Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

ଅଧା ରହିଲା ଜଗା ଦର୍ଶନ: ଅଧାବାଟରେ ପୋଲ ତଳକୁ ଖସି ପଡିଲା କାର୍ , ୫ ଆହତ

ସୋର: ଅଧା ରହିଲା ଜଗା ଦର୍ଶନ  । ଏକ ପରିବାର ଜଗା ଦର୍ଶନ ଲାଗି ପୁରୀ ବାହାରିଥିଲେ  । ହେଲେ କ୍ଷଣକ ମଧ୍ୟରେ ସବୁ କିଛି ଓଲଟ ପାଲଟ ହୋଇଯାଇଥିଲା  । ଦୁଃଖର କଳାବାଦଲ ଯେପରି ତାଙ୍କ ପରିବାର ଉପରକୁ ଘୋଟି ଆସିଥିଲା  । ଅଧାବାଟରେ କାରଟି ପୋଲ ତଳକୁ ଖସି ପଡିଥିଲା  । ଫଳରେ ଦୁର୍ଘଟଣାରେ ୫ ଜଣ…

ବାଲେଶ୍ଵର FM ମେଡିକାଲରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ

ବାଲେଶ୍ଵର: ବାଲେଶ୍ଵର FM ମେଡିକାଲ କଲେଜ ଓ ହସ୍ପିଟାଲରେ ଅଗ୍ନିକାଣ୍ଡ । AC ସର୍ଟସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡ କାରଣରୁ କାହାର କିଛି କ୍ଷୟକ୍ଷତି ହୋଇନଥିବା ବେଳେ ବର୍ତ୍ତମାନ ନିଆଁକୁ ସମ୍ପୁର୍ଣ୍ଣ ଭାବରେ ଆୟତ୍ତ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଆଜି…

ଥମୁନି ଜନନୀ ଯନ୍ତ୍ରଣା: ଆମ୍ବୁଲାନ୍ସ ନ ଆସିପାରିବାରୁ ଟ୍ରଲିରେ ପ୍ରସବ କଲେ ମହିଳା

ନୀଳଗିରି : ଥମୁନି ଜନନୀ ଯନ୍ତ୍ରଣା  । ଗାଁକୁ ଆମ୍ବୁଲାନ୍ସ ନଆସିପାରିବାରୁ ଟ୍ରଲିରେ ପ୍ରସବ କଲେ ମହିଳା  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ନୀଳଗିରି ସହରରେ  । ନୀଳଗିରି ବ୍ଲକ ଡାହିସାହି ଗାଁର ହେମନ୍ତ କୁଅଁରଙ୍କ ପତ୍ନୀ ଦଶ ମାସର ଗର୍ଭବତୀ ଥିଲେ  । ଗତକାଲି…

ଗୋରୁ ବୋଝେଇ ଗାଡି ଜାଳିଦେଲେ ଉତ୍ତ୍ୟକ୍ତ ଲୋକ: ଜଳେଶ୍ବରରୁ ପଶ୍ଚିମବଙ୍ଗକୁ ହେଉଥିଲା ଚାଲାଣ

ଜଳେଶ୍ୱର : ଥମୁନି ବେଆଇନ ଗୋଚାଲାଣ  । ଚୋରା ଚାଲାଣ ବେଳେ ଦୁଇଟି ପିକଅପ ଭ୍ୟାନରେ ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଜଳେଶ୍ବର କମର୍ଦ୍ଦା-ବାଲିଆପାଳ ମୁଖ୍ୟ ରାସ୍ତାର ତାରିଣୀ ଛକ ନିକଟରେ  । ଗତକାଲି ବିଳମ୍ବିତ ରାତିରେ ୩ଟି ପିକଅପ୍ ଭ୍ୟାନରେ ୯୦ରୁ…

ଆମ୍ବୁଲାନ୍ସ-ଭ୍ୟାନ୍ ଧକ୍କା: ୪ ଗୁରୁତର, ବାଲେଶ୍ବର ମେଡିକାଲରେ ଭର୍ତ୍ତି

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଏନଏଚ୍ ୧୬ ରୁପସା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି  । ଏକ ଆମ୍ବୁଲାନ୍ସ ପିକଅପ ଭ୍ୟାନକୁ ପଛ ପଟୁ ଧକ୍କା ଦେଇଛି  । ଫଳରେ ଆମ୍ବୁଲାନ୍ସ ଡ୍ରାଇଭର ଓ ହେଲପର ସମେତ ୪ ଜଣ ଗୁରୁତର ଆହତ ହୋଇଛନ୍ତି  । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାରେ…

କୁକୁଡା ଜାଲିରୁ ବାହାରିଲା ୫ଫୁଟ ଲମ୍ବର ଅଜଗର, ଉଦ୍ଧାର କଲା ସ୍ନେକ ହେଲପ୍ ଲାଇନ୍

ବାଲେଶ୍ଵର :  କୁକୁଡାଙ୍କ ସୁରକ୍ଷା ପାଇଁ ଘେରାଯାଇଥିଲା ଜାଲ , ହେଲେ ବାହାରିଲା ଅଜଗର ସାପ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ ଅନ୍ତର୍ଗତ ବାଙ୍କୀପଦା ଗାଁରେ । ଗାଁର ପ୍ରତାପ ରାଉତ ନିଜ କୁକୁଡାଙ୍କୁ ବାହାର ଜନ୍ତୁଙ୍କ ଠାରୁ ସୁରକ୍ଷା ଦେବାପାଇଁ ଜାଲ…

ପୋଲିସ ଉପରେ ଆକ୍ରମଣ କରି ଅଭିଯୁକ୍ତକୁ ଛଡାଇ ନେଲେ ଦୁର୍ବୁତ୍ତ

ସୋରୋ: ଵାଲେଶ୍ୱର ଜିଲ୍ଲା ସୋର ଥାନା ଅନନ୍ତପୁର ଫାଣ୍ଡି ପୋଲିସ ଘାଟ ଅଞ୍ଚଳରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି  । ପୋଲିସ ଉପରେ ଆକ୍ରମଣ କରି ଅଭିଯୁକ୍ତଙ୍କୁ ଛଡ଼ାଇ ନେଇଛନ୍ତି ଦୁର୍ବୃତ୍ତ । ଅନନ୍ତପୁର ଫାଣ୍ଡି ପୋଲିସ ଜଣେ ଅଭିଯୁକ୍ତ ବଂଶୀଧର ମଲ୍ଲିକକୁ ବାଲିଛନ୍ଦା ଘାଟ ଘରୁ ଧରି ଅଟୋରେ…

ବାଲେଶ୍ଵର ବନବିଭାଗକୁ ବଡ ସଫଳତା: ୨୫ ନାଗ ସାପ ଉଦ୍ଧାର ସହ ରାକେଟର କଲା ପର୍ଦ୍ଦାଫାସ

ବାଲେଶ୍ଵର: ବାଲେଶ୍ଵର ବନବିଭାଗକୁ ବଡ ସଫଳତା । ସାପ ବିଷ ରାକେଟର କଲା ପର୍ଦ୍ଦାଫାସ । ୨୫ଟି ନାଗ ସାପ ଉଦ୍ଧାର ସହ ୩ଜଣଙ୍କୁ ବାନ୍ଧିଲା ପୋଲିସ । ବାଲେଶ୍ଵର ବନଖଣ୍ଡ ବାଲିଆପାଳ ବ୍ଲକ୍ ପଞ୍ଚପଲ୍ଲୀରୁ ରେଡ୍ ବେଳେ ଉଦ୍ଧାର । ସୂଚନା ଅନୁସାରେ, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସ୍ନେକ ହେଲ୍ପ…

ମଦ ବେପାରୀଙ୍କୁ କାନ ଧରି ଉଠବସ୍ କରାଇଲେ ସାଂସଦ ପ୍ରତାପ ଷଡଙ୍ଗୀ

ନୀଳଗିରି: ବାଲେଶ୍ବର ନୀଳଗିରି ଅଞ୍ଚଳରେ ଦିନକୁ ଦିନ ଚୋରା ମଦ ବେପାରୀଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି  ।  ନୀଳଗିରିରେ ନୂତନ କରି ରେଳ ଷ୍ଟେସନ ନିର୍ମାଣ ହେଉଥିବାବେଳେ ତାହା ମଦ ବେପାରୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି  । ଖୁଲମଖୁଲ୍ଲା ଭାବେ ଏଠାରେ ଦେଶୀ ଓ ବିଦେଶୀ ମଦ ବିକ୍ରି ହେଉଛି  ।…

ଅଜାଙ୍କ ଦଶାହ କର୍ମ ହେଲା କାଳ: ନଦୀରେ ବୁଡି ଦୁଇ ନାତି ମୃତ

ସୋର: ଅଜାଙ୍କ ଦଶାହରେ ସଲିଳ ସମାଧି  । ଦଶକର୍ମ ପରେ ଗାଧୋଇବାବେଳେ ବୁଡିଗଲେ ଦୁଇ ନାତି । ଏଭଳି ଅଭାବନୀୟ ଘଟଣା ଘଟିଛି ସୋର ବ୍ଲକ ନଟାପଡା ପଞ୍ଚାୟତ ୱାଦା ଗାଁରେ । ମୃତକ ମାନେ କୁଲୁଆ ପାଢୀ ଏବଂ ଚନ୍ଦନ କର ବୋଲି ଜଣାପଡିଛି । ସୂଚନା ଅନୁସାରେ, ୱାଦା ଅଞ୍ଚଳର ସ୍ବର୍ଗତ ବିଷ୍ଣୁ ଚରଣ…