Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀ ବାସୀନ୍ଦାଙ୍କ ପାଇଁ ଶ୍ରୀମନ୍ଦିରର ୪ଦ୍ୱାର ଖୋଲିବାକୁ ଆଇନଜୀବୀ ଓ ଜଗନ୍ନାଥ ସେନାର ଦାବି

ପୁରୀ : ଖୋଲାଯାଉ ଶ୍ରୀମନ୍ଦିର ଚାରିଦ୍ୱାର। ପୁରୀର ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ପ୍ରବେଶ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ଆଇନଜୀବୀ ଓ ଶ୍ରୀଜଗନ୍ନାଥ ସେନା। ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ରହୁଥିବା ସ୍ଥାନୀୟ ବାସିନ୍ଦାମାନେ ଓ ଶ୍ରୀମନ୍ଦିର ଉପରେ ନିର୍ଭର…

ନିଳାଦ୍ରୀ ବେଳାଭୂମିରେ ଅଲ ଓଡିଶା ବିଚ୍ କୁସ୍ତି ଚାମ୍ପିଅନସିପ୍ ଉଦଘାଟିତ

ପୁରୀ : ଅଲ ଓଡ଼ିଶା ବିଚ୍ କୁସ୍ତି ଚାମ୍ପିଅନସିପ୍ ଉଦଘାଟିତ । ଦୁଇଦିନିଆ ଅଲ ଓଡିଶା ବିଚ କୁସ୍ତି ଚାମ୍ପିଅନସିପ୍ ନିଳାଦ୍ରୀ ବେଳାଭୂମିରେ ଉଦଘାଟିତ ହୋଇଛି। ଜିଲ୍ଲା ପ୍ରଶାସନ, ଜିଲ୍ଲା କ୍ରୀଡା ସଂସଦ, ଓଡିଶା କୁସ୍ତି ସଂଘ ଓ ଜିଲ୍ଲାର ସମସ୍ତ ଯାଗା ଓ ଆଖଡାର ମିଳିତ ଆନୁକୂଲ୍ୟରେ ଏହି…

କୁମାର ପୂର୍ଣ୍ଣିମାରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତି

ପୁରୀ : ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଆଜି ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରିବେ । ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀ ମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ…

ପୁରୀ ସମୁଦ୍ରରେ ବୁଡିଗଲେ ୨ ପର୍ଯ୍ୟଟକ

ପୁରୀ: ପୁରୀ ସମୁଦ୍ରରେ ବୁଡିଗଲେ ୨ ପର୍ଯ୍ୟଟକ । ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇଛନ୍ତି ଦୁଇ ପର୍ଯ୍ୟଟକ । ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣେ ନିଖୋଜ ରହିଛନ୍ତି। ତେବେ ଉଦ୍ଧାର ହୋଇଥିବା ଯୁବକ ହେଉଛନ୍ତି ପଶ୍ଚିମବଙ୍ଗର ୧୬ ବର୍ଷୀୟ ଅନୁପମ…

ମୋବାଇଲ ଲୁଟେରା ଗ୍ୟାଙ୍ଗ ପ୍ରେମୀ ଯୁଗଳ

ପୁରୀ: ପୁରୀ ଟାଉନ ଥାନା ପୋଲିସ ଏକ ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ମୋବାଇଲ ଲୁଟ କରୁଥିବା ଗ୍ୟାଙ୍ଗ ହେଉଛନ୍ତି ପ୍ରେମୀ ଯୁଗଳ । ପ୍ରେମୀ ଯୁଗଳ ଅଭିନବ ଉପାୟରେ ମୋବାଇଲ ଲୁଟ କରୁଥିଲେ । ଗିରଫ ପ୍ରେମୀ ଯୁଗଳ ସ୍କୁଲ ଓ କଲେଜ ଛାତ୍ର ଛାତ୍ରୀଙ୍କ ମୋବାଇଲ ଲୁଟ କରୁଥିଲେ ।…

ସମୁଦ୍ରରେ ଭାସୁଛି ପଥର, ସୋସିଆଲ ମିଡିଆରେ ଚର୍ଚ୍ଚା

ପୁରୀ : ସମୁଦ୍ରରେ ଭାସମାନ ପଥର ନେଇ ବଢୁଛି ଚର୍ଚ୍ଚା । ମୂର୍ତ୍ତିି ବିସର୍ଜନ ବେଳେ ଏହି ପଥର ଭାସୁଥିବାର ଦେଖିବାକୁ ମିଳିଥିଲା । ପୁରୀ  ମହୋଦଧିରୁ ମିଳିଛି  ଭାସମାନ ପଥର ଖଣ୍ଡ । ସମୁଦ୍ରକୁ ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବ‌େଳେ ଶୁଭେନ୍ଦୁ କୁମାର ଜାଲି ନାମକ ଜଣେ ବ୍ୟକ୍ତି ଏହି…

[ଭିଡ଼ିଓ] ବିଜୟାଦଶମୀରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ: ବିଜୟା ଦଶମୀରେ ମହାପ୍ରଭୁଙ୍କ ସୁନାବେଶ ।  ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ । ମହାପ୍ରଭୁ ସୁନାବେଶ ବା ରାଜରାଜେଶ୍ୱର ବେଶରେ ସଜ୍ଜିତ ହୋଇଛନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ ନୂଆ ଲୁଗା,୩୨ ମୂର୍ତ୍ତି ସ୍ବର୍ଣ୍ଣ ଅଳଙ୍କାର ଲାଗି ପରେ…

ଛେଳି ପାଇଁ ମହାଭାରତ: ଜଣେ ମୃତ, ୨ଗୁରୁତର

ଅସ୍ତରଙ୍ଗ: ଛେଳି ପାଇଁ ଘଟିଛି ମହାଭାରତ । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ଗୁରୁତର ହୋଇପଡିଛି । ଗୁରୁତର ମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅସ୍ତରଙ୍ଗ ଥାନା ଅଧିନ ପାଟସୁନ୍ଦରପୁର ଗାଁରେ ଘଟିଛି ବିଭତ୍ସ କାଣ୍ଡ । ଛେଳିକୁ ଗାଡି…

ସମୁଦ୍ର କୂଳରେ ଅଜଣା ବ୍ୟକ୍ତିର ଗଳିତ ମୃତ ଦେହ

ପୁରୀ : ସମୁଦ୍ର କୂଳରେ ପଡ଼ିରହିଛି ଯୁବକଙ୍କ ଗଳିତ ମୃତ ଦେହ । ପୁରୀ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଠାରୁ ୪୦୦ ମିଟର ଦୂରରେ ପଡିରହିଛି ଏହି ଗଳିତ ମୃତ ଦେହ ।  ବର୍ତ୍ତମାନ ସମୟରେ ମୃତ ଯୁବକଙ୍କର କୋଣସି ପରିଚୟ ମିଳିପାରୁନାହିଁ । ପୁରୀ ସମୁଦ୍ର କୁଳରେ ପୁରୀ ପୋଲିସ ପକ୍ଷରୁ…

ବାଲୁକା କଳାରେ ୧୨ ପ୍ରକାର ପରିବାରେ ମାଆ ଦୁର୍ଗାଙ୍କ ପ୍ରତିମା

ପୁରୀ : ବିିଭିନ୍ନ ସ୍ଥାନରେ ଚାଲିଛି ମାଆ ଦୁର୍ଗାଙ୍କ ଅରାଧନା । ବିଭିନ୍ନ ସ୍ଥାନରେ ମାଆର ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଛି । ତେବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମାଆ ଦୁର୍ଗାଙ୍କ ଏକ ପ୍ରତିମା । ଯାହାକି ବାଲୁକା କଳାରେ ଶୋଭା ପାଉଛି । ଦେବୀଙ୍କ ଏହି ପ୍ରତିମା ବାଲିରେ ତିଆରି ହୋଇଛି ।…