[ଭିଡ଼ିଓ]ନବଜାତ ଶିଶୁ ଚୋରି ଅଭିଯୋଗ, ସ୍ତ୍ରୀ ଓ ପ୍ରସୂତି ବିଭାଗରୁ ଶିଶୁଟିକୁ ନେଇଗଲେ ଜଣେ ଅଜଣା ମହିଳା

ସୁବର୍ଣ୍ଣପୁର:ନବଜାତ ଶିଶୁ ଚୋରି ଅଭିଯୋଗ । ଏହିଭଳି ଘଟଣା ସାମ୍ନାକୁ ଆସିଛି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ । ଆଜି ସ୍ତ୍ରୀ ଓ ପ୍ରସୂତି ବିଭାଗ ୱାର୍ଡ଼ରୁ ନବଜାତ ଶିଶୁ ଚୋରି ହୋଇଥିବା ଅଭିଯୋଗ ଆସିଛି। ଗତକାଲି ବୀରମହାରାଜପୁର ଉପଖଣ୍ଡ ଷଣ୍ଢା ଗାଁର ଗଜେନ୍ଦ୍ର...

ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର

ସୋନପୁର : ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ ।ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ଅନ୍ତଡା ଗାଁ ଠାରେ ଟ୍ରାକ୍ଟର ଓ ବାଇକ ମୁହାଁ ମୁହିଁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ୨ ଜଣ ଗୁରୁତର...

ହାତୀ ଉପଦ୍ରବର ପ୍ରତିକାର ଓ କ୍ଷତିପୂରଣ ଦାବି କଲେ ଗ୍ରାମବାସୀ

ସୋନପୁର: ବଢ଼ୁଛି ହାତୀ ଉପଦ୍ରବ। ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ରେଞ୍ଜରେ ହାତୀ ଉପଦ୍ରବର ପ୍ରତିକାର ଓ କ୍ଷତିପୂରଣ ଦାବି କରିଛନ୍ତି ଗ୍ରାମବାସୀ। ଏନେଇ ଝାରବାହାଲି ଛକରେ ସୋନପୁର-ସମ୍ବଲପୁର ରାଜ୍ୟ ରାଜପଥକୁ ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ। ସୂଚନା ଅନୁସାରେ, କିଛି ଦିନ ହେଲା ଉଲୁଣ୍ଡା...

ନଭେମ୍ବର ୧୫ରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲା ସ୍କୁଲ ଯିବେ : ଗଣଶିକ୍ଷା ମନ୍ତ୍ରୀ

ସୋନପୁର : ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ବିଦ୍ୟାଳୟ। ନଭେମ୍ବର ୧୫ରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ଗଣଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି । ସୁବର୍ଣ୍ଣପୁର ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ...

ଯୋଗାଭ୍ୟାସ ଓ ଯୋଗ ଶିବିର ଆୟୋଜିତ

ସୋନପୁର: ଆଜାଦୀକା ଅମୃତ ମହୋତ୍ସବ ଅବସରରେ ସୋନପୁରରେ ଯୋଗାଭ୍ୟାସ ଓ ଯୋଗ ଶିବିର ଆୟୋଜିତ ହୋଇଯାଇଛି। ଜିଲ୍ଲା ପ୍ରଶାସନ ଓ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଫରେଷ୍ଟ ପାର୍କ ପରିସରରେ ଏହି ଶିବିର ହୋଇଥିଲା। ଶିବିରରେ ବରିଷ୍ଠ ନାଗରିକମାନେ ଅଂଶଗ୍ରହଣ କରି ଯୋଗର ବିଭିନ୍ନ...

ବିଜେପିର ୧୨ଘଣ୍ଟିଆ ସୁବର୍ଣ୍ଣପୁର ବନ୍ଦ, ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବି

ସୋନପୁର: କଳାହାଣ୍ଡି ଜିଲ୍ଲାର ମାହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣା। ଏନେଇ ସାରା ରାଜ୍ୟରେ ବଢ଼ୁଛି ଜନଅସନ୍ତୋଷ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଗିରଫ ହୋଇଥିବାବେଳେ ଏଥିରେ କିଛି ଶାସକ ଦଳର ନେତା ସମ୍ପୃକ୍ତ ଥିବା...

ସ୍ୱଚ୍ଛତା ଅଭିଯାନ ନେଇ ଯୁବକଙ୍କ ନିଆରା ପ୍ରୟାସ

ସୁବର୍ଣ୍ଣପୁର : ଦେଶକୁ ସ୍ୱଚ୍ଛ ରଖିବା ପାଇଁ ଯୁବକଙ୍କ ନିଆରା ଅଭିଯାନ । ସ୍ୱଚ୍ଛ ଓ ସୁସ୍ଥ ଭାରତ ଗଠନର ବାର୍ତ୍ତା ନେଇ ସମଗ୍ର ଦେଶ ପରିକ୍ରମାର ଇଚ୍ଛା ରଖିଥିବା ୩ ଜଣ ଯୁବକ ସୁବର୍ଣ୍ଣପୁର ଜିଲ୍ଲାରେ ପହଁଚିଛନ୍ତି । ଏମାନେ ହେଲେ...

ସୋନପୁରରେ ଜୋର ଧରିଲା କ୍ୟାପଟେନଙ୍କ ଇସ୍ତଫା ଦାବି

ସୋନପୁର : ସୋନପୁରରେ ଜୋର ଧରିଲା କ୍ୟାପଟେନଙ୍କ ଇସ୍ତଫା ଦାବି  । କଳାହାଣ୍ଡି ଜିଲ୍ଲ ମହାଲିଙ୍ଗି ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ସୋନପୁରରେ ବିକ୍ଷୋଭ । ସ୍କୁଲ ମାଲିକ ଗୋବିନ୍ଦ ସାହୁଙ୍କୁ ସବୁ ପ୍ରକାର ପ୍ରୋତ୍ସାହନ ଦେଇ...

ମହମ୍ମଦ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର :  ମହମ୍ମଦ ଜୟନ୍ତୀ ପାଳିତ । ସୁବର୍ଣ୍ଣପୁର ଜିଲ୍ଲା ତରଭା ଠାରେ ଥିବା ଅବଦୁଲ ସକୁରସାହା ବାବାଙ୍କ ମସଜିଦ ପରିସରରେ ଆଜି ମହମ୍ମଦ ଜୟନ୍ତି ପାଳିତ ହୋଇଯାଇଛି  । ଏହି ଅବସରରେ ମସଜିଦରୁ ଏକ ଶୋଭାଯାତ୍ରା ବାହାରି କୋଭିଡ କଟକଣାକୁ ମାନି...

ପାଣି ମୋଟର ଚୋରକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍ ଜଣେ ମୋଟର ଚୋରକୁ ଧରିବାରେ ସଫଳ ହୋଇଛି। ଗତ କିଛି ଦିନ ହେଲା ସୋନପୁର ସହର ସମେତ ଆଖପାଖ ଗାଁରୁ ଲୋକଙ୍କ ଘରୁ ପାଣି ମୋଟର ଚୋରୀ ହୋଇଥିବା ଅଭିଯୋଗ ସୋନପୁର ଥାନାରେ ହୋଇଥିଲା।ଏପରିକି ସହରର ଅତିରିକ୍ତ...

ସାହିତ୍ୟ