Latest Odisha News

BREAKING NEWS

Browsing Category

ରାୟଗଡ଼ା

Rayagada

[ଦେଖନ୍ତୁ ଭିଡିଓ] ଦୁଇ ବର୍ଷ ପରେ ଅଫଲାଇନରେ ମାଟ୍ରିକ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ

ରାୟଗଡା : ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ସମ୍ମେଟିଭ-୨ ପରୀକ୍ଷା ଦେଉଛନ୍ତି ପ୍ରାୟ ୫ଲକ୍ଷ ୮୫ହଜାର ଛାତ୍ରଛାତ୍ରୀ । ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୦ଟାରେ ଶେଷ ହୋଇଛି । ଏଥିପାଇଁ ପରୀକ୍ଷାର ଅଧଘଂଟା ପୂର୍ବରୁ ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ…

[ଦେଖନ୍ତୁ ଭିଡିଓ] ଗୁଣୁପୁର ସହରରେ ଗହଣା ଦୋକାନରୁ ୩କେଜି ଗହଣା ଲୁଟ୍: ସିସିଟିଭିରୁ ଫୁଟେଜ

ରାୟଗଡ଼ା: ସିସିଟିଭରେ କଏଦ ହୋଇଛି ଲୁଟର ଭିଜୁଆଲ। ଦିନ ଦିପହରରେ ଲୁଟେରା ଲୁଟିନେଲ ସୁନାଗହଣା। ଗୁଣୁପୁର ସହରର ମୁଖ୍ୟ ରାସ୍ତାରେ ଥିବା ଏକ ଗହଣା ଦୋକାନ ସାମ୍ନାରୁ ଏହି ଲୁଟ୍ ହୋଇଛି । ଦୋକାନ ଖୋଲିବାକୁ ଆସିବା ସମୟରେ ଏକ ବାଇକରେ ଦୁର୍ବୃତ୍ତ ଆସି ବ୍ୟବସାୟୀଙ୍କୁ ଠାରୁ ଲୁଟି ନେଇଥିଲେ ସୁନାଭରା…

ରାୟଗଡା ପିତାମହଲ ନିକଟରେ ଅଘଟଣ : ୩୦ରୁ ଉର୍ଦ୍ଧ୍ବ ମଇଁଷି ପଲଙ୍କ ଉପରେ ମାଡିଗଲା ଟ୍ରେନ

ରାୟଗଡା : ରାୟଗଡା ପିତାମହଲ ନିକଟ ରେଳ ଟ୍ରାକରେ ଅଘଟଣ । ୩୦ରୁ ଅଧିକ ମଇଁଷି ଉପରେ ମାଡିଗଲା ଟ୍ରେନ । ଘଟଣା ସ୍ଥଳରେ ପ୍ରାୟ ୩୦ରୁ ଅଧିକ ମଇଁଷିଙ୍କ ଜୀବନ ଚାଲିଯାଇଛିା ରାୟଗଡା ପିତାମହଲ ଗାଁରେ ଏପରି ଦୁଃଖଦ ଘଟଣା ଘଟିଛି । ଶନିବାର ସନ୍ଧ୍ୟା ସମୟରେ ପିତାମହଲ ଗାଁରେ ରେଳ ଧାରଣା ଦେଇ ମଇଁଷି…

ଡେପୁଟି ରେଞ୍ଜରଙ୍କ ସନ୍ଦେହଜନକ ମୃତ୍ୟୁ ,ପୋଲିସର ଛାନଭିନ ଜାରି

ରାୟଗଡା : ଡେପୁଟି ରେଞ୍ଜରଙ୍କ ସନ୍ଦେହ ଜନକ ମୃତ୍ୟୁ । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବନାଞ୍ଚଳରେ କାର୍ଯ୍ୟରତ ଡେପୁଟି ରେଞ୍ଜର ଜଗମୋହନ ଭୋଇଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ହୋଇଛି । ଡେପୁଟି ରେଞ୍ଜରଙ୍କ ସରକାରୀ ବାସ ଭବନରୁ ତାଙ୍କ ମୃତ ଦେହ ଜବତ କରିଛି ପୋଲିସ । ଘଟଣା ସ୍ଥଳରେ…

ଗଛରେ ପିଟି ହୋଇ ଦୁଇ ବାଇକ୍ ଆରେହୀଙ୍କର ମୃତ୍ୟୁ

ରାୟଗଡ଼ା : ରାୟଗଡ଼ା ରାମନଗୁଡ଼ା ଥାନା ପଣସଗୁଡ଼ାରେ ଦୁର୍ଘଟଣା। ଧାନ ମିଲ୍ ନିକଟରେ ଗଛରେ ପିଟି ହୋଇ ଦୁଇ ବାଇକ୍ ଆରେହୀଙ୍କର ମୃତ୍ୟୁ ହୋଇଯାଇଛି । ଘରକୁ ଫେରୁଥିବା ବେଳେ ଗଛରେ ପିଟି ହୋଇ ଏକ ଖାଲରେ ପଡ଼ିଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତକ ଦୁଇ ଜଣ ରଞ୍ଜିତ ଶବର ଓ କୁମାର ଶବର…

ଓଲଟିଲା ଧାନ ବୋଝେଇ ପିକଅପ୍ ଭ୍ୟାନ, ୨ମୃତ,୩ ଗୁରୁତର

ରାୟଗଡା : ରାୟଗଡାରେ ମର୍ମନ୍ତୁଦ ଦୁର୍ଘଟଣା । ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୀନାଝୋଲା ଓ ବାଡିସୋଲା ଗାଁ ମଝିରେ ଭାରସାମ୍ୟ ହରାଇ ଏକ ମିନିଟ୍ରକ ଦୁର୍ଘଟଣା ଗ୍ରସ୍ତ ହୋଇଛି ।ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି ।ସୋମାନଙ୍କୁ ୧୦୮…

[ଭିଡିଓ] ଦୀପ ଜାଳିଦେଲା ୬ ବଖରା ଘର, ଜଣେ ଗୁରୁତର

ଗୁଣୁପୁର: ରାୟଗଡା ଜିଲ୍ଲା ଗୁଣୁପୁର ବ୍ଲକ ଜଗନ୍ନାଥପୁର ପଂଚାୟତ ଅଧିନସ୍ତ ସୀତାପୁର ଗାଁରେ ଘରପୋଡି ଘଟଣା । ଅଗ୍ନିକାଣ୍ଡରେ ଦୁଇଟି ପରିବାର ବେସାହାରା ହୋପଡିଥିଲାବେଳେ ଜଣକର ଅବସ୍ଥା ଗୁରୁତର ରହିଛି । ଗତକାଲି ରାତିରେ ସୀତାପୁର ଗାଁର ବିଜୟ କୁଣ୍ଡିଙ୍ଗ ଓ ପାତିକା ନରେଶଙ୍କ ପରିବାର ଲୋକେ…

ରାୟଗଡ଼ାରେ ଦାନ ମାଝୀର କାହାଣୀ: ପୁଅର ମୃତଦେହକୁ କାନ୍ଧରେ ବୋହିଲା ବାପା

ରାୟଗଡ଼ା: କଳାହାଣ୍ଡି ଦାନ ମାଝୀ ଘଟଣାର ପୁନରାବୃତ୍ତି । ରାୟଗଡ଼ାରେ ପୁଅର ମୃତଦେହକୁ କାନ୍ଧରେ ବୋହିଲା ବାପା। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୯ବର୍ଷର ପୁଅର ପ୍ରାଣ ହରାଇବା ପରେ, ତାର ମରଶରୀରକୁ ଘରକୁ ନେବା ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି କିମ୍ବା ଅନ୍ୟ କୌଣସି ବ୍ୟବସ୍ଥା। ଶେଷରେ ଶବକୁ…

ରାୟଗଡା ଶିକରପାଇ ଗାଁରେ ଅଗ୍ନିକାଣ୍ଡ ଘଟଣା : ପରିବାରର ୫ ଜଣ ସଦସ୍ୟଙ୍କ ମଧ୍ୟରୁ ୨ ମୃତ

ରାୟଗଡା  : ରାୟଗଡା କଲ୍ୟାଣସିଂହପୁର ଥାନା ଶିକରପାଇ ଗାଁରେ ବେକେରୀରେ ଅଗ୍ନିକାଣ୍ଡ ଘଟଣା । ଅଗ୍ନିକାଣ୍ଡ ପରେ ଗୋଟିଏ ପରିବାରର ୨ ଜଣ ସଦସ୍ୟଙ୍କ ଆଜି ମୃତ୍ୟୁ ହୋଇଯାଇଛି । ଆଉ ୩ ଜଣ ଗୁରୁତର ଅବସ୍ଥାରେ ମରଣ ସହ ସଂଗ୍ରାମ କରୁଛନ୍ତି । ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଗତକାଲି…

ଭୟଙ୍କର ଅଗ୍ନିକାଣ୍ଡରେ ପୋଡିହୋଇ ୪ ଗୁରୁତର , ହସ୍ପିଟାଲରେ ଭର୍ତ୍ତି

ରାୟଗଡା  : ଭୟଙ୍କର ଅଗ୍ନିକାଣ୍ଡରେ ପୋଡି ହୋଇ ଗୋଟିଏ ପରିବାରର ଚାରି ଜଣ ଗୁରୁତର । ବାପ ,ମା , ପୁଅ ବୋହୁ ଗୁରୁତର ହୋଇପଡିଛନ୍ତି । ଏଭଳି ଅଭାବନୀୟ ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂପୁର ଥାନା ସିକୋରପାଇ ଗାଁ ରେ ଘଟିଛି । ଘରେ ପୋଡିବା ବେଳେ ଚିତ୍କାର ଶୁଣି ପୋଡିଶୀ ଗୋଟିଏ ପରିବାରର ୪…