Latest Odisha News

BREAKING NEWS

Browsing Category

ସୁନ୍ଦରଗଡ଼

Sundargarh

ହାତୀ ଆକ୍ରମଣରେ ଯୁବକଙ୍କର ମୃତ୍ୟୁ

ସୁନ୍ଦରଗଡ଼ : ହାତୀ ଆକ୍ରମଣରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ସୁନ୍ଦରଗଡ଼ ତଲସରା ଥାନା ତେନ୍ତୁଲିଧରିଆ ଗାଁର ନିକୁଲାସ ଜୋଜୋ ବୋଲି ଜଣାପଡିଛି । ନିକୁଲାସଙ୍କ ବୟସ ମାତ୍ର ୩୪ ବର୍ଷ ହେବ ବୋଲି ସୂଚନା ମିଳିଛି । ଗତ କିଛି ଦିନ ହେବ ରାଉଲଡେଗା ବନଖଣ୍ଡ ଅଧିନରେ ଥିବା କିରାଲଗା ଜବତି…

ରକ୍ତ ସମ୍ପର୍କରେ ରକ୍ତପାତ: ଭାଇର ଜୀବନ ନେଇଗଲା ଭାଇ

ବଣାଇ: ରକ୍ତ ସମ୍ପର୍କରେ ରକ୍ତର ଛିଟା । ଭାଇ ନେଲା ଭାଇର ଜୀବନ । ବିଲ ହଡ଼ିକୁ କେନ୍ଦ୍ର କରି ରକ୍ତପାତ । ବଡ଼ ଭାଇର କୋଦାଳ ଚୋଟରେ ସାନ ଭାଇର ମୃତ୍ୟୁ ହୋଇଛି । ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ି ଥାନା ଅନ୍ତର୍ଗତ ଜୁନିଅନୀ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ପ୍ରଧାନ ମୁଣ୍ଡା ।…

ସିଅର କାର୍ଯ୍ୟାଳୟରେ ଇ-ଶ୍ରମ କାର୍ଡ଼ ବଣ୍ଟନ

ରାଉରକେଲା: ସୁନ୍ଦରଗଡ଼ ଅଟୋ ୱାର୍କରସ ଆସୋସିଏସନ ପକ୍ଷରୁ ସେକ୍ଟର-୭ରେ ଥିବା ସିଅର କାର୍ଯ୍ୟାଳୟରେ ଭାରତ ସରକାରଙ୍କ ଦ୍ୱାରା ଅଣସଙ୍ଗଠିତ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ଯୋଗାଇଦେବା ପାଇଁ ହୋଇଥିବା ଇ-ଶ୍ରମ କାର୍ଡ଼ ବଣ୍ଟନ କରାଯାଇଥିଲା। ସିଅରର ସାଧାରଣ…

ମହୁମାଛି ଆକ୍ରମଣରେ ବାପା-ଝିଅ ମୃତ

ସୁନ୍ଦରଗଡ଼: ମହୁମାଛି ମାରି ଦେଲେ । ମହୁମାଛି ଆକ୍ରମଣରେ ଗଲା ବାପା-ଝିଅଙ୍କ ଜୀବନ । ସୁନ୍ଦରଗଡ଼ ଜିଲ୍ଲାରେ ଏଭଳି ଅଭାବନୀୟ ଘଟଣା ଘଟିଛି । ରାଜଗାଙ୍ଗପୁର ବ୍ଲକ ପାନପୋଷ ପଞ୍ଚାୟତର ଗୌନ୍ତିଆ ପଡ଼ାରେ ମହୁମାଛି ଆକ୍ରମଣରେ ବାପା-ଝିଅଙ୍କର ଅକାଳ ବିୟୋଗ ହୋଇଛି । ମୃତକମାନେ ହେଲେ ଗୁରୁ ବନଛୋର ଓ…

ନବରାତ୍ର ପୂଜାରେ ଚଳଚଞ୍ଚଳ ରାଉରକେଲା ମା’ ବୈଷ୍ଣୋଦେବୀ ପୀଠ

ରାଉରକେଲା: ନବରାତ୍ର ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ମା’ବୈଷ୍ଣୋଦେବୀ ଙ୍କ ପୀଠ। ୯ଦିନ ବ୍ୟାପୀ ଏହି ପୀଠରେ ପାରମ୍ପରିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ଚାଲିଛି। ଏହି ନବରାତ୍ରରେ ମାଆଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ଆଜି ପଞ୍ଚମ ଦିନରେ ସ୍କନ୍ଦମାତାଙ୍କ ବେଶରେ…

୨୦୧୪ ବଣାଇ ଦୁଷ୍କର୍ମ ମାମଲାର ରାୟ ପ୍ରକାଶ,ଦୁଷ୍କର୍ମକାରୀଙ୍କୁ ୨୫ ବର୍ଷ ଜେଲ ଶୁଣାଣି କଲେ ପୋକ୍ସୋ କୋର୍ଟ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ନାବାଳିକ ଗଣ ଦୁଷ୍କର୍ମ ମାମଲା । ଦୁଷ୍କର୍ମକାରୀଙ୍କୁ ୨୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ପୋକ୍ସୋ କୋର୍ଟ ।୨୦୧୪ ରେ ସୁନ୍ଦରଗଡ଼ ଜିଲ୍ଲାର ବଣାଇରେ ନାବାଳିକା ବଳାତ୍କାର କରିଥିବା ଅଭିଯୋଗରେ ପୋକ୍ସ କୋର୍ଟ ଦୁଇ ଜଣ ଅଭିଯୁକ୍ତଙ୍କୁ ଦଣ୍ଡିତ କରିଛନ୍ତି। ଦୋଷୀ…

ଏଲପିଜି ସିଲିଣ୍ଡର ଭର୍ତ୍ତି ଟ୍ରକରେ ଲାଗିଲା ନିଆଁ

ସୁନ୍ଦରଗଡ଼ ଏଲପିଜି ସିଲିଣ୍ଡର ଭର୍ତି ଟ୍ରକରେ ଲାଗିଲା ନିଆଁ । ସୂଚନା ଅନୁସାରେ ଟ୍ରକଟି ସମ୍ବଲପୁର-ରାଉରକେଲା ଏକ୍ସପ୍ରେସ ୱେରେ ଝାରସଗୁଡାରୁ ରାଉରକେଲା ଯାଉଥିଲା ବେଳେ ଏପରି ଅଘଟଣ ଘଟିଛି । ଗାଡି ଚାଳକ ରସରାଜପୁର ନିକଟରେ ଗାଡିର ଇଞ୍ଜିନରେ ଧୂଆଁ ବାହାରୁଥିବା ଦେଖିଥିଲେ। ପରେ ପୁରା…

ଓଲଟିଲା ବସ୍: ୨ ମୃତ, ୬ ଆହତ

ସୁନ୍ଦରଗଡ଼: ଓଲଟିଲା ବସ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୬ ଜଣ ଆହତ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ରମାବାହାଲ ନିକଟରେ ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି । ୬ ଆହତଙ୍କୁ ପ୍ରଥମେ ରାଜଗାଙ୍ଗପୁର ହସ୍ପିଟାଲ ଓ ପରେ ରାଉରକେଲା…

ଟ୍ରକ୍ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ ସୁନ୍ଦରଗଡ଼ ସହର ବନ୍ଦ ପାଳନ

ସୁନ୍ଦରଗଡ଼: ବିଭିନ୍ନ ଦାବିରେ ଟ୍ରକ୍ ମାଲିକ ସଂଘ ପକ୍ଷରୁ ଆଜି ୧୨ ଘଣ୍ଟିଆ ସୁନ୍ଦରଗଡ଼ ସହର ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ୧୨ ଘଣ୍ଟିଆ ବନ୍ଦ ପାଳନ ଆରମ୍ଭ ହୋଇଛି । ଫଳରେ ବନ୍ଦ ରହିଛି ଦୋକାନ ବଜାର । ସହରର ରାଣୀବଗିଚା, ଟୋଲ୍‌ଗେଟ୍, କଲେଜ ବାଇପାସ୍ ଅବରୋଧ କରିଛନ୍ତି ଆନ୍ଦୋଳନକାରୀ ।…

ସୁନ୍ଦରଗଡ଼ବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ସ୍ମାର୍ଟ କାର୍ଡ ଦେଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ରାଉରକେଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସୁନ୍ଦରଗଡ ଜିଲ୍ଲାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ଆଇଜିଏଚ୍‌ ସୁପର…