Latest Odisha News

BREAKING NEWS

Browsing Category

ରାଉରକେଲା

Rourkela

ଟ୍ରେନ ରହଣି ଦାବି ନେଇ ବିଶ୍ରାମୁଣ୍ଡା ରେଲୱେ ଷ୍ଟେସନରେ ରେଳ ରୋକ ଅନ୍ଦୋଳନ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ରାଉରକେଲାର ବିଶ୍ରାମୁଣ୍ଡା ରେଲୱେ ଷ୍ଟେସନରେ ପାସେଞ୍ଜର ଟ୍ରେନ ରହଣି ଦାବିକୁ ନେଇ ଆନ୍ଦୋଳନ ଜୋରଦାର ଦେଖିବାକୁ ମିଳିଛି। ଏହି ଆନ୍ଦୋଳନ କରିଛି ବିଶ୍ରା ପବ୍ଲିକ ଆକ୍ସନ କମିଟି। ପାସେଞ୍ଜର ଟ୍ରେନ ଷ୍ଟେସନରେ ରହଣୀ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

୪ ବର୍ଷର ପୁଅକୁ ମାରି ଟାଙ୍ଗିଦେଲା ସୈତାନ ବାପା !

ରାଉରକେଲା: ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ତୁମରନ୍ ଗାଁରେ ଲୋମ ଟାଙ୍କୁରୀ ଘଟଣା ଘଟିଛି  । ୪ ବର୍ଷର ପୁଅକୁ ବାପା ମାରି ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଘର ଭିତରୁ ପୁଅର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି  ।  ଏ ପର୍ଯ୍ୟନ୍ତ ହତ୍ୟାକାଣ୍ଡର କାରଣ ଜଣାପଡିନି  ।  ସେପଟେ…

ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ମାମଲା : ୩ ଅଭିଯୁକ୍ତ ଗିରଫ

ରାଉରକେଲା : ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ପଡିଲା ମହଙ୍ଗା  । ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି  । ଏମାନେ ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ଟ୍ରକ ଡ୍ରାଇଭରଙ୍କ ଠାରୁ ବଟି ଆଦାୟ କରୁଥିବା ଅଭିଯୋଗ ରହିଛି । ଝାଡ଼ଖଣ୍ଡର ଠେଠେଇଟାଙ୍ଗର ପୁଲିସ ତିନି ଯୁବକଙ୍କୁ ଗିରଫ କରି…

ବେଦବ୍ୟାସ ଝୁଲାପୋଲ ନିର୍ମାଣ ପାଇଁ ଫିଟିଲା ବାଟ: ସରକାରଙ୍କୁ ପ୍ରଦାନ କରାଗଲା ଡିପିଆର

ରାଉରକେଲା: ଦୀର୍ଘ ଦିନରୁ ବିବାଦ ଘରରେ ଥିବା ବେଦବ୍ୟାସ ଝୁଲାପୋଲ ନିର୍ମାଣ ପାଇଁ ବାଟ ଫିଟିଛି। ସର୍ଭେ ପରେ ରାଜ୍ୟ ସରକାରଙ୍କୁ ଡିପିଆର ପ୍ରଦାନ କରାଯାଇଛି। ବ୍ରିଜ ପରାମର୍ଶଦାତା ଇଂ. ଅଶୋକ କୁମାର ବାସା ତ୍ରିବେଣୀ ସଙ୍ଗମ ବେଦବ୍ୟାସରେ ଅତ୍ୟାଧୁନିକ ଝୁଲାପୋଲ ନିର୍ମାଣ କରିବାକୁ ରାଜ୍ୟ…

ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧୀ ଦିବସ ପାଳିତ

ରାଉରକେଲା: ଆଜି ହେଉଛି ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧୀ ଦିବସ। ଏହି ଅବସରରେ ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ସହରରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସିଭିଲ ଟାଉନସିପ ସ୍ଥିତ ଡେଭଲପମେଣ୍ଟ ଏରିଆ ହାଇସ୍କୁଲରୁ ବାହାରି ଏକ ସଚେତନତା ଶୋଭାଯାତ୍ରା…

୫ ମହାନଗରର ବସ୍ତି ବାସିନ୍ଦାଙ୍କୁ ମିଳିବ ଜମି ପଟ୍ଟା, ଡ୍ରୋନ୍‌ ସର୍ଭେକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ରାଜ୍ୟର ୫ଟି ମହାନଗର ନିଗମର ବସ୍ତି ବାସନ୍ଦାଙ୍କୁ ମିଳିବ ଜମି ପଟ୍ଟା। ଏହି କ୍ରମରେ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳର ବସ୍ତି ବାସିନ୍ଦାଙ୍କୁ ‘ଜାଗା ମିଶନ୍‌’ ଜରିଆରେ ଜମିପଟ୍ଟା ପ୍ରଦାନ କରାଯିବ। ପ୍ରଥମେ ଡ୍ରୋନ୍‌ ସର୍ଭେ କାର୍ଯ୍ୟ ହେବ। ଗୁରୁବାର ଏହି କାର୍ଯ୍ୟକୁ ୫ଟି…

ରାଉରକେଲାରେ ଧର୍ମେନ୍ଦ୍ରଙ୍କ ‘ହର ଘର ତ୍ରିରଙ୍ଗା’ ଯାତ୍ରା

ଭୁବନେଶ୍ୱର: ହାତରେ ତ୍ରିରଙ୍ଗା ମୁହଁରେ ଜାତୀୟତା ବୋଧ ନାରାରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଉରକେଲାରେ ଆରମ୍ଭ କରିଛନ୍ତି 'ହର ଘର ତ୍ରିରଙ୍ଗା ଶୋଭାଯାତ୍ରା' । ଏହା ସହ ରାଉରକେଲାର ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ଉଦଘାଟନ କରିଛନ୍ତି ।…

କୋଏଲ ନଦୀ ଟ୍ରାଜେଡି; ଉଦ୍ଧାର ହେଲା ସମସ୍ତ ୪ ଜଣଙ୍କ ମୃତଦେହ

ରାଉରକେଲା: ଶୁଦ୍ଧିକ୍ରିୟାରେ ଯୋଗଦେବାକୁ ଆସିଥିଲେ ଶବ ହୋଇ ଫେରିଲେ । ରାଉରକେଲା ଝିରପାଣି ପମ୍ପ ହାଉସ ନିକଟ କୋଏଲ ନଦୀରେ ୪ ଭାଇ ବୁଡ଼ିଯିବା ଘଟଣା । ଉଦ୍ଧାର ହେଲା ସମସ୍ତ ମୃତଦେହ । ଗତକାଲି ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଜି ସକାଳୁ ନିଖୋଜ ରୋନକ ସାହୁଙ୍କ ମୃତଦେହ ଉଦ୍ଧାର କରାଯାଇଛି ।…

କୋଏଲ ନଦୀ ଝିରିପାଣି ପମ୍ପ ହାଉସ ଘାଟରେ ଅଘଟଣ: ଦୁଇ ମୃତ ଓ ଦୁଇ ନିଖୋଜ

ରାଉରକେଲା: କୋଏଲ ନଦୀର ଝିରିପାଣି ପମ୍ପ ହାଉସରେ ଆଜି ଅଘଟଣ ଘଟିଛି । ନଦୀରେ ଗାଧୋଇବା ସମୟରେ ୪ ଜଣ ନାବାଳକ ବୁଡ଼ି ଯାଇଛନ୍ତି। ଏମାନେ ସମସ୍ତେ ଭାଇ ଭାଇ । ତେବେ ୨ ଜଣଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଛନ୍ତି।…

କାଠ ଫାଳିଆରେ ପିଟିପିଟି ବାପାଙ୍କୁ ହତ୍ୟା କଲେ ଦୁଇ ନୃଶଂସ ପୁଅ

ସୁନ୍ଦରଗଡ଼: ନୃଶଂସ ପାଲଟିଲା ପୁଅ । ବାପାକୁ ପିଟି ପିଟି ହତ୍ୟା କଲେ ଦୁଇ ପୁଅ । ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲ୍ଲା ବଣାଇର ଚାନ୍ଦିପୋଷ ଥାନା ଅନ୍ତର୍ଗତ ରାଣିବେର୍ଣ୍ଣା ଗାଁରେ । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ମାଙ୍ଗରା ଭୁମିଜ । ଘରୋଇ କଳିକୁ କେନ୍ଦ୍ର…