Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

ଇମାମୀ-କିସ୍‍ ଆବାସିକ ବିଦ୍ୟାଳୟ ଉଦ୍‍ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ରେମୁଣା ବ୍ଲକ୍‍ ଅନ୍ତର୍ଗତ ଆରମଳାଠାରେ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‍ର ନୂତନ ଶାଖା ଇମାମି-କିସ୍‍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଉଦ୍‍ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ବିଭାଗ…

ଅନଲାଇନ୍ ଟ୍ରେଡିଂ ନେଲା ଜୀବନ : ଅନଲାଇନରେ ଅର୍ଥ କାରବାର କରି ଋଣ ଭାରରେ ବୁଡି ଜୀବନ ହାରିଲେ ଯୁବକ

ବାଲେଶ୍ୱର  : ଅନଲାଇନ୍ ଟ୍ରେଡିଂ ନେଲା ଜୀବନ । ଅନଲାଇନରେ ଅର୍ଥ କାରବାର କରି ଋଣ ଭାରରେ ବୁଡିଗଲେ ଯୁବକ । ଶେଷରେ ଚିଠି ଲେଖି ହାରିଲେ ଜୀବନ । ଏପରି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ସଦାସହି ଗାଁରେ । ଗାଁର ପୂର୍ଣ୍ଣଚନ୍ଦ୍ର ଦାସ ଋଣ ଭାରରେ ବୁଡିଯାଇ ମାନସିକ…

କୋର୍ଟ ପରିସରରେ ବିଷ ପିଇଦେଲେ ମହିଳା ଓକିଲ

ବାଲେଶ୍ୱର: ଛାଡ଼ପତ୍ର ପାଇଁ ଦୀର୍ଘ ୧୧ ବର୍ଷ । ନିଜେ ଓକିଲ ହୋଇ ବି ହୋଇ ପାରିଲାନି ଛାଡ଼ପତ୍ର । ଶେଷରେ ବାଲେଶ୍ୱର ପରିବାର ଅଦାଲତରେ ବିଷ ପିଇଦେଲେ ମହିଳା ଓକିଲ ।  ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳା ଓକିଲ ଜଣକ ନିଜେ ନିଜ ଛାଡ଼ପତ୍ର ମାମଲା ଲଢ଼ୁଥିଲେ । ତେବେ ନ୍ୟାୟିକ ପ୍ରକ୍ରିୟାରେ…

ସାମ୍ବାଦିକଙ୍କୁ ମାଡ଼ ଓ ଗୋଡ଼ରେ ବେଡ଼ି ପକା ଘଟଣା:କାର୍ଯ୍ୟାନୁଷ୍ଠାନ ନ ହେଲେ ବୁଧବାର ନୀଳଗିରି ବନ୍ଦ

ବାଲେଶ୍ୱର: ନୀଳଗିରି ଆଇଆଇସି ଦ୍ରୌପଦୀ ଦାସଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଦାବି । ଆଗାମୀ ଦୁଇ ଦିନ ମଧ୍ୟରେ ଦ୍ରୌପଦୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନହେଲେ ନୀଳଗିରି ବନ୍ଦ ପାଇଁ ଚେତାବନୀ ଦିଆଯାଇଛି ।  ଏ ନେଇ ନୀଳଗିରିରେ ସର୍ବଦଳୀୟ ବୈଠକ ବସିଥିଲା । ବୈଠକରେ…

ସାମ୍ବାଦିକଙ୍କ ଉପରେ ପୋଲିସ ଜୁଲମକୁ ନିନ୍ଦା: ପୋଲିସ୍ କଷ୍ଟଡି ଦାୟିତ୍ୱରେ ଥିବା ହାବିଲଦାର ସସପେଣ୍ଡ

ବାଲେଶ୍ୱର : ନୀଳଗିରିରେ ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଇବା ଘଟଣାରେ ସସପେଣ୍ଡ ହେଲେ ହାବିଲଦାର । ପୋଲିସ୍ କଷ୍ଟଡି ଦାୟିତ୍ୱରେ ହାବିଲଦାରଙ୍କୁ ସସପେଣ୍ଡ କରିବାକୁ ନିର୍ଦ୍ଦେଶ ଦେଲେ ପୋଲିସ୍ ଡିଜି ସୁନୀଲ ବଂଶଲ । ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଇବାକୁ ନିର୍ଦ୍ଦେଶ ଦେଇଥିଲେ ଆଇଆଇସି ଦୌପଦୀ…

ସାମ୍ବାଦିକ ନା ଅପରାଧୀ ,ଗୋଡରେ କାହିଁକି ପଡିଲା ଶିକୁଳି ?

ବାଲେଶ୍ୱର : ସାମ୍ବାଦିକଙ୍କ ଗୋଡରେ ହାତକଡି ପକାଇଲା ପୋଲିସ । ହୋମଗାର୍ଡଙ୍କୁ ମାରପିଟ କରିବା ଅଭିଯୋଗରେ ସାମ୍ବାଦିକଙ୍କ ଗୋଡରେ ପୋଲିସ ହାତକଡି ପକାଇଛିା ଏଭଳି ଅଭାବନୀୟ ଘଟଣା ବାଲେଶ୍ୱର ନୀଳଗିରିରେ ଦେଖିବାକୁ ମିଳିଛି । ଏହିଭଳି ଘଟଣାକୁ ସାଧାରଣରେ ତଥା ସାମ୍ବାଦିକ ମହଲରେ ଘୋର ନିନ୍ଦା…

ଜଳେଶ୍ବରରୁ ୨୬୦ ଗ୍ରାମ୍ ବ୍ରାଉନ ସୁଗର ଜବତ

ବାଲେଶ୍ବର: ବାଲେଶ୍ବର ଜିଲ୍ଲାର ଜଳେଶ୍ବରରୁ ୨୬୦ ଗ୍ରାମ୍ ବ୍ରାଉନ ସୁଗାର ଜବତ କରାଯାଇଛି। ଏହି ମାମଲାରେ ଜଣେ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଗୁପ୍ତଚରଙ୍କ ସୂଚନା ଆଧାରରେ ଭୋଗରାଇ ପୁଲିସ ଓ ଅବକାରୀ ବିଭାଗ ଦ୍ବାରା ବାଲେଶ୍ବର ଜିଲ୍ଲାର ଜଳେଶ୍ବରର କମର୍ଦ୍ଦା ରୋଡରେ ଚଢାଉ କରାଯାଇଥିଲା।…

ବାଲେଶ୍ୱରରେ ବିଜେଡି ଆଗୁଆ, ୧୨ଟି ଜୋନରେ ଜିତିଲା ବିଜେଡି

ବାଲେଶ୍ୱର : ବାଲେଶ୍ୱରରେ ବିଜେଡି ୧୨ଟି ଜୋନ୍ ଜିତିଥିବା ବେଳେ ବିଜେପି ଓ କଂଗ୍ରେସ ଗୋଟିଏ ଲେଖାଏଁ ଆସନରେ ସନ୍ତୁଷ୍ଟ ହୋଇଛନ୍ତି । ବାଲେଶ୍ୱରେ ଔପଦା-୨ ଜୋନରେ  ଉଷାରଣୀ ରାଉଳ(ବିଜେପି), ଖଇରା-୪ ଜୋନରେ ରଶ୍ମିତା ମହାପାତ୍ର(ବିଜେଡି)ଜଳେଶ୍ୱର-୮ଜୋନରେ ଗୌରାଙ୍ଗ ସିଂ(ବିଜେଡି),ନୀଳଗିରି…

୧୦ ଲକ୍ଷ ଟଙ୍କାର ସୁନାଗହଣା ସହ ନଗଦ ୭୫ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାଲେଶ୍ୱର : ବାଲେଶ୍ୱର ସୋରରେ ମାତିଛନ୍ତି ଲୁଟେରା । ଘରେ କେହି ନଥିବା ବେଳେ ୧୦ ଲକ୍ଷ ଟଙ୍କାର ସୁନା ରୂପା ଗହଣା ସହ ନଗଦ ୭୫ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ବାଲେଶ୍ୱର ଜିଲ୍ଲା ସୋର ଥାନା ଇଟୁଆ ଗାଁର ଓସିଏଲର ଅବସରପ୍ରାପ୍ତ ପରିଚାଳକ ବିରଞ୍ଚି ମହାନ୍ତିଙ୍କ ଘରୁ ଲୁଟ ହୋଇଛି ।…

ରାସ୍ତା ଉପରେ ନବଜାତକ ମୃତଦେହ, ଝୁଣି ଖାଇଲା ବୁଲା କୁକୁର

ବାଲେଶ୍ୱର: ରାସ୍ତା ଉପରେ ପଡ଼ି ରହିଛି ନବଜାତ ଶିଶୁଙ୍କ ମୃତଦେହ । ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖର। ଯେଉଁଠି ଆଜି ସକାଳେ ଏଭଳି କିଛି ବିଚଳିତ କଲା ଭଳି ଘଟଣା ଘଟିଛି। ବର୍ଷା ହେବା ଯୋଗୁଁ ରାସ୍ତା ଉପରକୁ ଭାସି ଆସିଛି ନବଜାତଙ୍କ ମୃତଦେହ । ଆଉ ବୁଲା…