Latest Odisha News

BREAKING NEWS

Browsing Category

ସୁବର୍ଣ୍ଣପୁର

ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା, ପାତାଳି ଶ୍ରୀକ୍ଷେତ୍ର ସୁବର୍ଣ୍ଣପୁରରୁ ଶ୍ରୀକ୍ଷେତ୍ରକୁ ଗଡିଲା ଟ୍ରେନ୍

ସୋନପୁର: ଦେଶର ରେଳ ମାନଚିତ୍ରରେ ଯୋଡ଼ି ହେଲା ସୋନପୁର । ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଦୀର୍ଘ ଦିନର ଦାବିକୁ ପୁରଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । କଳା ସଂସ୍କୃତିର ଜିଲ୍ଲା ପାତାଳୀ ଶ୍ରୀକ୍ଷେତ୍ର ସୁବର୍ଣ୍ଣପୁରରୁ ସିଧା ସଳଖ ଶ୍ରୀ କ୍ଷେତ୍ର ପୁରୀକୁ ଗଡିଲା ପୁରୀ-ସୋନପୁର-ପୁରୀ…

୭୫ତମ ସାଧାରଣତନ୍ତ୍ର ଦିବସ: ସୁବର୍ଣ୍ଣପୁରରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ଉଷା ଦେବୀ

ସୋନପୁର: ଆଜି ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ । ଗଣତନ୍ତ୍ର ଦିବସ ପାଇଁ ସାରା ଦେଶରେ ଉତ୍ସାହ ଦେଖାଦେଇଛି। କଶ୍ମୀରରୁ କନ୍ୟାକୁମାରୀ ଯାଏ ସବୁଠି ତ୍ରିରଙ୍ଗାରେ ରଙ୍ଗାୟିତ । ଦେଶର କୋଣ ଅନୁକୋଣରେ ଉଡୁଛି ଜାତୀୟ ଧ୍ଵଜା । ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ରାମେଶ୍ବର ଷ୍ଟାଡିୟମ ଠାରେ ୭୫…

ଓଲଟିଲା ଗୋରୁ ବୋଝେଇ କଣ୍ଟେନର, ୪୦ ଗୋରୁଙ୍କ ମୃତ୍ୟୁ

ସୋନପୁର: ଓଲଟିଲା ଗୋରୁ ବିଝେଇ କଣ୍ଟେନର । ଚାଲିଗଲା ୪୦ ଗୋରୁଙ୍କ ଜୀବନ । ସୋନପୁର ଥାନା ବିଶିମୁଣ୍ଡା ଛକରେ ଓଲଟିଛି ଏହି ଗୋରୁ ବୋଝେଇ କଣ୍ଟେନର l ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ସୂଚନା ଅନୁସାରେ, କଣ୍ଟେନରଟି ବଲାଙ୍ଗିର ଜିଲ୍ଲା ବୁର୍ଡା ଛକ ପଟୁ ସୁବର୍ଣ୍ଣପୁର…

ରେକର୍ଡ କହୁଛି ଗାଁରେ ନାହାନ୍ତି ଦାଦନ, ତେବେ ବାହାର ରାଜ୍ୟରୁ ଦାଦନଙ୍କ ମୃତଦେହ ଆସୁଛି କିପରି

ସୋନପୁର: ଜିଲ୍ଲାରେ ଦାଦନ ଶ୍ରମିକ ସଂଖ୍ୟା ଶୂନ ବୋଲି କାଗଜ କଲମରେ ଦର୍ଶା ଯାଉଛି l ହେଲେ ଦାଦନ ଶ୍ରମିକ ମୃତ୍ୟୁ ଖବର ପାଇବା ପରେ ମୃତ ଶ୍ରମିକଙ୍କ ଘରେ ପହଞ୍ଚିଛନ୍ତି ଜିଲ୍ଲା ଶ୍ରମ ଅଧିକାରୀ l ଏପରି ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ଗରିଆମୁଣ୍ଡା…

ପଏଁରୀ ତିହାରରେ ମନ ମୋହିଲା ବିହୁ ନାଚ

ସୋନପୁର: ସୁବର୍ଣ୍ଣପୁରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ପଏଁରି’ର ଜାତୀୟ ପାରମ୍ପରିକ ଲୋକ ନୃତ୍ୟ ଓ ସଙ୍ଗୀତ ମହୋତ୍ସବ ଗତକାଲି ମହା ସମାରୋହରେ ଉଦଘାଟିତ ହୋଇଯାଇଛି l ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ ଯୋଗଦେଇଥିଲେ…

ନୃଶଂସ ସ୍ବାମୀର ବର୍ବରକାଣ୍ଡ: ସ୍ତ୍ରୀକୁ ପିଟି ପିଟି ହତ୍ୟା କରି ଚମ୍ପଟ ମାରିଲା

ସୁବର୍ଣ୍ଣପୁର : ନୃଶଂସ ସ୍ବାମୀର ବର୍ବରକାଣ୍ଡ । ନିଜ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ । ଆଉ ହତ୍ୟା କରିବା ପରେ ଡାକ୍ତରଖାନାରେ ମୃତଦେହ ରଖି ଚମ୍ପଟ ମାରିଲା  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ତିଲେଇମାଲ ଗାଁରେ । ସୂଚନା ଅନୁସାରେ…

ଘନ କୁହୁଡି ହେଲା କାଳ : ଟ୍ରକକୁ ପଛ ପଟୁ ଧକ୍କା ଦେଲା ପିକନିକ୍ ବସ୍, ୮ ଆହତ

ସୁବର୍ଣ୍ଣପୁର : ଘନ କୁହୁଡି ହେଲା କାଳ। ସୁବର୍ଣ୍ଣପୁର ଦେଇ ଯାଇଥିବା ୫୭ ନଂ ଜାତୀୟ ରାଜପଥ କଦମତଲ ନିକଟରେ ଟ୍ରକ କୁ ପଛ ପଟୁ ଧକ୍କା ଦେଲା ପିକନିକ୍ ବସ୍ । ଦୁର୍ଘଟଣାରେ ୮ ଜଣ ଆହତ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି  । ଆହତ ମାନଙ୍କୁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ଜିଏସଟି ଫାଙ୍କିବା ଅଭିଯୋଗରେ ଚାଲିଛି ଚଢାଉ

ସୁବର୍ଣ୍ଣପୁର : ଜିଏସଟି ଫାଙ୍କିବା ଅଭିଯୋଗରେ ରେଡ୍  । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସ୍ଥିତ ସହଲା ରୋଡ ରେ ଥିବା କେଜିଏନ୍ ସାନିଟାରୀ ଓ ମୁକ୍ତାର ଟ୍ରେଡସ ଦୁଇଟି ଜାଗାରେ ବଲାଙ୍ଗୀର ଜିଏସଟିର ୬ ଜଣିଆ ଟିମ୍ ଚଢ଼ାଉ କରୁଛି  । GST ଫାଙ୍କିବା ଅଭିଯୋଗ ରେ ଏହି ରେଡ୍ ଜାରି ରହିଛି ।…

ପୁଣି ଆଜବେଷ୍ଟସ୍ ଭାଙ୍ଗି ଲୁଟିନେଲେ..

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାରେ ଦିନକୁ ଦିନ ଲୁଟେରାଙ୍କ ପ୍ରାର୍ଦୁଭାବ ବଢିବାରେ ଲାଗିଛି  । ପ୍ରତିଦିନ ଚୋରୀ , ରାହାଜାନି ଭଳି ଅପରାଧିକ ଘଟଣା ସାମ୍ନାକୁ ଆସୁଛି । ଗତ କିଛି ଦିନ ତଳେ ଦୋକାନ ଆଜବେଷ୍ଟସ ଭାଙ୍ଗି ଚୋର ମାନେ ସୁନାଗହଣା ଓ ଟଙ୍କା ଲୁଟି ନେଇଥିବାବେଳେ ଆଜି ମଧ୍ୟ…

ପୁରା ହେଲା ଦୀର୍ଘ ଦିନର ସ୍ବପ୍ନ : ବ୍ରିଜର ଶିଳାନ୍ୟାସ କଲେ ବିଧାୟକ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁରବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୁରା ହୋଇଛି । ବହୁ ପ୍ରତିକ୍ଷିତ ବୀରମହାରାଜପୁର - ମାଣିକପୁର ରାସ୍ତାରେ ହରିହର ଜୋର ଉପରେ ଏକ ସେତୁ ପାଇଁ ଶିଳାନ୍ୟାସ କରିଛନ୍ତି ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା । ଏହାଦ୍ବାରା ପ୍ରାୟ ୫ଟି ପଞ୍ଚାୟତର ହଜାର ହଜାର ଲୋକ…