନ୍ଦ ରହିବ। ସାଧାରଣତଃ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର…

[ଭିଡ଼ିଓ] ସାହିତ୍ୟ ସାଧନାରେ ସମାଜସେବୀ ତୃପ୍ତି

ପୁରୀ : ପୁରୀ ପାଇଁ ସେ ଗର୍ବ ଆଉ ଗୌରବ । ଏକାଧାରରେ ସେ ଜଣେ ସମାଜସେବୀ ଓ କବୟତ୍ରୀ । ସମାଜ ସେବା ସହିତ ସାହିତ୍ୟ ସାଧନାରେ ବ୍ରତୀ ହେଉଛନ୍ତି ତୃପ୍ତି ପଣ୍ଡା । ପୁରୀ ବଳଙ୍ଗାର ବାୟାବର ଗାଁରେ ଜନ୍ମ ଗ୍ରହଣ କରିଛନ୍ତି । ପିଲାବେଳରୁ ଲେଖା ଜୀବନୀ ଆରମ୍ଭ କରିଥିବା ବେଳେ ତାଙ୍କ ଦ୍ୱାରା ଅନେକ…

ପୁରୀର ନାମ ପରିବର୍ତ୍ତନକୁ ସମର୍ଥନ ଜଣାଇ ଶିଳ୍ପୀ ସୁଦର୍ଶନ ନିର୍ମାଣ କଲେ ବାଲୁକା କଳା

ପୁରୀ: ପୁରୀର ନାମକରଣ ପରିବର୍ତ୍ତନକୁ ସମର୍ଥନ ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀର ନାମକୁ ଶ୍ରୀଜଗନ୍ନାଥ ପୁରୀଭାବେ ନାମିତ କରିବା ଦାବିକୁ ସମର୍ଥନ ଜଣାଇ ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ସେ ଏକ ବାଲୁକା କଳା ନିର୍ମାଣ କରିଛନ୍ତି। ବାଲୁକା କଳା…