Latest Odisha News

BREAKING NEWS

Browsing Category

ସହର

City

ବାରିପଦା ସହରରେ ବୁଲୁଛି ବାଘ, ଲୋକେ ଭୟଭୀତ

ବାରିପଦା: ବାରିପଦା ସହରରେ ବୁଲୁଛି କଲରାପତରିଆ ବାଘ। ସିଧା ସହର ସ୍ଥିତ ବୁଢୀଖମାରୀ ସ୍କୁଲ ଭିତରେ ପସିଯାଇଥିଲା । ଯାହାକୁ ସ୍ଥାନୀୟ ଲୋକେ ଦେଖିବା ପରେ ଭୟଭୀତ ହୋଇଯାଇଛନ୍ତି । ତେବେ ଖାଦ୍ୟ ଅନ୍ୱେଷଣରେ ଶିମିଳିପାଳ ଅଭୟାରଣ୍ୟରୁ ପଳାଇଆସି ବାଘଟି ସହରେ ଭିତରେ ପ୍ରବେଶ କରିଥିବା କୁହାଯାଉଛି…

ଆଜି ବିଜୁଳି ଘଡ଼ଘଡ଼ି ସହ ଅନେକ ସ୍ଥାନରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି, ୧୯ରୁ ଲେଉଟିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ । ଫଳରେ ଅଧିକାଂଶ ସ୍ଥାନରେ ମିଶ୍ରିତ ପାଗ ରହୁଛି । ସେହିପରି କିଛି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ଧରଣର ବର୍ଷା ଲାଗି ରହିଛି । ତେବେ ଆଜି ରାଜ୍ୟରେ ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର । ଆଜି ବିଜୁଳି ଘଡ଼ଘଡ଼ି…

କମ୍ପିବ ଓଡ଼ିଶା: ବିଜେପିର ଷ୍ଟାର କ୍ୟାମ୍ପେନର କରିବେ ପ୍ରଚାର, ପିପିଲିରେ ରୋଡ୍‌ ସୋ କରିବେ ଡ୍ରିମ୍‌ଗର୍ଲ୍

ଭୁବନେଶ୍ବର: ଗଣନ୍ତ୍ରର ମହାପର୍ବ ପାଇଁ ନେତା ମାନଙ୍କର ପ୍ରସ୍ତୁତି ଜୋରଦାର । ଏହି ମଧ୍ୟରେ ବିଜେପିର ସ୍ପେଶାଲ ଫୋକସ୍ ରହିଛି ଓଡ଼ିଶା ଉପରେ । ସେଥିପାଇଁ ବିଜେପି ନେତାମାନେ ଘନ ଘନ ଓଡିଶା ମୁହାଁ ହୋଇଛନ୍ତି । ଆଜି ଓଡିଶା ଆସୁଛନ୍ତି ଡ୍ରିମ ଗର୍ଲ ହେମା ମାଳିନୀ । ବିଜେପିର ମଥୁରା ସାଂସଦ…

ଜନସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା, ରୋଡ ସୋ’ କରୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜଧାନୀରେ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୁଛନ୍ତି ରୋଡ୍ ସୋ' । ନବୀନଙ୍କ ରୋଡ ସୋ’ରେ ସାମିଲ ହୋଇଛନ୍ତି ହଜାର ହଜାର ଲୋକ । ଜନସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା । ଗଙ୍ଗନଗରରୁ ରୋଡ ସୋ' ଆରମ୍ଭ କରିଛନ୍ତି ନବୀନ । ହାତ ହଲାଇ ଉପସ୍ଥିତ ଜନତାଙ୍କୁ ଅଭିବାଦନ…

ବରଗଡରେ ବଦଳିଲାଣି କି ବାଜି !

ଭୁବନେଶ୍ବର: ବରଗଡରେ ଏଥର ବଡ ଲଢେଇ । ଗତଥର ବିଜେଡି ସବୁ ବିଧାନସଭା ଆସନ ଜିତିଥିଲେ ବି ଲୋକସଭାରେ ବାଜି ମାରି ନେଇଥିଲା ବିଜେପି । ଏଥର ବଦଳିଛନ୍ତି ସବୁ ଦଳର ପ୍ରାର୍ଥୀ । ବିଜେପି ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି ତ ବିଜେଡିରୁ ପରିଣୀତା ମିଶ୍ର ଓ କଂଗ୍ରେସରୁ ସଞ୍ଜୟ…

‘ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର ଦିଆଯିବ’

ଭୁବନେଶ୍ବର: ଆଜି ଅର୍ଥାତ ଗୁରୁବାର କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଫଗନ ସିଂ ଭୁବନେଶ୍ବରରେ ଏକ ପ୍ରେସମିଟ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।  ଓଡ଼ିଶାରେ ମିଳିମିଶି ସରକାର ବଦଳାଇବାକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ । 'ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର…

ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଲେ ରମାରଞ୍ଜନ ବଳିୟାରସିଂହ

ଭୁବନେଶ୍ୱର: ବିଜେପିରୁ ଇସ୍ତଫା ଦେବା ପରେ ବିଜେଡିରେ ମିଶିଲେ ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ । ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ଦଳରେ ଯୋଗଦେଲେ ରମା ରଞ୍ଜନ । ଏହି ସମୟରେ ତାଙ୍କୁ ଉପଢୌକନ ଓ ପୁଷ୍ପ ଗୁଚ୍ଛ…

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ଘଟଣାରେ ୮ ଗିରଫ

ବ୍ରହ୍ମପୁର: ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଗିରଫ। ଆକ୍ରମଣକାରୀଙ୍କ ମଧ୍ୟରୁ ୮ ଜଣଙ୍କୁ ଗିରଫ କଲା ପୋଲିସ। ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ଭଳି ଘଟଣା ଦେଖିବାକୁ ମିଳିଥିଲା। ଉଭୟ…

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର, ନବୀନ ବାବୁଙ୍କୁ ଆରାମ ଦରକାର: ଜେପି ନଡ୍ଡା

ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ନିଜର ପାୱାର ସୋ କରି ନବୀନ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆଜି ସକାଳ ପାଖାପାଖି ୧୦ ଟା ବେଳକୁ ମାଉସୀ ମା ମନ୍ଦିରଠାରୁ ନିଜର କର୍ମୀ ଓ ସହଯୋଗୀଙ୍କ ସହିତ ରୋଡ ସୋ ଆରମ୍ଭ କରିଥିଲେ ନଡ୍ଡା। ଏହାପରେ ସେ…

ନିର୍ବାଚନ ସମୟରେ ବଢିବ ତାତି, ଶୀଘ୍ର ଆସିବ ମୌସୁମୀ

ଭୁବନେଶ୍ଵର: ଆହୁରି ବଢିବ ତାତି । ଆଗାମୀ ୪ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ୧୮ ତାରିଖ ବେଳକୁ ନୂଆପଡ଼ା ତାପମାତ୍ରା ୪୫ ଡିଗ୍ରି ଛୁଇଁପାରେ ବୋଲି କହିଛି ପାଣିପାଗ ବିଭାଗ । ତେବେ ଏହି ସମୟରେ ଉପକୂଳ ଓଡିଶାରେ ସାମାନ୍ୟ…