ସମସ୍ତ ସରକାରୀ ହାଇସ୍କୁଲ ପାଇବ ନୂଆ ରୂପ, ‘ସ୍କୁଲ ଟ୍ରାନ୍ସଫର୍ମେସନ’ କାର୍ଯ୍ୟକ୍ରମ ଅନୁଷ୍ଠିତ 

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ‘ହାଇସ୍କୁଲ ଟ୍ରାନ୍ସଫର୍ମେସନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମ ଜରିଆରେ ଜିଲ୍ଲାରେ ଥିବା ସମସ୍ତ ସରକାରୀ ଉଚ୍ଚବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଓ ଶୈକ୍ଷିକ ପରିବେଶରେ ଉନ୍ନତି ପାଇଁ ଖସଡ଼ା ପ୍ରସ୍ତୁତ କରାଯାଉଛି । ଯାହାଫଳରେ ସ୍କୁଲର ପରିବେଶକୁ ଆକର୍ଷଣୀୟ କରାଯିବା...

ଛତିଶଗଡ଼ରେ ମାଡୁଛି ମହାମାରୀ, ପଶ୍ଚିମ ଓଡ଼ିଶା ଏହି ୪ ଜିଲ୍ଲାରେ ବଢୁଛି ଭାଇରସ୍ ଭୟ

ଭୁବନେଶ୍ୱର: ଛତିଶଗଡ଼ରେ କରୋନା କେସ୍ ଉପରମୁହାଁ । ସେଠି ବଢୁଛି ଦୈନିକ ସଂକ୍ରମଣ । ସୀମାନ୍ତବର୍ତ୍ତୀ ପଶ୍ଚିମ ଓଡ଼ିଶା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ୪ଟି ଜିଲ୍ଲା ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି...

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁଓ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍ ହୋଇଛି । ତାଙ୍କ ନାଁ ପର୍ଶୁରାମ ନାଏକ । ଏକକାଳୀନ ୩ଟି ସ୍ଥାନରେ ଚଢାଉ ଚଳାଇଛନ୍ତି...

ବନ୍ଦ ଘରୁ ନବବିବାହିତାଙ୍କ ମୃତଦେହ ଉଦ୍ଧାର, ସ୍ୱାମୀ-ଶ୍ୱଶୁର ଫେରାର

ସୁନ୍ଦରଗଡ଼: ବନ୍ଦ ଘର ଭିତରୁ ନବ ବିବାହିତାଙ୍କ ମୃତଦେହ ଉଦ୍ଧାର । ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି ମୃତଦେହ । ବାହାରୁ ଘର ବନ୍ଦ ରହିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ସରସରା ଗାଁରେ...

ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ଜଣ ଗୁରୁତର, କାରଣ ଅସ୍ପଷ୍ଟ

ସୁନ୍ଦରଗଡ଼: ବାଇକରେ ଆସି ଗୁଳିମାଡ଼ କଲେ ଦୁର୍ବୃତ୍ତ । ଏଥିରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବସଷ୍ଟାଣ୍ଡ ନିକଟରେ ଏହି ଗୁଳିମାଡ଼ ହୋଇଛି । ଦୁର୍ବୃତ୍ତଙ୍କ ଗୁଳିରେ ଜଣେ ଗହଣା ଦୋକନୀ ପୁଅଙ୍କ ସମେତ ୨ଜଣ ଗୁରୁତର...

ଗଞ୍ଜେଇ ଚାଲାଣ ରାକେଟରେ ମହିଳା, ୪ ଜଣ ଗିରଫ

ସୁନ୍ଦରଗଡ଼: ଗଞ୍ଜେଇ ଚାଲାଣ ରାକେଟରେ ମହିଳା । କାରରେ ଚାଲାଣ ବେଳେ ଧରିଲା ସୁନ୍ଦରଗଡ଼ ଟାଉନ୍ ଥାନା ପୋଲିସ । ଜଣେ ମହିଳାଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି । ଟାଉନ୍ ଥାନା ଅନ୍ତର୍ଗତ ରାଣୀବଗିଚା ବାଇପାସ ନିକଟରୁ ଗାଡ଼ି ଓ...

ଧାନ ସଂଗ୍ରହରେ ଅଚଳାବସ୍ଥା ଅଭିଯୋଗ, ମନ୍ତ୍ରୀ ପ୍ରତାପ ଜେନାଙ୍କ ବାଟ ଓଗାଳିଲେ ଚାଷୀ

ସୁନ୍ଦରଗଡ଼: ଧାନ ସଂଗ୍ରହରେ ଅଚଳାବସ୍ଥା ନେଇ ତାତିଲେ ଚାଷୀ । ସୁନ୍ଦରଗଡ଼ର ଶତାଧିକ ଚାଷୀ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଘେରାଉ କରିଥିଲେ । ଦୁଇଦିନିଆ ସୁନ୍ଦରଗଡ଼ ଗସ୍ତରେ ଆସି ମନ୍ତ୍ରୀ ସର୍କିଟ ହାଉସରେ ରାତ୍ରିଯାପନ କରିଥିଲେ । ଆଜି ସକାଳୁ ଶତାଧିକ ଚାଷୀ...

ଆରମ୍ଭ ହେଲା ‘ସୁଦକ୍ଷ’ କାର୍ଯ୍ୟକ୍ରମ, ଶିକ୍ଷିତ ଯୁବକ ଯୁବତୀଙ୍କ ନିଯୁକ୍ତି ଦକ୍ଷତା ବଢ଼ାଇବାକୁ ଅଭିନବ ପଦକ୍ଷେପ

ସୁନ୍ଦରଗଡ଼: ଶିକ୍ଷିତ ଯୁବକ ଯୁବତୀଙ୍କ ନିଯୁକ୍ତି ଦକ୍ଷତା ବଢ଼ାଇବାକୁ ପ୍ରୟାସ । ଆରମ୍ଭ ହୋଇଛି ‘ସୁଦକ୍ଷ’ କାର୍ଯ୍ୟକ୍ରମ । ସୁନ୍ଦରଗଡ଼ ଜିଲ୍ଲାର ଶିକ୍ଷିତ ଯୁବକ ଯୁବତୀଙ୍କୁ ମାଗଣାରେ ନିଯୁକ୍ତି ଉପଯୋଗୀ କୋଚିଂ ଦେବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ‘ସୁଦକ୍ଷ’...

ଗ୍ରାମାଞ୍ଚଳର ମହିଳାମାନଙ୍କୁ ଟାଟା ଷ୍ଟିଲ ବିଏସଏଲ୍ ପକ୍ଷରୁ ଛତୁଚାଷ ତାଲିମ ପ୍ରଦାନ

କଳମଙ୍ଗା: ସୁନ୍ଦରଗଡ ଜିଲ୍ଲାର କୋଇରା ବ୍ଲକ ଅନ୍ତର୍ଗତ କଳମଙ୍ଗା ଗାଁରେ ଟାଟା ଷ୍ଟିଲ ବିଏସଏଲ ପକ୍ଷରୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନଙ୍କୁ ଛତୁ ଚାଷ ପାଇଁ ତାଲିମ ପ୍ରଦାନ କରାଯାଇଛି । ଗାଁର ମହିଳାମାନଙ୍କୁ ଉଦ୍ୟୋଗୀ ସୁଯୋଗ ଯୋଗାଇଦେବା ଉଦ୍ଦେଶ୍ୟରେ କଲମାଙ୍ଗରେ ଥିବା...
Vigilance Recovers Over Rs 1 Lakh Unaccounted Cash From Tehsildar In Cuttack

ଲାଞ୍ଚ ନେବା ବେଳେ ମେଡିକାଲ ଅଫିସରଙ୍କୁ ଧରିଲା ଭିଜିଲାନ୍ସ

ସୁନ୍ଦରଗଡ଼: ଲାଞ୍ଚ ନେଉଥିଲେ ମେଡିକାଲ୍ ଅଫିସର । ରେଡ୍ ହ୍ୟାଣ୍ଡ ଧରିଲା ଭିଜିଲାନ୍ସ । ସୁନ୍ଦରଗଡ଼ ହେମଗିରି ସିଏସିର ମେଡିକାଲ୍ ଅଫିସର ଇନଚାର୍ଜ ଡାକ୍ତର ଶ୍ରଦ୍ଧାକର ଗଡତିଆ । ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରିଛି ଭିଜିଲାନ୍ସ ବିଭାଗ...

ସାହିତ୍ୟ