Latest Odisha News

BREAKING NEWS

Browsing Category

ବଲାଙ୍ଗୀର

Bolangir

ପଞ୍ଚମ ଦିନରେ ଚାଲିଛି ଆୟକର ବିଭାଗର ରେଡ, ବଲାଙ୍ଗିରରୁ ମିଳିଲା କେବଳ ୧୭୦କୋଟି

ବଲାଙ୍ଗୀର: ମଦ ସାମ୍ରାଜ୍ୟରେ ଆଇଟି ରେଡ୍ ଯେତିକି ଆଗକୁ ବଢୁଛି, ସେତିକି ଖୋଲି ଚାଲିଛି କଳାଟଙ୍କାର ଗୁମର । ଆଜି ପଞ୍ଚମ ଦିନରେ ଚାଲିଛି ଆୟକର ବିଭାଗର ରେଡ । ସେପଟେ ମଦ ସାମ୍ରାଜ୍ୟର କଳାଟଙ୍କା ମିଳିବା ପରେ କଂଗ୍ରେସର ରାଜ୍ୟସଭା ସାଂସଦ ଧୀରଜ ସାହୁଙ୍କୁ ଅଡୁଆ ବି ବଢିବାରେ ଲାଗିଛି ।…

ଚାଲିଛି ରେଡ୍, ଥକିଗଲାଣି ମେସିନ, ପୁଣି ମିଳିଲା ୨୦ ପେଟି ଟଙ୍କା

ବଲାଙ୍ଗିର: ଚତୁର୍ଥ ଦିନରେ ଚାଲିଛି ଆୟକର ବିଭାଗର ରେଡ୍ । ଏତେ ପରିମାଣର ଟଙ୍କା ଗଣି ଗଣି ଥକିଗଲାଣି ମେସିନ । ଏହାରି ଭିତରେ ଆଉ ଜଣେ ମଦଭାଟି ମ୍ୟାନେଜରଙ୍କ ଘରୁ ପୁଣି ମିଳିଛି ୨୦ ପେଟି ଟଙ୍କା । ଜବତ ଟଙ୍କା ସ୍ଥାନୀୟ ଏସବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ଗଣତି ପାଇଁ ନିଆଯାଇଛି । ବ୍ୟାଗ ଓ…

ଗୋଟିଏ ଦିନରେ ୩ ସହର ବନ୍ଦ: ଜାଣନ୍ତୁ କଣ ରହିଛି ଦାବି

ଟିଟଲାଗଡ : ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ଟିଟଲାଗଡ ସହର ବନ୍ଦ ପାଳନ । ଟିଟଲାଗଡ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ପ୍ରଭାବରେ ସ୍କୁଲ , କଲେଜ ବନ୍ଦ ରହିଛି  । ଏବଂ  ଯାନବାହନ ଚଳାଚଳ…

ବଲାଙ୍ଗୀରରେ ବନ ବିଭାଗର ଗଜସାଥୀଙ୍କୁ କଚାଡିଲା ହାତୀ

ବଲାଙ୍ଗୀର: ଥମୁନି ହାତୀ ଆତଙ୍କ  । ହାତୀ ମଣିଷ ଲଢେଇ ଭିତରେ କେତେବେଳେ ମଣିଷ ତାର ଜୀବନ ହାରୁଛି ତ ଆଉ କେତେବେଳ ହାତୀର ଜୀବନ ଯାଉଛି । ଏହାରି ମଧ୍ୟରେ ବଲାଙ୍ଗୀରରୁ ଜିଲ୍ଲାରୁ ଆସିଛି ଏକ ଅଭାବନୀୟ ଘଟଣା  । ହାତୀ ଆକ୍ରମଣରେ ବନ ବିଭାଗର ଗଜସାଥୀ ଗୁରୁତର ହୋଇଛନ୍ତି । ଗୁରୁତର ଜଙ୍ଗଲ ବିଭାଗ…

କ୍ୱାକଙ୍କ ଭୁଲ ଇଞ୍ଜେକସନରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ବଲାଙ୍ଗୀର: ନବରଙ୍ଗପୁର ପରେ ଏବେ ବାଲାଙ୍ଗୀରେ କ୍ୱାକଙ୍କ ଅବହେଳାରୁ ଚାଲିଗଲା ଜଣେ ବ୍ୟକ୍ତିଙ୍କ ଜୀବନ। ବଲାଙ୍ଗୀର ଜିଲ୍ଲା ମୁରିବାହାଲ ଥାନା ଚନାବାହାଲ ଗାଁରେ କ୍ୱାକ୍‌ ଭୁଲ୍ ଇଞ୍ଜେକ୍ସନ୍ ଦେବାରୁ ଶିବ ମହାନନ୍ଦ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସୂଚନାନୁସାରେ,…

ଦିନ ଦ୍ବିପ୍ରହରରେ ବୃଦ୍ଧଙ୍କଠାରୁ ୧ଲକ୍ଷ ୯୯ହଜାର ଟଙ୍କା ଲୁଟି ଚମ୍ପଟ ମାରିଲେ ଲୁଟେରା

କଣ୍ଟାବାଞ୍ଝି : ଥମୁନି ଲୁଟେରାଙ୍କ ପ୍ରାର୍ଦୁଭାବ  । ଦୀର୍ଘ ଦିନର ନୀରବତା ପରେ କଣ୍ଟାବାଞ୍ଝି ଅଞ୍ଚଳରେ ପୁଣି ସକ୍ରିୟ ହୋଇଛନ୍ତି ଲୁଟେରା  । ଦିନ ଦ୍ବିପ୍ରହରରେ ଜଣେ ବୃଦ୍ଧଠାରୁ ୧ ଲକ୍ଷ ୯୯ ହଜାର ଟଙ୍କା ଝାମ୍ପି ନେଇଛନ୍ତି ଦୁର୍ବୁତ୍ତ । ଲୁଟ୍‌ର ଶିକାର ହୋଇଥିବା ବ୍ୟକ୍ତି ଜଣଙ୍କ…

ଗଞ୍ଜେଇ ଧରି ଯାଉଥିଲେ ଦୁଇ ଯୁବତୀ, ମାଡ଼ି ବସିଲା ରେଲୱେ ପୋଲିସ

ବଲାଙ୍ଗିର: ଟ୍ରେନରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଧରାପଡିଲେ ଦୁଇ ଯୁବତୀ। ଅବକାରୀ ବିଭାଗ ଦୁଇ ଯୁବତୀଙ୍କୁ ଗିରଫ କରିବା ସହିତ ଗଞ୍ଜେଇ ଜବତ କରିଛି। ଏପରି ଅଭିଯୋଗ ବଲାଙ୍ଗିର ଜିଲ୍ଲାରୁ ଆସିଛି। ସୂଚନା ଅନୁସାରେ ବୁଧବାର ଅପରାହ୍ନରେ ଏହି ଦୁଇ ଯୁବତୀ ଦୁଇଟି ଟ୍ରଲି ବ୍ୟାଗ ନେଇ…

ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ ଗିରଫ, ରେଡ୍‌ରୁ ମିଳିଲା ଆୟ ତୁଳନାରେ ୧୧୩% ଅଧିକ ସମ୍ପତ୍ତି

ବଲାଙ୍ଗିର: ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ‌ରେ ଗିରଫ ହେଲେ ବଲାଙ୍ଗିର ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ ସୁଦର୍ଶନ ବେହେରା। ଗତକାଲି ବଲାଙ୍ଗିର ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ପୁରୀ, ବଲାଙ୍ଗିର ଏବଂ ସମ୍ବଲପୁରସ୍ଥିତ ବାସଭବନରେ ଭିଜିଲାନ୍ସ ଚଢାଉ…

ଆସ ବୁଲିଯିବା ଓଡିଶା: ପ୍ରକୃତିରାଣୀର ଚିକ୍ ମିକ୍ ଝରଣା ପାଣିରେ ଆକର୍ଷିତ ପର୍ଯ୍ୟଟକ

ବଲାଙ୍ଗିର: ନୂଆବର୍ଷ ପାଖେଇ ଆସିବା କ୍ଷଣି ଓଡିଶାରେ ଆରମ୍ଭ ହୋଇଯାଏ ପିକନିକ୍ ବା ବଣଭୋଜି ଭ୍ରମଣ । ପ୍ରକୃତି କୋଳରେ କିଛି ସମୟ ଅତିବାହିତ ବାହିତ କରିବା ପାଇଁ କିଏ ବା ନ ଚାହେଁ । ପର୍ଯ୍ୟଟନ ଋତୁ ପାଇଁ ଚଳଚଞ୍ଚଳ ହୋଇପଡିଛି ଓଡିଶାର ସବୁ ପର୍ଯ୍ୟଟନ ସ୍ଥଳୀ । ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର…

ହସ୍ପିଟାଲ ପ୍ରିନ୍ସିପାଲଙ୍କ ଘରେ ଭିଜିଲାନ୍ସ ଚଢଉ: ୧୬ଟି ପ୍ଲଟ, ୩ଟି ବହୁତଳ କୋଠା ସହ ୫୦ ଲକ୍ଷ ଠାବ

ବଲାଙ୍ଗିର: ସରକାରୀ ଆୟୁର୍ବେଦିକ ହସ୍ପିଟାଲ ପ୍ରିନ୍ସିପାଲ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ଼ ବିପୁଳ ପରିମାଣର ସମ୍ପତ୍ତି ଠାବ ହୋଇଛି। ଅଧ୍ୟକ୍ଷଙ୍କର ପୁରୀ ଜିଲ୍ଲାରେ ୧୬ଟି ପ୍ଲଟ ସହ ୩ଟି ବହୁତଳ କୋଠା ଏବଂ ୫୦ ଲକ୍ଷ ଟଙ୍କା ଠାବ କଲା ଭିଜିଲାନ୍ସ। ସୂଚନା ଅନୁସାରେ ଆୟ…