Latest Odisha News

BREAKING NEWS

Browsing Category

ସୋନପୁର

Sonepur

ମା’ ସୁରେଶ୍ୱରୀଙ୍କ ଜୟ ଦୁର୍ଗା ବେଶ

ସୋନପୁର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମା’ଙ୍କ ସପ୍ତମୀ ଓ ପିଠରେ ଅଷ୍ଟମୀ ପୂଜା ଚାଲିଛି । ସେହିପରି ଭାବରେ ସୁବର୍ଣ୍ଣପୁର ଜିଲ୍ଲାର ଇଷ୍ଟ ଦେବୀ ମା’ ସୁରେଶ୍ୱରୀ ଆଜି ଅଷ୍ଟମୀ ତିଥିରେ ଜୟ ଦୁର୍ଗା ବେଶରେ ଶ୍ରଦ୍ଧାଳୁ ମନଙ୍କୁ ଦର୍ଶନ ଦେଉଛନ୍ତି । ଭୋର ସକାଳୁ ସକାଳୁ ଭକ୍ତଙ୍କ ବେଶ…

ମାଁ ଲଙ୍କେଶ୍ୱରୀଙ୍କ ପୀଠରେ ଦଶହରା ମହା ଆଳତୀ

ସୋନପୁର: ଜୁନାଗଡ଼ ସହର ଓ ଆଖପାଖ ଅଞ୍ଚଳର ପ୍ରତ୍ୟକ ଶକ୍ତି ପୀଠରେ ଦଶହରା ପୂଜା ଚାଲିଥିବା ବେଳେ ସବୁ ପୂଜା ମଣ୍ଡପରେ ବେଶ ଜାକଜମକରେ ଜଗତ ଜନନୀ ମା ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଛି। ଏହିସବୁ ପୀଠ ଓ ମଣ୍ଡପ ମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ ବଢ଼ିବାରେ ଲାଗିଥିବା ଦେଖିବାକୁ ମିଳୁଛି । ମହାନଦୀ…

ପବିତ୍ର ମହାଳୟା, ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମାଆ ସୁରେଶ୍ଵରୀ

ସୋନପୁର: ଆଜି ପବିତ୍ର ମହାଳୟା । ଆଶ୍ବିନ କୃଷ୍ଣ ଅମାବାସ୍ୟା ତିଥିରେ ସୋନପୁର ଗଡଜାତର ଇଷ୍ଟଦେବୀ ମାଆ ସୁରେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ଗଡ଼ଜାତର ମହାବଳୀ ପରମ୍ପରା ଅତି ପ୍ରାଚୀନ ହୋଇଥିବାବେଳେ ବଳୀଯାତ୍ରାରେ ଇଷ୍ଟଦେବୀ ବିଭିନ୍ନ ବେଶ ଧାରଣ କରି ମହାଳୟାରୁ ଦଶମୀ ତିଥି ଯାଏଁ…

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ଉଲୁଣ୍ଡା: ଦୁର୍ଘଟଣାରେ ଦୁଇ ମୃତ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମେଟାକାନୀ ବୁଲାଣି ରାସ୍ତାରେ ବାଇକ ଦୁର୍ଘଟଣାରେ ଦୁଇଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଯୁବକ ମାନେ ହେଲେ ଢେଳେଇ ଗ୍ରାମର କାହ୍ନା ମିଶ୍ର ଏବଂ ଅଇଁଲାଛାଟର ସୁଶାନ୍ତ ସାହୁ ବୋଲି ଜଣାପଡିଛି । ସୂଚନା…

୧୨ ଘଣ୍ଟିଆ ଡୁଙ୍ଗୁରିପାଲି ବନ୍ଦ; ଯାତାୟତ ଠପ୍

ସୋନପୁର: ଆଜି ୧୨ ଘଣ୍ଟିଆ ଡୁଙ୍ଗୁରିପାଲି ବନ୍ଦ। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ନିକଟ ୨୬ ନମ୍ବର ଜାତୀୟ ରାଜପଥର ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ଡୁଙ୍ଗୁରିପାଲି ବନ୍ଦ କରାଯାଇଛି । ଫଳରେ  ଯାତାୟତ…

ଜାତୀୟ ରାଜପଥ ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ୧୨ଘଣ୍ଟିଆ ରାସ୍ତା ଅବରୋଧ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ନିକଟ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ । ଜାତୀୟ ରାଜପଥର ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ବରଗଡ଼ ବୋରିଗୁମା ରାସ୍ତାର  ଡୁଙ୍ଗୁରିପାଲି ଠାରେ  ୨୬ ନମ୍ବର…

ବାହାରିଲା ମାଁ ଶୁରେଶ୍ଵରୀଙ୍କ ନୁଆଁଖାଇ ଲଗ୍ନ

ସୋନପୁର: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ସେପ୍ଟେମ୍ବର ୨୦ ତାରିଖରେ ପାଳନ ହେବ। ଗତକାଲି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କର ନୁଆଁଖାଇ ଲଗ୍ନ ବାହାରିଥିବା ବେଳେ ଆଜି ସୁବର୍ଣ୍ଣପୁରର ଇଷ୍ଟଦେବୀ ମା’ ଶୁରେଶ୍ଵରୀଙ୍କର ନୁଆଁଖାଇ ଲଗ୍ନ ବାହାରିଛି । ସୋନପୁର ଗଡଜାତ…

ଭିଜିଲାନ୍ସ ଜାଲରେ ସ୍ପେଶାଲ କ୍ଲାସ ଠିକାଦାର,ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ଵର: ସରକାରୀ ପାଣ୍ଠି ଆତ୍ମସାତ କରିଥିବା ଅଭିଯୋଗରେ ସ୍ପେଶାଲ କ୍ଲାସ କଣ୍ଟ୍ରାକ୍ଟର ବିଜୟ କୁମାର ଅଗ୍ରୱାଲ ଓ ତାଙ୍କ ପାୱାର ଅଫ୍ ଆଟର୍ଣ୍ଣି ଦୀପକ କୁମାର ଅଗ୍ରୱାଲଙ୍କୁ ଗିରଫ କରାଯାଇଛି। ଦୁଇ ଠିକାଦାରଙ୍କୁ ଭିଜିଲାନ୍ସ ଗିରଫ କରିଛି। ସୋନପୁର ଜିଲ୍ଲାରେ ଅନୁସୂଚିତ ଜାତିର ଛାତ୍ରଙ୍କ…

ଭକ୍ତଙ୍କ ବିଶ୍ୱାସ ଓ ଭରସାର ପୀଠ ସୋନପୁରର ମାଆ ସୁରେଶ୍ୱରୀ ମନ୍ଦିର

ସୋନପୁର: ସୋନପୁର ଗଡ଼ଜାତର ଇଷ୍ଟଦେବୀ ମାଆ ସୁରେଶ୍ୱରୀ । ସୁବର୍ଣ୍ଣପୁର ଜିଲ୍ଲା ସମେତ ବୌଦ୍ଧ ଜିଲ୍ଲାର ପଞ୍ଚରା ଅଞ୍ଚଳର ଇଷ୍ଟଦେବୀ ଭାବେ ମାଆ ପୂଜା ପାଇ ଆସୁଛନ୍ତି । ଗଡ଼ଜାତର ବିଭିନ୍ନ ପର୍ବ ପର୍ବାଣୀ ଯାନିଯାତ୍ରା ଭିତରେ ମାଆ ସୁରେଶ୍ବରୀ ପରୁହାଁ ଦେବୀ ଭାବେ ସର୍ବାଗ୍ରେ ପୂଜିତା ।…

[ଦେଖନ୍ତୁ ଭିଡିଓ] ଶ୍ରାବଣ ପ୍ରଥମ ସୋମବାରରେ ଅଷ୍ଟଶମ୍ଭୁଙ୍କ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ସୁବର୍ଣ୍ଣପୁର  : ଶ୍ରାବଣର ପ୍ରଥମ ସୋମବାର  ।  ସୁବର୍ଣ୍ଣପୁର ସହର ଆଜି ଉତ୍ସବମୂଖର ହୋଇ ଉଠିଛି । ବିଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁଁ ଶ୍ରାବଣ ମାସରେ ଅଷ୍ଟସମ୍ଭୁଙ୍କ ଏହି ସହର ଖାଁ ଖାଁ ଲାଗୁଥିବା ବେଳେ ଚଳିତ ବର୍ଷ କଟକଣା କହୋଳ ହୋଇଥିବାରୁ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ବେଶ୍ ଉତ୍ସାହ…