Home ସହର ବ୍ରହ୍ମପୁର

ବ୍ରହ୍ମପୁର

Berhempur

କରୋନାରେ ଆଖିବୁଜିଲେ ଜଣାଶୁଣା ହେତୁବାଦୀ ରାଜା ସୁରେଶ

ବ୍ରହ୍ମପୁର: କୋରନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଜଣାଶୁଣା ହେତୁବାଦୀ ତଥା ପ୍ରଗତିଶୀଳ ବୁଦ୍ଧିଜୀବୀ ଇଂ ରାଜା ସୁରେଶ ଆଜି ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା । ଗତ ଏପ୍ରିଲ ୧୯ ତାରିଖରୁ ବ୍ରହ୍ମପୁର ସ୍ଥିତ...
Brahmapur Budhi Thakurani Yatra Will Start From 9th April

ସରିଲା ବ୍ରହ୍ମପୁରର ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, ଶାଶୁ ଘରକୁ ଫେରିଲେ ମାଆ ସାଆନ୍ତାଣୀ

ବ୍ରହ୍ମପୁର: ସରିଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ବାପା ଘରେ ନଅ ଦିନ ରହଣୀ ପରେ ପାଟ, ପାଟୁଆରରେ ଶାଶୁ ଘରକୁ ଫେରିଛନ୍ତି ମାଆ ସାଆନ୍ତାଣୀ । ଗତକାଲି ଅସ୍ଥାୟୀ ମଣ୍ଡପରୁ ବିଳମ୍ବିତ ରାତିରେ ରୀତିନୀତି ଅନୁସାରେ ମନ୍ଦିରକୁ...

ବିସ୍ଫୋରଣ ନେଲା ୨ ଜୀବନ, ୩ ଜଣ ଗୁରୁତର

ବ୍ରହ୍ମପୁର: ଘରେ ହେଲା ବିସ୍ଫୋରଣ । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆହତ ହୋଇଛନ୍ତି ୩ ଜଣ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଗାଁରେ ଆଜି ଏହି ବିସ୍ଫୋରଣ ହୋଇଛି । ବିସ୍ଫୋରଣର କାରଣ...

ରୁଦ୍ରରୂପା ବ୍ରହ୍ମାଙ୍କ ‘ପାହାଡ଼ ରାଣୀ’ ଓ ଚନ୍ଦ୍ରମଣି ସ୍ବାଇଁଙ୍କ ‘ଉକ୍ତିର ପ୍ରତିରୁକ୍ତି’ ଉନ୍ମୋଚିତ

ବ୍ରହ୍ମପୁର : ଓଡ଼ିଶାର ସର୍ବ ପୁରାତନ ପତ୍ରିକା ନବୀନ ପକ୍ଷରୁ ତ୍ରୟୋବିଂଶ ବିଷୁବ ମିଳନ ତଥା ରାଜ୍ୟସ୍ତରୀୟ ସାରସ୍ୱତ ସମାବେଶ ସ୍ଥାନୀୟ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କୁନି ଲେଖିକା ରୁଦ୍ରରୂପା ବ୍ରହ୍ମାଙ୍କ ଶିଶୁ କବିତା ସଙ୍କଳନ 'ପାହାଡ଼...

ମା’ ବୁଢ଼ୀ ଠାକୁରାଣୀ ଅସ୍ଥାୟୀ ମଣ୍ଡପର ଦୁଇ ପୂଜକ କରୋନା ପଜିଟିଭ୍, ସାଧାରଣ ଦର୍ଶନ ବାରଣ

ବ୍ରହ୍ମପୁର: ମା’ ବୁଢ଼ୀ ଠାକୁରାଣୀ ଯାତ୍ରାରେ ଦୁଇ ଜଣ ପୂଜକ କରୋନା ସଂକ୍ରମିତ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଅସ୍ଥାୟୀ ମଣ୍ଡପର ଦୁଇ ଜଣ ପୂଜକ । ଏହାପରେ ଯାତ୍ରାସ୍ଥଳ ଦେଶୀ ବେହେରା ସାହିକୁ ଜିଲ୍ଲା ପ୍ରଶାସନ ସିଲ କରିଛି ।...

ଫିକା ପଡିଲା ମା’ ବୁଢ଼ୀ ଠାକୁରାଣୀ ଯାତ୍ରା, ପୀଠ ଠାରୁ ରାଜବାଟୀ ଯାଏଁ ୧୪୪ ଧାରା ଲାଗୁ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଗୋଟିଏ ବର୍ଷ ଅନ୍ତରରେ ପାଳନ ହୁଏ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ଯାତ୍ରା ଦେଖିବାକୁ ଲକ୍ଷ ଲକ୍ଷ ଭକ୍ତ ଓ ବ୍ୟବସାୟୀଙ୍କର ଭିଡ଼ ଜମେ । ଚଳିତ ବର୍ଷ କରୋନା କଟକଣା ଯୋଗୁଁ ମା’ ବୁଢ଼ୀ ଠାକୁରାଣୀ...

ଆଜିଠୁ ବ୍ରହ୍ମପୁରରେ ମାଆ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, କୋଭିଡ୍ କଟକଣାରେ ପାଳନ

ବ୍ରହ୍ମପୁର: ଆଜିଠୁ ଆରମ୍ଭ ହେଉଛି ବ୍ରହ୍ମପୁରର ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ଶାଶୁ ଘରୁ ବାପା ଘରକୁ ଆଗମନ କରିବେ ମାଆ ସାଆନ୍ତାଣୀ । ମଧ୍ୟରାତ୍ରିରେ ମାଆଙ୍କ ଆଗମନ ନେଇ ଲଗ୍ନ ସ୍ଥିର ହୋଇଛି । ଏଥିପାଇଁ ଦେଶୀ ବେହେରା ସାହିରେ...

 ୫୧ କେଜି ଗଞ୍ଜେଇ ଜବତ, ପଶ୍ଚିମବଙ୍ଗ ହେଉଥିଲା ଚାଲାଣ, ୩ ଗିରଫ

ଗୋପାଳପୁର: ୫୧ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ଗୁଇନ୍ଦା ବିଭାଗ । ଗଞ୍ଜେଇ ପଶ୍ଚିମବଙ୍ଗ ଚାଲାଣ ହେଉଥିବା ବେଳେ ଗୋପାଳପୁର ନିକଟରେ ଧରାପଡିଛି । ଏଥିରେ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ବ୍ୟକ୍ତିମାନେ ହେଲେ ୱାସିମ ହସନ, ସି.କେ...

ଚିଟ୍‌ଫଣ୍ଡ ଠକେଇ ମାମଲାର ଶୁଣାଣି: କମ୍ପାନି ଏମ୍‌ଡି, ମ୍ୟାନେଜରଙ୍କୁ ୭ବର୍ଷ ଜେଲ, ୬୯ହଜାର ଟଙ୍କା ଲେଖାଏଁ ଜରିମାନା 

ବ୍ରହ୍ମପୁର: ଚିଟ୍‌ଫଣ୍ଡ ଠକେଇ ମାମଲାର ଶୁଣାଣି ହୋଇଛି । ସ୍ବତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟ ଜଜ୍‌ ଦେବାଶିଷ ପଣ୍ଡା ଟଙ୍କା ଠକେଇ ମାମଲାର ଶୁଣାଣି କରିଛନ୍ତି । ଏକ କମ୍ପାନିର ଏମ୍‌ଡି ଓ ମ୍ୟାନେଜରଙ୍କୁ ୭ବର୍ଷ ଲେଖାଏଁ ଜେଲଦଣ୍ଡରେ ଦେଇ ଚୂଡାନ୍ତ ରାୟ ଦେଇଛନ୍ତି...

ଟିକାର ଘୋର ଅଭାବ: ବ୍ରହ୍ମପୁରରେ କିଛି ସେଣ୍ଟରରେ ଟିକାକରଣ ବନ୍ଦ !

ବ୍ରହ୍ମପୁର: ଟିକା ନଥିବାରୁ ବନ୍ଦ ରହିବ ଟିକାକରଣ । ବ୍ରହ୍ମପୁରରୁ ଏଭଳି ଏଭଳି ଚିତ୍ର ସାମନାକୁ ଆସିଛି । ଟିକା ନଥିବାରୁ ସହରର କିଛି ସଂଣ୍ଟରରେ ଟିକାକରଣ ବନ୍ଦ ରହିବ । ଏନେଇ ଟିକାକରଣ କେନ୍ଦ୍ରରେ ସୂଚନା ଫଳକ ଲାଗିଛି । ଯେଉଁଠାରେ...

ସାହିତ୍ୟ