Latest Odisha News

BREAKING NEWS

Browsing Category

ସୁନ୍ଦରଗଡ଼

Sundargarh

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା : ଡାକ୍ତର ନଥିବାରୁ ରୋଗୀ ଦେଖିଲେ ବିଧାୟକ

ରାଜଗାଙ୍ଗପୁର: ପୂରଣ ହେଉନି ଡାକ୍ତରୀ ପଦବୀ  । ରାଜ୍ୟରେ ଏମିତି ଅନେକ ମେଡିକାଲ ରହିଛି  । ଯେଉଁଠି ଉପଯୁକ୍ତ ଡାକ୍ତର ନଥିବାରୁ ରୋଗୀ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ।…

ସୁନ୍ଦରଗଡରେ ନାବାଳିକା ଦୁଷ୍କର୍ମୀକୁ ଫାଶି ଦଣ୍ଡାଦେଶ : ୧୦ଲକ୍ଷ ଟଙ୍କା ଜରିମାନା

ସୁନ୍ଦରଗଡ : ସୁନ୍ଦରଗଡରେ ନାବାଳିକା ଦୁଷ୍କର୍ମୀକୁ ଫାଶି ଦଣ୍ଡାଦେଶ  । ୨୦୧୬ ଟାଉନ୍ ଥାନା ଅଞ୍ଚଳରେ ଘଟିଥିଲା ଜଘନ୍ୟକାଣ୍ଡ  । ସୁନ୍ଦରଗଡ  ସ୍ବତନ୍ତ୍ର ପକ୍ସୋ କୋର୍ଟ ଦୋଷୀକୁ ଫାଶି ଦଣ୍ଡାଦେଶ ଦେଇଛନ୍ତି । ଅଭିଯୁକ୍ତ ଜଣକ ସଞ୍ଜୀବ କେର୍କେଟା ବୋଲି ଜଣାପଡିଛି । ୨୦୧୬ ମସିହା ଅକ୍ଟୋବର…

ଥମୁନି ହାତୀ ଆତଙ୍କ : ସୁନ୍ଦରଗଡ ଲାଖପଡାରେ ଯୁବକଙ୍କୁ ଶୁଣ୍ଢରେ କଚାଡି ମାରିଲା ଦନ୍ତା

ସୁନ୍ଦରଗଡ : ଥମୁନି ହାତୀ ଆତଙ୍କ  । ହାତୀ ଆକ୍ରମଣରେ କେତେବେଳେ ମଣିଷ ଜୀବନ ଯାଉଛି ତ କେତେବେଳେ ହାତୀର ଜୀବନ ଯାଉଛି । ଏହାରି ମଧ୍ୟରେ ଆଜି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି  । ଦନ୍ତା ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ ବଡଗାଁ…

ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ, ଯାତାୟତ ଠପ

ରାଉରକେଲା: ଆଜି ୧୨ଘଣ୍ଟିଆ ସୁନ୍ଦରଗଡ ବନ୍ଦ । ଆସିଷ୍ଟାଣ୍ଟ କଲେକ୍ଟର ରସ୍ମିତା ମିଞ୍ଜ ଓ ଏଏସଆଇ ଆଲିଶା ଲୁଗୁନ ହତ୍ୟାର ସିବିଆଇ ତଦନ୍ତ ଦାବିରେ ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ ଡାକରା ଦେଇଛି ବିଜେପି । ବିଜେପି ମହିଳା ମୋର୍ଚ୍ଚା ଓ ଆଦିବାସୀ ମୋର୍ଚ୍ଚା ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ଟା…

ଘରେ ଶୋଇଥିବାବେଳେ ଭୁଶୁଡି ପଡିଲା କାନ୍ଥ: ବାପା ମୃତ, ପୁଅ ଗୁରୁତର

ସୁନ୍ଦରଗଡ : ଗତ କିଛି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ଏହାରି ମଧ୍ୟରେ ସୁନ୍ଦରଗଡରୁ ଆସିଛି ଏକ ଦୁଃଖଦ ଘଟଣା  । ଲଗାଣ ବର୍ଷା ଯୋଗୁଁ  କାନ୍ଥ ଭୁଶୁଡି ଜଣେ ବାପାଙ୍କର ମୃତ୍ୟୁ ହୋଇଥିବାବେଳେ ପୁଅ ଗୁରୁତର ହୋଇଛି । ମୃତକ କୁରୁନାଥ କାନ୍ତା ବୋଲି ଜଣାପଡିଛି ।…

ସୁନ୍ଦରଗଡ଼ରେ ଥମୁନି ସ୍କ୍ରବ ଟାଇଫସ୍ ଆତଙ୍କ: ଆଜି ପୁଣି ୪ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ:  ସୁନ୍ଦରଗଡ ଜିଲ୍ଲାର ପିଛା ଛାଡୁନି  ସ୍କ୍ରବ୍ ଟାଇଫସ୍  । ଦିନକୁ ଦିନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି  । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୪ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି  । ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୩୦୮କୁ ବୃଦ୍ଧି…

ସୁନ୍ଦରଗଡରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ : ୨୪ ଘଣ୍ଟାରେ ପୁଣି ୯ ପଜିଟିଭ ଚିହ୍ନଟ

ସୁନ୍ଦରଗଡ:  ସୁନ୍ଦରଗଡ ଜିଲ୍ଲାର ପିଛା ଛାଡୁନି  ସ୍କ୍ରବ୍ ଟାଇଫସ୍  । ଦିନକୁ ଦିନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି  । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି  । ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୩୦୪କୁ ବୃଦ୍ଧି…

ସୁନ୍ଦରଗଡରେ ଚିନ୍ତା ବଢାଇଲା ସ୍କ୍ରବ୍ ଟାଇଫସ୍ : ୨୪ ଘଣ୍ଟାରେ ପୁଣି ୩ ପଜିଟିଭ ଚିହ୍ନଟ

ସୁନ୍ଦରଗଡ:  ସୁନ୍ଦରଗଡ ଜିଲ୍ଲାର ପିଛା ଛାଡୁନି  ସ୍କ୍ରବ୍ ଟାଇଫସ୍  । ଦିନକୁ ଦିନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି  । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି  । ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୨୯୫କୁ ବୃଦ୍ଧି…

ଭୟ ବଢାଉଛି ସ୍କ୍ରବ୍ ଟାଇଫସ: ସୁନ୍ଦରଗଡ଼ରୁ ପୁଣି ୨୦ ପଜିଟିଭ୍ ଚିହ୍ନଟ

ସୁନ୍ଦରଗଡ: ଅଟକିବାର ନାଁ ଧରୁନି ରାଜ୍ୟରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା । ଦିନକୁ ଦିନ ବଢିବାରେ ଲାଗିଛି ସ୍କ୍ରବ୍ ଟାଇଫସ । ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲା ସ୍କ୍ରବ୍‌ ଟାଇଫସ୍‌ ଆକ୍ରାନ୍ତଙ୍କର ହଟସ୍ପଟ ପାଲଟିଛି । ସବୁଦିନ ଚିହ୍ନଟ ହେଇଛନ୍ତି ଆକ୍ରାନ୍ତ । ଗତକାଲି ପରୀକ୍ଷା…

ଥମିବାର ନାଁ ଧରୁନି ସ୍କ୍ରବ ଟାଇଫସ ସଂକ୍ରମଣ, ଆଜି ପୁଣି ୯ ସଂକ୍ରମଣ

ରାଉରକେଲା: ଥମିବାର ନାଁ ଧରୁନି ରାଜ୍ୟରେ ସ୍କ୍ରବ ଟାଇଫସ ସଂକ୍ରମଣ । ଦିନକୁ ଦିନ ହୁ ହୁ ହୋଇ ବଢୁଛି ସଂକ୍ରମଣ । ହଟସ୍ପଟ ପାଲଟିଛି ସୁନ୍ଦରଗଡ ଜିଲ୍ଲା । ଗତ ୨୪ ଘଣ୍ଟାରେ ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୯ ଆକ୍ରାନ୍ତ । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏବେ ସୁନ୍ଦରଗ଼ଡରେ ଏବେ ମୋଟ…