Latest Odisha News

BREAKING NEWS

Browsing Category

ଢେଙ୍କାନାଳ

Dhenkanal

ଢେଙ୍କାନାଳରେ ଥମୁନି ହାତୀ ଦୌରାତ୍ମ୍ୟ: ବିଲ ଦେଖିବାକୁ ଯାଇଥିବାବେଳେ ଚାଷୀଙ୍କୁ କଚାଡି ମାରିଲା ହାତୀ

ଢେଙ୍କାନାଳ: ଥମୁନି ହାତୀ ଆତଙ୍କ  । ଦିନକୁ ଦିନ ହାତୀଙ୍କ ଦୌରାତ୍ମ ବଢିବାରେ ଲାଗିଛି  । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳ ହାତୀର ଜୀବନ ଯାଉଛି ତ କେତେବେଳେ ମଣିଷ ଜୀବନ ହରାଉଛି  । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ସଦର ବନାଞ୍ଚଳ ମଙ୍ଗଳପୁର ଗାଁରେ । ହାତୀ…

ଟ୍ୟୁସନ ସାରି ଫେରୁଥିବାବେଳେ ନବମ ଶ୍ରେଣୀ ଛାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍

ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଡେରାସିଂହ ଗାଁରେ ଅଭାବନୀୟ ଘଟଣା ଘଟିଛି । ଜଣେ ଛାତ୍ରୀ ଟ୍ୟୁସନ ସାରି ଫେରୁଥିବାବେଳେ ଟ୍ରକ ଚଢିଯାଇଛି  । ଫଳରେ ଛାତ୍ରୀଟିର ମୃତ୍ୟୁ ଘଟିଛି  । ମୃତକ ସେହି ଗାଁର ରାଧାନାଥ ସାହୁଙ୍କ ଝିଅ ପଦ୍ମିନୀ ସାହୁ ବୋଲି ଜଣାପଡିଛି  । ପଦ୍ମିନୀ ସ୍ଥାୟୀ ଡେରାସିଂହ…

ଆଜି ଜନ୍ମମାଟିରେ ପହଞ୍ଚିବ ସହିଦ ସରୋଜଙ୍କ ପାର୍ଥିବ ଶରୀର, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଅନ୍ତିମ ସଂସ୍କାର

ଢେଙ୍କାନାଳ: ଝୁରୁଛି ଗାଁ ଦାଣ୍ଡ, ଝୁରୁଛି ଜନ୍ମମାଟି, ଝୁରୁଛନ୍ତି ପରିବାର । ଚାରିଆଡେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବେଶ । ପୁଅକୁ ହରାଇ ଭାଙ୍ଗିପଡ଼ଛନ୍ତି ସହିଦ ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ପରିବାର । ସେପଟେ ଆଜି ଜନ୍ମମାଟିରେ ପହଞ୍ଚିବ ସିକ୍କିମର ପ୍ରଳୟଙ୍କାରୀ ବନ୍ୟାରେ ପ୍ରାଣ…

ଆଜି ଜନ୍ମମାଟିରେ ପହଞ୍ଚିବ ସହିଦ ଯବାନ ସରୋଜଙ୍କ ପାର୍ଥିବ ଶରୀର

ଢେଙ୍କାନାଳ : ସବୁକିଛି ଛାରଖାର କରିଦେଇଛି ପ୍ରଳୟଙ୍କରୀ ବନ୍ୟା । ହଠାତ୍ ପାଣି ମାଡି ଆସି ୨୩ଜଣ ଯବାନଙ୍କୁ ଭସାଇ ନେଇଛି  । କେବଳ ଯବାନଙ୍କ ଭାସାଇ ନେଇନି ଏପର୍ଯ୍ୟନ୍ତ ୨୨ ଯବାନଙ୍କ ସହିତ ୧୦୩ ସାଧାରଣ ଲୋକଙ୍କର କୌଣସି ପତ୍ତା ମିଳୁନି  । ୩୦୦୦ ପର୍ଯ୍ୟଟକ ଏବେ ବି ବନ୍ୟାପାଣିରେ ଫସି…

ମନେ ପଡନ୍ତି ବାଜି: ଆଜି ଦେଶର ସର୍ବକନିଷ୍ଠ ସ୍ୱାଧିନତା ସଂଗ୍ରାମୀ ବାଜି ରାଉତଙ୍କ ଜନ୍ମ ଜୟନ୍ତୀ

ଢେଙ୍କାନାଳ: ସେ କେଉଁ ରାଜାଙ୍କ ସେନାପତି ନଥିଲେ କି କେଉଁ ପରାକ୍ରମୀ ଯୋଦ୍ଧା ମଧ୍ୟ ନଥିଲେ । ସେ ଜଣେ ମାଟି ମାକୁ ଭଲ ପାଉଥିବା ସାଧାରଣ ପିଲାଟିଏ । ବୟସ ମାତ୍ର ୧୨ ବର୍ଷ । ଅନ୍ଧାରୀ ମୂଲକର ଅମୁହାଁ ଦେଉଳ ଭିତରେ ସେ ଥିଲେ ଲକ୍ଷ ଲକ୍ଷ ଦୀପ ଶିଖାର ଉତ୍ସ । ଯାହାଙ୍କ ଛୋଟ ଧମନୀର ଥିଲା ବିରାଟ…

ପୋଖରୀରେ ବୁଡ଼ି ଚାଲିଗଲା ବାପା-ଝିଅଙ୍କ ଜୀବନ

ଢେଙ୍କାନାଳ: ଗନ୍ଦିଆ ଥାନା ବାଇଁଶିଆ ପଞ୍ଚାୟତ ଖଙ୍କରା ଗାଁରେ ଅଘଟଣ। ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ବାପା-ଝିଅ। ଉଭୟଙ୍କ ମୃତ୍ୟୁ ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ମୃତ ବ୍ୟକ୍ତି ମହେଶ୍ୱର ନାୟକଙ୍କୁ ୪୮ ବର୍ଷ ହୋଇଥିବା ବେଳେ ତାଙ୍କ ଝିଅ ମନ୍ଦାକିନି ନାୟକଙ୍କ ବୟସ ୮ ବର୍ଷ।…

ରାଜରାସ୍ତାରେ ଅଳିଆ ପକାଇ ରାସ୍ତାରୋକ କଲେ ହକି ଖେଳାଳି

ଢେଙ୍କାନାଳ: ସ୍ୱାୟତ୍ତ ଶାସନ ଦିବସ ଅବସରରେ ଢେଙ୍କାନାଳର ମିନିଷ୍ଟାଡିୟମ ଠାରେ ଆୟୋଜିତ ହୋଇଥିଲା ସ୍ୱାୟତ୍ତ ଶାସନ ଦିବସ କାର୍ଯ୍ୟକ୍ରମ l କାର୍ଯ୍ୟକ୍ରମ ସାରିବା ପରେ ଉପସ୍ଥିତ ଥିବା ସମସ୍ତ ଅତିଥିମାନଙ୍କ ଆରମ୍ଭ ହୋଇଥିଲା ନାଚ ଗୀତ ସହ ମଦ ପିଆ l ମାଳ ମାଳ ଅଳିଆ ଓ ମଦ ବୋତଲ ପକାଇ ଷ୍ଟାଡିୟମ…

ମହଙ୍ଗା ପଡିଲା ପ୍ରେମ ନିବେଦନ, ବନ୍ଧା ହେଲେ ଥାନାକୁ ଗଲେ

କାମାକ୍ଷାନଗର: ଧରାପଡିଲେ ରୋଡ ରୋମିଓ । ରାସ୍ତାରେ ଯାଉଥିବା ଯୁବତୀଙ୍କୁ ପ୍ରେମ ନିବେଦନ କରି ଫସିଲେ ଯୁବକ । କଲେଜ ଛାତ୍ରୀଙ୍କୁ ରାସ୍ତାରେ ଅଟକାଇ ପ୍ରେମ ନିବେଦନ କରିବା ଯୁବକଙ୍କ ପାଇଁ ମହଙ୍ଗା ପଡିଛି । ଯୁବତୀଙ୍କୁ ଅଟାଇବା ସମୟରେ ଧରାପଡି ଥାନାକୁ ଯାଇଛନ୍ତି  । ଏଭଳି କିଛି ଘଟଣା ଘଟିଛି …

ଆଇଟିଆଇ କ୍ୟାମ୍ପସରେ ହାତୀପଲ , ସିସିଟିଭିରେ କଏଦ ହେଲା ଭିଜୁଆଲ

କାମାକ୍ଷାନଗର: ଦିନକୁ ଦିନ ହାତୀଙ୍କ ଦୌରାତ୍ମ୍ୟ ବଢି ବଢି ଚାଲିଛି । କାମାକ୍ଷାନଗର ମହାବିରୋଡ ରେଞ୍ଜ ପରଜଙ୍ଗ ବ୍ଲକ କନ୍ଦରସିଂହା ଗାଁରେ ଥିବା ସରକାରୀ ଆଇଟିଆଇ କ୍ୟାମ୍ପସରେ ହାତୀ ପଲ ବୁଲୁଥିବା ଦେଖିବାକୁ ମିଳିଛି । ଯାହାର ଭିଜୁଆଲ ସିସି ଟିଭିରେ କଏଦ ହୋଇଛି । ଆଜି ୨୫ ଟିକିଆ ହାତୀପଲ…

୧୨ ଦଫା ଦାବିରେ ୧୨ଘଣ୍ଟିଆ ଭୁବନ ବନ୍ଦ, ଗାଡି ଚଳଚଳ ଠପ୍

କାମାକ୍ଷାନଗର: ୧୨ ଦଫା ଦାବିରେ ଆଜି ୧୨ ଘଣ୍ଟିଆ ଭୁବନ ବନ୍ଦ ପାଳନ କରାଯାଉଛି  । କାମାକ୍ଷାନଗର ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ ଟା ଯାଏଁ ଏହି ବନ୍ଦ ପାଳନ କରାଯିବ  ।  ପାନୀୟ ଜଳ , ରାସ୍ତା ସହ ଡାକ୍ତର ଓ ଶିକ୍ଷକ ନିଯୁକ୍ତି ଦାବିରେ ବନ୍ଦ ପାଳନ…