Latest Odisha News

BREAKING NEWS

Browsing Category

ସୁନ୍ଦରଗଡ଼

Sundargarh

ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ‘ମୋତିଆ ବିନ୍ଦୁ’ ଅପରେସନ

ସୁନ୍ଦରଗଡ଼ : କୋଭିଡ୍ କଟକଣାକୁ ପାଳନ କରି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଆରମ୍ଭ ହୋଇଛି ମାଗଣା ‘ମୋତିଆ ବିନ୍ଦୁ’ ଅପରେସନ । କରୋନା ସଂକ୍ରମଣ ପାଇଁ ଏହି ଚିକିତ୍ସା ଗତ କିଛି ମାସ ହେଲା ବନ୍ଦ ରହିଥିଲା। ଗତ ମାସକ ଭିତରେ ୮ଟି ବ୍ୟାଚରେ ମୋଟ ୪୬ ଜଣଙ୍କ ଅପରେସନ କରାଯାଇଛି।…

ପଶ୍ଚିମ ଓଡ଼ିଶାରେ ମାଡୁଛି କରୋନା, ଫୋକସରେ S-S-B ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ମାଡ଼ି ମାଡ଼ି ଚାଲିଛି କରୋନା ଚେର । ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବରେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ କେସ ଶତକ ପାର କରିଥିବା ବେଳେ ବରଗଡ଼ ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

କଲରା ପତରିଆକୁ ପିଟିପିଟି ମାରି ଦେଇଥିବା ଅଭିଯୋଗ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିରି ବ୍ଲକ ଅନ୍ତର୍ଗତ ରମ୍ପିଆ ଗାଁ ନିକଟ ରେଳ ଧାରଣା କଡ଼ରୁ ଏକ କଲରା ପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି । ଅଭିଯୋଗ ହୋଇଛି, ବାଘଟିକୁ ପିଟି ପିଟି ମାରି ଦିଆଯାଇଛି । ତେବେ ବାଘଟିକୁ ଲୋକ ମାରିଛନ୍ତି ନା ଅନ୍ୟ କୌଣସି କାରଣରୁ ତାର ମୃତ୍ୟୁ ହୋଇଛି…

ବୀରମିତ୍ରପୁର ଥାନା ପରିସରରୁ ଗଡିଲା ସଚେତନତା ରଥ

ସୁନ୍ଦରଗଡ଼ : ଗତ କିଛି ଦିନ ହେଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କେତେକ ଗାଁରେ ଗୁଣି ଗାରେଡ଼ି ଓ ଡାହାଣୀ ସନ୍ଦେହରେ ଲୋକଙ୍କୁ ଆକ୍ରମଣ ଘଟଣା ଦିନକୁ ଦିନକୁ ଦିନ ବଢିଚାଲିଛି । ଏହି ସନ୍ଦେହରେ ଗାଁରୁ ଲୋକଙ୍କୁ ବାସନ୍ଦ ମଧ୍ୟ କରାଯାଉଛି । ତେବେ ଏ ନେଇ ସ୍ଥାନୀୟ ଲୋକଙ୍କୁ ସଚେତନ କରିବା ପାଇଁ…

ଆଜି ରାଉରକେଲାରେ ପ୍ଲାଜମା ବ୍ୟାଙ୍କର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଆଜିଠୁ ରାଉରକେଲାରେ ଆରମ୍ଭ ହେବ ପ୍ଲାଜମା ଥେରାପୀ ଚିକିତ୍ସା ସେଣ୍ଟର । ପ୍ଲାଜମା ବ୍ୟାଙ୍କର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସନ୍ଧ୍ୟା ୫ଟାରେ ଭିଡିଓ କନଫରେନ୍ସିଂରେ ଉଦଘାଟନ କରିବେ । ଆଇଜିଏଚରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଓ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ସମେତ…

କରୋନା ଲଢ଼େଇ ଜିତିଲେ ୩୪ କରୋନା ଯୋଦ୍ଧା

ସୁନ୍ଦରଗଡ଼: ହାରିଲା କରୋନା । ଜିତିଲେ କରୋନା ଯୋଦ୍ଧା । କରୋନା ସଂକ୍ରମିତ ସୁନ୍ଦରଗଡ଼ ଜିଲ୍ଲାର ୩୪ ଜଣ ପୋଲିସ କର୍ମଚାରୀ ସୁସ୍ଥ ହୋଇଛନ୍ତି । ସେମାନଙ୍କୁ ବିଭିନ୍ନ କୋଭିଡ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ହସ୍ପିଟାଲ କର୍ମଚାରୀ ସମସ୍ତଙ୍କୁ…

ସୁନ୍ଦରଗଡ଼ ଜିଲ୍ଲାର ନୂଆ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ଜାଣନ୍ତୁ

ସୁନ୍ଦରଗଡ଼: ଗତ ୨୪ ଘଣ୍ଟାରେ ଜିଲ୍ଲାରୁ ବାହାରିଛି ୫୨ ପଜିଟିଭ୍ କେସ । ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ସୂଚନା ଦେଇଛି ଜିଲ୍ଲା ପ୍ରଶାସନ । ଏମାନଙ୍କ ଭିତରେ ଅଛନ୍ତି ୬ ଜଣ ଅନ୍ୟ ରାଜ୍ୟ ଓ ଜିଲ୍ଲାରୁ ଫେରିଥିଲେ । ୭ ଜଣ ପୂର୍ବରୁ ଭୂତାଣୁ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ପଜିଟିଭ୍ ଚିହ୍ନଟ…

ରାଜ୍ୟର କରୋନା ହଟସ୍ପଟ୍ ୫ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନା କେସ ବଢୁଛି । ଚିନ୍ତା ବଢ଼ାଇଛନ୍ତି ପାଞ୍ଚ ଜିଲ୍ଲାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଓ ସୁନ୍ଦରଗଡ଼ । ହଟସ୍ପଟ୍ ୫ ଜିଲ୍ଲାରୁ ପ୍ରତିଦିନ ଗଣ୍ଡା ଗଣ୍ଡା ପଜିଟିଭ୍ ବାହାରୁଛନ୍ତି । ମାଡ଼ି ମାଡ଼ି ଚାଲିଛି କରୋନା । ଜୁଲାଇରେ ଲମ୍ବା ଲମ୍ଫ ମାରୁଛି । ରାଜ୍ୟରେ…

କରୋନା ସଂକ୍ରମଣରେ ଗଜପତିକୁ କାଟିଲା ସୁନ୍ଦରଗଡ଼

ସୁନ୍ଦରଗଡ଼: ଗଞ୍ଜାମ ପରେ ସୁନ୍ଦରଗଡ଼ ଜିଲ୍ଲା ଜୁଲାଇରେ ଚିନ୍ତା ବଢ଼ାଇଛି । ପାଞ୍ଚ ଶହ ଟିପିଛି ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା । ଜୁଲାଇରେ ଲଗାତାର ନୂଆ କେସ୍ ବାହାରିଲାଣି । ଆଜି ଚିହ୍ନଟ ୮୩ ପଜିଟିଭଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫୬ ଛୁଇଁଛି । ରାଜ୍ୟର କରୋନା…

ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ନୂଆ ୭୮ ପଜିଟିଭଙ୍କ କେସ୍ ହିଷ୍ଟ୍ରି

ସୁନ୍ଦରଗଡ଼: ଗତ ୨୪ ଘଣ୍ଟାରେ ସୁନଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୭୮ ନୂଆ ଭୂତାଣୁ ସଂକ୍ରମିତ । ଏମାନଙ୍କ ଭିତରୁ ୧୭ ଜଣଙ୍କର ଟ୍ରାଭେଲ୍ ହିଷ୍ଟ୍ରି ରହିଛି । ସେମାନେ ରାଜ୍ୟ ବାହାରୁ ଫେରିଥିଲେ । ୫୮ ଜଣ ପୂର୍ବରୁ ଆକ୍ରାନ୍ତଙ୍କ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଭୂତାଣୁ ସଂକ୍ରମିତ…