ଲଗାଣ ବର୍ଷାରେ ଗେଙ୍ଗୁଟି ନଦୀରେ ୨୦୦ ଫୁଟର ଫାଟ

ଭଦ୍ରକ: ଲଘୁଚାପ ଜନିତ ଲଗାଣ ବର୍ଷାରେ ସ୍ଥିତି ବେହାଲ ହୋଇପଡିଛି । ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁ ଆଣ୍ଠିଏ ପାଣି ଜମି ରହିଛି । କିଛି ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଯାଇଥିବା ବେଳେ ଆଉ କିଛି ସ୍ଥାନରେ ନଦୀ ପାଣି...

ଓଡ଼ିଆ ଛାତ୍ରଙ୍କ କମାଲ୍, ମିନି ଫ୍ରିଜ୍ ତିଆରି କରି ସାଉଁଟିଲେ ପ୍ରଶଂସା

ଭଦ୍ରକ: କିଛି ନୂଆ କରିବାର ନିଶା ଦେଲା ଏକ ସ୍ୱତନ୍ତ୍ର ପରିଚୟ । ମିନି ଫ୍ରିଜ୍ ତିଆରି କରି ଚର୍ଚ୍ଚାରେ ଓଡ଼ିଆ ପୁଅ । ଏନେଇ ଇଣ୍ଡିଆ ବୁକ୍ ଅଫ ରେକର୍ଡରେ ସ୍ଥାନୀତ ହୋଇଛନ୍ତି ଭଦ୍ରକ ଜଗନ୍ନାଥପୁର ଅଞ୍ଚଳର କମଳ କିଶୋର ମାଝୀ...

ରାସ୍ତା କଡରୁ ମିଳିଲା ମୃତଦେହ ,ପୋଲିସ ଆରମ୍ଭ କଲା ଖୋଳତାଡ

ଭଦ୍ରକ : ଭଦ୍ରକରେ ଚାଞ୍ଚଲ୍ୟ । ରାସ୍ତା କଡରୁ ମିଳିଲା ମୃତ ଦେହ । ଭଦ୍ରକ ହଳଦୀଡିହ ପଞ୍ଚାୟତରେ ରାସ୍ତା କଡରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର କରିଛି । ମୃତ ବ୍ୟକ୍ତି ଜଣକ ହେଲେ ପୀରହାଟ ମାଲପୁର ଅଞ୍ଚଳର...

ଫୁଲୁଛି ବୈତରଣୀ

ଭଦ୍ରକ: ଭଦ୍ରକ ଆଖୁଆପଦାରେ ବୈତରଣୀ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ । ଏଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ରହିଥିବା ବେକେ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଜଳ ସ୍ତର ୧୮.୧୭ ମିଟର ଉପରେ ପ୍ରବାହିତ ହେଉଛି । ତେବେ...

ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ପୁରୀ, ଖୋର୍ଧା, ଜଗତ୍‌ସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଜନଜୀବନ ଅସ୍ତ‌ବ୍ୟସ୍ତ ହୋଇପଡ଼ିଛି । ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ‌ହେବାର...

ବର୍ଷାରେ ବେହାଲ ଭଦ୍ରକ,ଲହଡି ଭାଙ୍ଗୁଛି ପାଣି

ଭଦ୍ରକ: ବର୍ଷାରେ ବେହାଲ ଭଦ୍ରକ ସହର । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । ସହରର ତଳି ଅଞ୍ଚଳରେ ବର୍ଷା ପାଣି ଜମି ରହିବାରୁ ଲୋକମାନେ ଯିବା ଆସିବାରେ ହଇରାଣ ହୋଇଛନ୍ତି. । ବର୍ଷା ପବନ ଲାଗି ରହିଥିବାରୁ...

ନକଲି ଜର୍ଦ୍ଦା ଜବତ,ଜଣେ ଗିରଫ

ଭଦ୍ରକ: ଧରା ପଡ଼ିଲା ନକଲି ଜର୍ଦ୍ଦା କାରବାର । ଅଟୋରେ ନକଲି ଜର୍ଦ୍ଦା ଯାଉଥିବା ସମୟରେ ଅଟୋ ସହ ଜର୍ଦ୍ଦାକୁ ଜବତ କରିଛି ଭଦ୍ରକ ପୁରୁଣା ବଜାର ପୋଲିସ । ପ୍ରାୟ ଦେଢ କ୍ୱିଣ୍ଟାଲ ନକଲି ଜର୍ଦ୍ଦା ଜବତ କରିବା ସହ ଏଥିରେ...

ଫେଲ୍ ମାରିଲା ଇକ୍‌ମୋ ଚିକିତ୍ସା, ହାରିଗଲେ ଅଭିଷେକ

ଭୁବନେଶ୍ୱର: କରୋନା ସହ ଲଢେଇ କରି ଶେଷରେ ହାରିଲେ ଅଭିଷେକ ମହାପାତ୍ର । ବଞ୍ଚାଇପାରିଲାନି ଇକ୍‌ମୋ ଚିକିତ୍ସା । କରୋନା ଆକ୍ରାନ୍ତ ହେବା ପରେ  ମାସାଧିକ କାଳ କୋଲକାତାରେ ଚିକିତ୍ସାଧୀନ ଥିଲେ ଯୁବ ଇଞ୍ଜିନିୟର ଅଭିଷେକ। ଏୟାର ଆମ୍ବୁଲାନ୍ସରେ ଅଭିଷେକଙ୍କୁ ଭୁବନେଶ୍ୱରରୁ କୋଲକାତା...

ଟ୍ରେନ୍ ଦୁର୍ଘଟଣାରେ ଯୁବକ ଆହତ

ଭଦ୍ରକ: ଭଦ୍ରକ ରେଲୱେ ଷ୍ଟେସନରେ ଅଘଟଣ। ଟ୍ରେନ ଦୁର୍ଘଟଣାରେ ହାତ କଟିଯିବା ଫଳରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲରେ ଭର୍ତି କରାଯାଇଛି। ଯୁବକ ଜଣକ ଭଦ୍ରକ ୧୪ ନମ୍ବର ୱାର୍ଡର ନୀଳକଣ୍ଠପୁର ଗାଁ ର କାଳିଆ...

ପୋଲିସ୍‌ ଟିମ୍‌ ଉପରେ ମରଣାନ୍ତକ ଆକ୍ରମଣ, ୨ ପୋଲିସ ଗୁରୁତର

ଭଦ୍ରକ: ପୁଣି ଗୋରାମାଟି ସରପଞ୍ଚ ପରିବାରର ଦବଙ୍ଗଗିରି । ଭଦ୍ରକ ସାବରଙ୍ଗ ଥାନା ତୋରଣପଦା ଗାଁରେ ପୋଲିସ୍‌ ଟିମ୍‌ ଉପରେ ମରଣାନ୍ତକ ଆକ୍ରମଣ, ୨ ପୋଲିସ ଗୁରୁତର । ଇଟାଭାଟି ମାଲିକକୁ ଆକ୍ରମଣ ଘଟଣାର ତଦନ୍ତ ଓ ଆସାମୀ ଧରିବା ପାଇଁ ଯାଇଥିବା...

ସାହିତ୍ୟ