Latest Odisha News

BREAKING NEWS

Browsing Category

ରାୟଗଡ଼ା

Rayagada

[ଦେଖନ୍ତୁ ଭିଡିଓ] କାଶୀପୁର ବ୍ଲକରେ ବେକାବୁ ହଇଜା । ପୁନର୍ବାର ସ୍ଥିତି ଅନୁଧ୍ୟାନ କଲେ ଆରଏମଆରସି ଟିମ୍

ରାୟଗଡ଼ା  : ରାୟଗଡ଼ା କାଶୀପୁର ବ୍ଲକରେ ଆତଙ୍କ ସୃଷ୍ଟି କରିଥିବା ହଇଜା ନିୟନ୍ତ୍ରଣ ହେଉନାହିଁ ।  ଆକ୍ରାନ୍ତ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ମୃତ୍ୟୁ ସଂଖ୍ୟା ୧୨ ହେଲାଣି । ତେଣୁ ପୁନର୍ବାର ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଛନ୍ତି RMRC ଟିମ୍ । ବିଭିନ୍ନ ଗାଁରେ ହଇଜା ଆତଙ୍କ ।…

[ଦେଖନ୍ତୁ ଭିଡିଓ] କାଶୀପୁର ବ୍ଲକରେ ବେଲଗାମ ହଇଜା ମହାମାରୀ । ମୃତ୍ୟୁ ସଂଖ୍ୟା ପହିଞ୍ଚିଲା ୧୧ରେ 

ରାୟଗଡା : ବେଲଗାମ ହେଉଛି ହଇଜା ମହାମାରୀ । ଆଜି ପୁଣି ଜଣକ ଜୀବନ ନେଲା ହଇଜା । ରାୟଗଡା ଜିଲ୍ଲା କାଶୀପୁର ବ୍ଲକରେ ବ୍ୟାପିଥିବା ହଇଜା ନିୟନ୍ତ୍ରଣକୁ ଆସୁନାହିଁ । ଥମିବା ପରିବର୍ତ୍ତେ ପ୍ରତିଦିନ ନୂତନ ରୋଗୀ ଚିହ୍ନଟ ହେବା କାରଣରୁ ସ୍ଥିତି ଉଦବେଗ ଜନକ ରହିଥିବା ବେଳେ ହଇଜା ନେଲା ଆଉ ଗୋଟିଏ…

ପଦ୍ମପୁର ଇଲେକ୍ଟ୍ରିକାଲ ଜେଇ ଭିଜିଲାନ୍ସ ଦ୍ୱାରା ଗିରଫ

ରାୟଗଡ଼ା: ପଦ୍ମପୁର ଇଲେକ୍ଟ୍ରିକାଲ ସେକ୍ସନର କନିଷ୍ଠ ଯନ୍ତ୍ରୀ ଜିତେନ୍ଦ୍ର ପଟ୍ଟନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି । ଜଣେ ବ୍ୟକ୍ତିଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୋରାପୁଟ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ଅଭିଯୋଗକାରୀଙ୍କ ଉଠା ଜଳସେଚନ ପଏଣ୍ଟକୁ ପୁନଃ ସଂଯୋଗ…

[ଦେଖନ୍ତୁ ଭିଡିଓ] ବେଲଗାମ ହଇଜା । ୨୦ଗାଁରେ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା

ରାୟଗଡା  : ନିୟନ୍ତ୍ରଣ ହେଉନି ହଇଜା, ବଢୁଛି ଚିନ୍ତା । ୨୦ ଗ୍ରାମରେ ହଇଜା ରୋଗୀ  । ଆଜି ଚିହ୍ନଟ ହେଲେ ୩୦ ହଇଜା ଆକ୍ରାନ୍ତ ।  ରାୟଗଡା ଜିଲ୍ଲା କାଶୀପୁର ବ୍ଲକରେ ବ୍ୟାପିଥିବା ହଇଜା ନିୟନ୍ତ୍ରଣକୁ ଆସୁନାହିଁ । ଥମିବା ପରିବର୍ତ୍ତେ ପ୍ରତିଦିନ ନୂତନ ରୋଗୀ ଚିହ୍ନଟ ହେବା କାରଣରୁ ସ୍ଥିତି…

[ଦେଖନ୍ତୁ ଭିଡିଓ] ଚିନ୍ତା ବଢ଼ାଉଛି କାଶୀପୁର ହଇଜା: ବ୍ଲକରେ ଡାକ୍ତର ଅଭାବ

କାଶୀପୁର: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ହଇଜା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚିଛି । ଆଜି ପର୍ଯ୍ୟନ୍ତ ୨୫୧ ଜଣ ହଇଜା ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି କିନ୍ତୁ ବ୍ଲକର ୩ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ନାହାଁନ୍ତି। ବ୍ଲକରେ…

କାଶୀପୁରରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର

ରାୟଗଡା: କାଶୀପୁୁରରେ କଲେରା ଆତଙ୍କା ଦେଖାଦେବା ପରେ ଏବେ ତତ୍ପର ହୋଇଉଠିଛି ଜିଲ୍ଲା ପ୍ରଶାସନ । ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଟି. ଆପାଙ୍ଗ ଆଓ କାଶୀପୁରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ଯେଉଁ ହଇଜା ବ୍ୟାପିଛି ତାହାର ସ୍ଥିତି ଅନୁଧ୍ୟାନ ପାଇଁ ସଂଧ୍ୟାରେ ପହଞ୍ଚିଛନ୍ତି…

[ଦେଖନ୍ତୁ ଭିଡିଓ] କାଶୀପୁରରେ ଘାତକ ହେଉଛି ହଇଜା ଦିନକୁ ଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା

ରାୟଗଡ଼ା : କାଶୀପୁରରେ ଘାତକ ହେଉଛି କଲେରା । ଗୋବରଘାଟି ଗାଁରେ ଆଉ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ ଟିକିରି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଥିବାବେଳେ ୮ଜଣଙ୍କ ମୃତ୍ୟୁ ହୋଇଛି । ଏବେ ମୋଟ ୧୩୯ ଜଣ ଆକ୍ରାନ୍ତ…

କାଶୀପୁରରେ ଡାଇରିଆ ଆତଙ୍କ। ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ମୃତକ ସଂଖ୍ୟା ୮ରେ ପହଞ୍ଚିଲା

ରାୟଗଡ଼ା : କାଶୀପୁରରେ ଡାଇରିଆ ଆତଙ୍କ। ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ମୃତକ ଜଣକ ହେଉଛନ୍ତି ତୋଟାଗୁଡା ଗାଁର ୪୮ବର୍ଷୀୟ ଭାମୁନି ମାଝୀ । ପୂର୍ବରୁ କାଶୀପୁର ବ୍ଲକରେ ୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ଜଣଙ୍କୁ ମିଶାଇ ଏବେ ମୃତ୍ୟୁସଂଖ୍ୟା ୮ରେ ପହଂଚିଲା । କାଶୀପୁରରେ ହଇଜା…

[ଦେଖନ୍ତୁ ଭିଡିଓ] କାଶୀପୁରରେ ଚିହ୍ନଟ ହେଲା କଲେରା ଭୂତାଣୁ । ହେଲପଲାଇନ ନମ୍ବର ଜାରି

ରାୟଗଡା   : କାଶୀପୁରରେ ହଇଜା ଜୀବାଣୁ ଚିହ୍ନଟ ହୋଇଛି । କାଶୀପୁର, ଟିକିରି ଓ ରାୟଗଡା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କ ବର୍ତ୍ତମାନ ଚିକିତ୍ସା ଚାଲିଛି । ଆକ୍ରାନ୍ତଙ୍କ ନମୂନା ଆରଏମଆରସିକୁ ପଠାଯାଇଥିଲା । ରିପୋର୍ଟରେ ହଇଜା ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ ସ୍ୱାଧାଦେବ ସିଂହ…

ରାୟଗଡା କାଶୀପୁର ବ୍ଲକରେ ଡାଇରିଆ ଆତଙ୍କ। ସ୍ଥିତି ପରିଖିବାକୁ ପହଞ୍ଚିଲେ RMRC ଟିମ୍

ରାୟଗଡ଼ା  : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ଆତଙ୍କ ସୃଷ୍ଟି କରିଛି ଡାଇରିଆ ।  ୭ ଜଣ ମୃତ ଏବଂ ୭0ରୁ ଉର୍ଦ୍ଧ ଆକ୍ରାନ୍ତ ପରେ ସ୍ଥିତି ପରିଖିବା ପାଇଁ ଟିକିରିରେ ପହଞ୍ଚିଲେ RMRC ର ବିଶେଷଜ୍ଞ ଦଳ ।   ବର୍ତ୍ତମାନ ସୁଦ୍ଧା ଏଥିରେ ୭୦ ଜଣ ଏଥିରେ ଆକ୍ରାନ୍ତ ହୋଇଥିବା ବେଳେ ୫ ଜଣଙ୍କ ଅବସ୍ଥା…