Latest Odisha News
Browsing Category

କେନ୍ଦୁଝର

Kendujhar

କୁଢ଼ କୁଢ଼ ଅଖାଦ୍ୟ, ଅଳିଆ

ସଜ ସଜ ଶେଷ ହୋଇଛି ସାବିତ୍ରୀ ବ୍ରତ । ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଫଳ ବଜାରରେ ଅସମ୍ଭବ ଦର ବୃଦ୍ଧି ଘଟିଥିଲା । ଫଳ ବଜାରରେ ଦରବୃଦ୍ଧିକୁ ନେଇ ଏଯାଏଁ କୌଣସି ବି କର୍ତ୍ତୃପକ୍ଷ ନିୟନ୍ତ୍ରଣ କରିବା ପାଇଁ ଆଗେଇ ଆସିନାହାନ୍ତି । ଯାହା ମୁହଁରୁ ଯାହା ବାହାରିଲା ତାହା ହିଁ ଦର । କିନ୍ତୁ ଏଇଠି…

[ଦେଖନ୍ତୁ ଭିଡିଓ] ସାବିତ୍ରୀ ବ୍ରତ ପାଇଁ ଫଳ ବଜାରରେ ନିଆଁ: ଆମ୍ବ କିଲୋ ୧୦୦କୁ ସେଓ କିଲୋ ୨୦୦ ଟଙ୍କା

କେନ୍ଦୁଝର : ସାବିତ୍ରୀ ବ୍ରତ । ବ୍ରତ ପୂର୍ବରୁ ଫଳ ବଜାରରେ ଲାଗିଲାଣି ନିଆଁ । ଆମ୍ବ କଲୋ ପିଛା ଦର ୧୦୦ଟଙ୍କା ପାର କରି ଯାଇଥିବାବେଳେ ସେଓ କିଲୋ ୨ଶହ ଟଙ୍କା ଉପରେ ରହିଛି । ଲିଚି କଲୋ ପିଛା ଦାମ ୧୨୦ ଟଙ୍କା ଉପରେ ରହିଛି । କମଳା, ଅଂଗୁର କଥା ନକହିବା ଭଲ । ପଣସ , ସପୁରୀ ଦରରେ ବି ହାତ…

ନକଲି ସାର୍ଟିଫିକେଟ ଦେଇ ଚାକିରି କରିବା ଅଭିଯୋଗ: ତଡ଼ା ଖାଇଲେ ପ୍ରଧାନଶିକ୍ଷକ

କେନ୍ଦୁଝର  : ମହଙ୍ଗା ପଡ଼ିଲା ନକଲି ସାର୍ଟିଫିକେଟ୍ ଦେଇ ସରକାରୀ ଚାକିରି କରିବା । ନକଲି ସାର୍ଟିଫିକେଟ ଦେଇ ଚାକିରି କରିବା ଅଭିଯୋଗରେ କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ୍‌ ଅନ୍ତର୍ଗତ ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଶୀଲ କୁମାର ବେହେରାଙ୍କୁ ଚାକିରିରୁ ନିଲମ୍ବିତ…

[ଦେଖନ୍ତୁ ଭିଡିଓ] ସଙ୍କଟରେ ପଡିଛି ଗଜରାଜ : ହାତୀ ମୃତ୍ୟୁସଂଖ୍ୟା ବଢିଚାଲିଥିବା ବେଳେ ଦାୟୀ କିଏ ?

 ଭୁବନେଶ୍ୱର :  ସଙ୍କଟରେ ପଡିଛି ଗଜରାଜ ।  ଦିନକୁ ଦିନ ହାତୀ ମୃତ୍ୟୁସଂଖ୍ୟା ବଢିଚାଲିଥିବା ବେଳେ ନୀରବଦ୍ରଷ୍ଟା ପାଲଟିଛି ବନବିଭାଗରୁ ନେଇ ପ୍ରଶାସନ ।  ବନବିଭାଗର ଖାମଖିଆଲ ନୀତିକୁ ଏନେଇ ଦାୟୀ କରାଯାଇଛି । ହାତୀ ମୃତ୍ୟୁ ବଢିଚାଲିଥିବା ବେଳେ ଚମ୍ପୁଆ ରେଂଜରୁ ହାତୀ ନିପାତ ହେବାରେ…

ଟ୍ରେନ୍ ଧକ୍କାରେ ଗଲା ୩ ହାତୀଙ୍କ ଜୀବନ

କେନ୍ଦୁଝର: ବିପଦରେ ଗଜରାଜ । ମାଲବାହୀ ଟ୍ରେନ୍ ଧକ୍କାରେ ଗଲା ୩ ହାତୀଙ୍କର ଜୀବନ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଂଶପାଣି ବେହେରା ହାଟିଂ ନିକଟରେ ଏହି ଦୁର୍ଘଟଣା ଘଟିଛି । ଗତକାଲି ଗୋଟିଏ ହାତୀ ଛୁଆର ମୃତ୍ୟୁ ହୋଇଥିଲା । ଆଜି ଆହତ ଆଉ ୨ଟି ହାତୀ ମୃତ୍ୟୁବରଣ କରିଛନ୍ତି ।…

କେନ୍ଦୁଝରରେ ଜିଲ୍ଲା ପ୍ରଶାସନ ସହଯୋଗରେ ଖୋଲିବ ନିଶା ନିବାରଣ କେନ୍ଦ୍ର

କେନ୍ଦୁଝର: ମଙ୍ଗଳବାର ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟରେ ଏକ ଏମଓୟୁ ସ୍ୱାକ୍ଷରିତ ହୋଇଛି । କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେଙ୍କ ଉପସ୍ଥିତିରେ ଏହି ଏମଓୟୁ ଖୋର୍ଦ୍ଧାର 'ବିଶ୍ୱ ଜୀବନ ସେବା ସଂଘ ସହ ସ୍ୱାକ୍ଷରିତ ହୋଇଛି । ଏମଓୟୁ ଅନୁଯାୟୀ କେନ୍ଦୁଝର ଜିଲ୍ଲାରେ 15 ଶଯ୍ୟା…

ଦୋକାନୀଙ୍କୁ ଗୁଳିମାଡ଼ : ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଖଡିବାହାଲି ଛକ ନିକଟରେ ଜଣେ ଦୋକାନୀଙ୍କୁ ଗୁଳିମାଡ଼  । ଗୁରୁତର ଅବସ୍ଥାରେ ଦୋକାନୀ ଜଗବନ୍ଧୁ ମହାପାତ୍ରଙ୍କୁ ପ୍ରଥମେ ହରିଚନ୍ଦନପୁର ଓ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଗତକାଲି ରାତିରେ ଦୁଇ ଜଣ ଯୁବକ ମାତାଲ…

[ଦେଖନ୍ତୁ ଭିଡିଓ] ସ୍କୁଲ ରୂପାନ୍ତରୀକରଣ ପରେ ପାଠପଢ଼ା, ସମୀକ୍ଷା କଲେ 5T ସଚିବ

କେନ୍ଦୁଝର  : କେନ୍ଦୁଝର ଗସ୍ତରେ ଅଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5-Tସଚିବ ଭିକେ ପାଣ୍ଡିଆନ । କେନ୍ଦୁଝର ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିବା ପରେ ସ୍କୁଲ ମୁହାଁ ହୋଇଥିଲେ ସଚିବ । ସ୍କୁଲ ରୂପାନ୍ତରଣ ପରେ କେମିତି ଚାଲିଛି ପାଠପଢା, ତା’ର ତଦାରଖ କରିଥିଲେ…

କେନ୍ଦୁଝର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ , ଜଳସେଚନ ପ୍ରକଳ୍ପ କାମର ତଦାରଖ କଲେ

କେନ୍ଦୁଝର : କେନ୍ଦୁଝର ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ୫ଟି ସଚିବ ଭିକେ ପାଣ୍ଡିଆନ୍ । ବିଭିନ୍ନ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ । ମୁଖ୍ୟତଃ ଦୁଇ ହଜାର ୪ଶହ ୩୮ କୋଟି ଟଙ୍କାରେ ନିର୍ମାଣା ଧିନ କାନପୁର ଜଳ ସେଚନ ପ୍ରକଳ୍ପ ଓ ଅନ୍ୟ…

ଯୋଡାରେ ଲାଗି ରହିଛି ଉତ୍ତେଜନା, ଉଭୟ ଗୋଷ୍ଠୀ ମଧ୍ୟରେ ପଥର ମାଡ ,୧୬ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ

କେନ୍ଦୁଝର : କେନ୍ଦୁଝର ଯୋଡାରେ ରାମ ନବମୀ ଝଣ୍ଡାକୁ ନେଇ ଆରମ୍ଭ ହୋଇଥିବା ବିବାଦ ଥମିବାରେ ନା ନେଉନି । ଗତକାଲି ରାତିରେ ଯୋଡାରେ ଉଭୟ ଗୋଷ୍ଠୀର ଲୋକମାନେ ପରଷ୍ପରକୁ ପଥର ଫିଙ୍ଗୁଥିବା ଘଟଣା ସାମ୍ନାକୁ ଆସିଛି ।ଏହି ଘଟଣାରେ ଜଣେ ଆହତ ହୋଇଛନ୍ତି । ଏନେଇ ଯୋଡା ବନେଇକଳା ରାସ୍ତା ଅବରୋଧ…