Latest Odisha News

BREAKING NEWS

Browsing Category

ଝାରସୁଗୁଡ଼ା

Jharsuguda

ଆଜି ଆସିବ ବ୍ରଜରାଜନଗର ଉପନିର୍ବାଚନ ଫଳାଫଳ, ୧୧ ପ୍ରାର୍ଥୀଙ୍କ ଛାତି ଧଡଧଡ

ଭୁବନେଶ୍ୱର: ଝାରସୁଗୁଡ଼ା ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଆଜି ଭୋଟ୍ ବାକ୍ସ ଖୋଲିବା ପରେ ଜଣାପଡିବ କିଏ ହେବ ବ୍ରଜରାଜନଗର ବାଜିଗର। ଭୋଟ ଗଣତି କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ମୁଖ୍ୟ ନିର୍ବାଚନ କମିସନରଙ୍କ ଅଫିସ ପାଖରୁ ଆରମ୍ଭ…

ବ୍ରଜରାଜନଗର ଉପ-ନିର୍ବାଚନ, ଡ୍ୟୁଟି ସମୟରେ ଦୁଇ ଜଣଙ୍କର ମୃତ୍ୟୁ

ଝାରସୁଗୁଡା (କେ ରୋଶନ ପୃଷ୍ଟି): ବ୍ରଜରାଜନଗର ଉପ-ନିର୍ବାଚନ ମତଦାନ ସମୟରେ ଜଣେ ହୋମଗାର୍ଡଙ୍କ ସମେତ ଦୁଇଜଣ ମତଦାନ ଅଧିକାରୀଙ୍କ ମୃତ୍ୟୁ ଘଟିଛି । ଉପନିର୍ବାଚନ ଡ୍ୟୁଟିରେ ଥିବା ବେଳେ ଜଣେ ହୋମଗାର୍ଡ ଅସୁସ୍ଥ ହୋଇପଡିଥିଲେ ପରେ ତାଙ୍କର ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ତ୍ରିଲୋଚନ ମହାନ୍ତି…

ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ, ୭୧.୯୦ ପ୍ରତିଶତ ମତଦାନ

ଝାରସୁଗୁଡ଼ା: ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ। ମୋଟ ୨୭୯ଟି ବୁଥରେ ୭୧.୯୦ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ପୂର୍ବାହ୍ନ ୧୧ଟା ସୁଦ୍ଧା ୩୨% ମତଦାନ ହୋଇଥିଲା। ସନ୍ଧ୍ୟା ୬ଟାରେ ନିୟମ ଅନୁଯାୟୀ ମତଦାନ ଶେଷ ହୋଇଥିଲା।…

ବ୍ରଜରାଜନଗର ଉପନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୫୭ ପ୍ରତିଶତ ମତଦାନ

ଝାରସୁଗୁଡ଼ା: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନରେ ଅପରାହ୍ନ ୩ଟା ସୁଦ୍ଧା ୫୭% ଭୋଟ୍ ଗ୍ରହଣ କରାଯାଇଛି । ଝାରସୁଗୁଡ଼ା ଉପଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି । ଏହି ନିର୍ବାଚନ ପ୍ରକ୍ରିଆରେ ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଏହି ନିର୍ବାଚନମଣ୍ଡଳୀର ମୋଟ ୨ ଲକ୍ଷ ୧୪ ହଜାର ୮୭୮…

ବ୍ରଜରାଜନଗର ଉପନିର୍ବାଚନ: ପୂର୍ବାହ୍ନ ୧୧ଟା ସୁଦ୍ଧା ୩୩% ମତଦାନ

ଭୁବନେଶ୍ବର: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୩୩% ଭୋଟ୍ ଦାନ କରାଯାଇଥିବା କଥା ମୁଖ୍ୟ  ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି । ପୂର୍ବରୁ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଥିଲା । ଉପନିର୍ବାଚନ ଲାଗି ଜାରି ରହିଛି ମତଦାନ । ଆଜି ୧୧…

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

 ଝାରସୁଗୁଡ଼ା : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଚାଲିଛି ମତଦାନ । ମୋଟ ୨ ଲକ୍ଷ ୧୪ ହଜାର ୮ ଶହ ୭୮ ଜଣ ଭୋଟର ଭୋଟ ଦେଉଛନ୍ତି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ମୋଟ ୧୨୨୮ ପୋଲିଂ ଅଧିକାରୀ ମୁତୟନ ଅଛନ୍ତି । ସୁରକ୍ଷା ପାଇଁ ୧୦୦୦ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି । ମୋଟ ୨୭୯ଟି ବୁଥରେ…

ଆସନ୍ତାକାଲି ବ୍ରଜରାଜନଗର ଉପନିର୍ବାଚନ, ୨୭୯ ବୁଥରେ ଭୋଟ ଦେବେ ୨ଲକ୍ଷରୁ ଅଧିକ ଭୋଟର

ଝାରସୁଗୁଡ଼ା: ବାଇ-ଇଲେକ୍ସନ କାଉଣ୍ଟଡାଉନ୍ । ଆସନ୍ତାକାଲି ନୂଆ ବିଧାୟକ ବାଛିବେ ବ୍ରଜରାଜନଗରବାସୀ । ଭୋଟ ଦେଇ ପ୍ରତିନିଧି ଚୟନ କରିବେ ୨ ଲକ୍ଷ ୧୪ ହଜାର ୮୭୮ ମତଦାତା । ଏଥିପାଇଁ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି । ମୋଟ ୧୨ ଶହ ୨୮ ପୋଲିଂ ଅଫିସର ନିଯୁକ୍ତ ହୋଇଛନ୍ତି । ଆଜି ସନ୍ଧ୍ୟା…

ଆଜି ସନ୍ଧ୍ୟାରେ ସରୁଛି ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର, ୨୭୯ ବୁଥରେ ହେବ ଭୋଟ୍ ଗ୍ରହଣ

ଝାରସୁଗୁଡା : ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରସ୍ତୁତି ଚୁଡାନ୍ତ । ବୁଥ ମୁହାଁ ପୋଲିଂ ଅଫିସର । ଉପନିର୍ବାଚନ ପାଇଁ ୧୨ ଶହ ୨୮ ଜଣ ପୋଲିଂ ଅଫିସର ନିଯୁକ୍ତ ହୋଇଛନ୍ତି । ଆଇନ୍ ଶୃଙ୍ଖଳା ପାଇଁ ୧ ହଜାର ପୋଲିସ କର୍ମଚାରୀ, ୩ କମ୍ପାନୀ ସେଣ୍ଟ୍ରାଲ ଆର୍ମ ଫୋର୍ସ ମୁତୟନ କରାଯାଇଛି । ୨ ଲକ୍ଷ ୧୪…

ସରକାରୀ ପଇସାରେ ଶାସକ ଦଳ ଉପ ନିର୍ବାଚନ ଲଢୁଛି: ପୂର୍ବତନ ମନ୍ତ୍ରୀ

ବ୍ରଜରାଜନଗର: ଝାରସୁଗୁଡା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି । ଏହି ସମୟରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ ରାଜ୍ୟ ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି । ମୁଖ୍ୟତଃ ପ୍ରଚାର ବେଳେ ଶାସକ ଦଳ ସରକାରୀ ପଇସାରେ…

ମହାନଦୀ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବାଣ ମାରିଲେ ଧର୍ମେନ୍ଦ୍ର

ଝାରସୁଗୁଡା: ପଞ୍ଚାୟତ, ପୌର ନିର୍ବାଚନରେ ସକ୍ରିୟ ନଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର କରିବା ବେଳେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ମହାନଦୀ କଥା ଉଠାଇ ରାଜ୍ୟ ସରକାର ତଥା ଶାସକ ଦଳକୁ ବାଣ ମାରିଛନ୍ତି । ଯେଉଁ ମହାନଦୀ ପ୍ରସଙ୍ଗକୁ…