Latest Odisha News
Browsing Category

କେନ୍ଦୁଝର

Kendujhar

ଜନ୍ମମାଟିକୁ ଫେରିଲା ସହିଦ ଯବାନଙ୍କ ମରଶରୀର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଭୁବନେଶ୍ବର: ଜନ୍ମମାଟିକୁ ଫେରିଲା ସହିଦ ବୀର ଯବାନ ସୁଶାନ୍ତ ଖୁଣ୍ଟିଆଙ୍କ ପାର୍ଥିବ ଶରୀର । କେନ୍ଦୁଝର ଆନନ୍ଦପୁର ସ୍ଥିତ ଜନ୍ମମାଟିରେ ପହଞ୍ଚିଛି  ମରଶରୀର  । ବୀର ଯବାନ ସୁଶାନ୍ତଙ୍କ ଶେଷ ଦର୍ଶନ ପାଇଁ ସାରା କେନ୍ଦୁଝର ମାଟି ଚାହିଁବସିଛି  । ମରଶରୀର ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା…

ଟ୍ରାକରୁ ଖସିଗଲା ମାଲବାହୀ ଟ୍ରେନ୍ : ଟ୍ରାକ୍ ସହ ଇଞ୍ଜିନ୍ କ୍ଷତିଗ୍ରସ୍ତ

ବଡବିଲ : ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ । ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ବଡବିଲରେ  । ବିଲେଇପଦା ଓ କାଳିଆବେଡା ନିକଟରେ ଏକ ମାଲବାହୀ ଟ୍ରେନ୍ ଟ୍ରାକରୁ ଖସି ଯାଇଛି  । ଫଳରେ ରେଳବାଇର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ମାଲବାହୀ ଟ୍ରେନଟି…

ଦୁର୍ଘଟଣା ପରେ ଜଳିଗଲା ଟ୍ରକ୍, ଡ୍ରାଇଭର ଜୀବନ୍ତ ଦଗ୍ଧ

କେନ୍ଦୁଝର: କେନ୍ଦୁଝର ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥର ମହୁଲଡ଼ିହା ଗାଁ ନିକଟରେ ଅଭାବନୀୟ ଘଟଣା । ଦୁର୍ଘଟଣାରେ ଗୋଟିଏ ଟ୍ରକ ଜଳିବା ସହ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଛନ୍ତି । ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରର ମୃତ ଶରୀରକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ…

ଘାଟିରୁ ଖସିଲା ପଥର : କେନ୍ଦୁଝର ୪୯ ନମ୍ବର ଜାତୀୟ ରାଜପଥ ବନ୍ଦ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଭୀଷଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଜି ସକାଳେ ଜୁଡ଼ିଆ ଘାଟିରୁ ପଥର ଖସିଛି। ବଡ଼ ପଥରଟି ଗଡ଼ି ଆସି ୪୯ ନମ୍ବର ଜାତୀୟ ରାଜପଥ ମଝିରେ ପଡ଼ିଥିଲା। ସୌଭାଗ୍ୟକୁ ଏହି ସମୟରେ କୌଣସି ଗାଡ଼ି ସେହି ରାସ୍ତାରେ ଯାଉନଥିଲା। ତେବେ ଏହି କାରଣରୁ ଦୀର୍ଘ ସମୟ ଧରି…

ଗାଧୋଇବା ବେଳେ ଭାସିଗଲେ ମହିଳା: ଅଗ୍ନିଶମ ବାହିନୀ ଦ୍ୱାରା ହେଲେ ଉଦ୍ଧାର

କେନ୍ଦୁଝର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବୈତରଣୀରେ ବଢୁଛି ଜଳସ୍ତର । ସେପଟେ ଲଘୁଚାପ ପ୍ରଭାବରୁ କେନ୍ଦୁଝରରେ ମଙ୍ଗଳବାରଠାରୁ ଲାଗିରହିଛି ବର୍ଷା l ବୁଧବାର ସକାଳ ଯାଏଁ ଚମ୍ପୁଆରେ ୧୧୧.୪ ମିଲି ବର୍ଷା ହୋଇଥିବା ବେଳେ ଆନନ୍ଦପୁରରେ ୯୬.୨ ମିଲିମିଟର ବର୍ଷା ହୋଇଛି l ଲଗାଣ ବର୍ଷା…

କୋଚିଂ ସେଣ୍ଟରରେ ଶୋଇଥିବା ବେଳେ କାମୁଡ଼ିଲା ସାପ: ଅକାଳରେ ଚାଲିଗଲା ୩ ଛାତ୍ରଛାତ୍ରୀଙ୍କ ଜୀବନ

କେନ୍ଦୁଝର: ସାପ କାମୁଡ଼ାରେ ୩ ଛାତ୍ରୀଛାତ୍ରୀ ମୃତ, ଜଣେ ଗୁରୁତର । କେନ୍ଦୁଝର ବାରିଆ ଥାନା ନିଶ୍ଚିତପୁରରେ ଏକ କୋଚିଂ ସେଣ୍ଟରରେ ଘଟିଛି ଅଘଟଣ । ରାତିରେ କୋଚିଂ ସେଣ୍ଟରରେ ଶୋଇଥିବା ବେଳେ କାମୁଡ଼ିଥିଲା ବିଶାକ୍ତ ସାପ । ମୃତକଙ୍କ ମଧ୍ୟରେ ୨ଜଣ ଛାତ୍ରୀ ଓ ଜଣେ ଛାତ୍ର ଥିବା ସୂଚନା ମିଳିଛି ।…

କେଉଁଝରରେ ବିଦ୍ୟୁତ ତାର ଲାଗି ଦୁଇ ହାତୀ ମୃତ

ଭୁବନେଶ୍ୱର: କେଉଁଝର ସଦର ବନାଞ୍ଚଳରେ ବିଦ୍ୟୁତ ତାର ଲାଗି ଦୁଇ ମାଇ ହାତୀଙ୍କ ମୃତ୍ୟୁ ହୋଇଛି । ସଦର ରେଞ୍ଜ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଏହି ଦୁଇ ହାତୀଙ୍କ ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

କାନପୁର ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ; ୨୦୨୩ ଶେଷ ସୁଦ୍ଧା ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ ଗସ୍ତ କରି ଦ୍ୱିତୀୟ ଦିନରେ କାନପୁର ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି । ଜିଲ୍ଲାପାଳ ଆଶିଷ ଠାକରେ, ଜଳସେଚନ ବିଭାଗ ବରିଷ୍ଠ ଯନ୍ତ୍ରୀ ଏବଂ କ୍ଷେତ୍ର ସ୍ତରରେ କାର୍ଯ୍ୟରତ…

ଦଉଡ଼ିରେ ଝୁଲି ଝୁଲି ନଈ ପାରିହେଲେ ଗର୍ଭବତୀ । ଦେବଦୂତ ସାଜିଲେ ଅଗ୍ନିଶମ ବାହିନୀ

କେନ୍ଦୁଝର: ଜନନୀ ଯନ୍ତ୍ରଣାର ହୃଦୟ ବିଦାରକ ଦୃଶ୍ୟ, ପ୍ରସବ ଯନ୍ତ୍ରଣା ସତ୍ୱେଏମିତି ବିପଦସଙ୍କୁଳ ଅବସ୍ଥାରେ ଭରା ନଇ ପାର ହେଉଛନ୍ତି ଗର୍ଭବତୀ ମହିଳା ।  ଆଉ ଏହି ସମୟରେ ଅପହଞ୍ଚ ଇଲାକା ପାଇଁ ଦେବଦୂତ ସାଜି ପହଞ୍ଚି ଯାଇଥିଲେ ଅଗ୍ନିଶମ ବାହିନୀ  । ଏକ ଦଉଡ଼ି ସାହାଯ୍ୟରେ ଜଣେ ଗୁରୁତର…

ଉତ୍ତର-ଦକ୍ଷିଣ ଉପକୂଳ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ: ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଶନିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଦୁଇ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ…