Latest Odisha News

BREAKING NEWS

Browsing Category

କେନ୍ଦୁଝର

Kendujhar

ଯୋଡା ଗୋଷ୍ଠୀ ସଂଘର୍ଷ ଘଟଣା : କେନ୍ଦୁଝରରେ ଇଣ୍ଟରନେଟ ସେବା ବନ୍ଦ ,୧୪୪ ଧାରା ବଳବତ୍ତର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଯୋଡାରେ ଗୋଷ୍ଠୀ ସଂଘର୍ଷ ଘଟଣା । ଏନେଇ କେନ୍ଦୁଝରରେ ଗତକାଲି ଠାରୁ ଇଣ୍ଟରନେଟ ସେବା ବନ୍ଦ ରହିଛି । ହନୁମାନ ଝଣ୍ଡାନେବାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ଗତକାଲିଠାରୁ ଗଣ୍ଡୋଗୋଳ ହୋଇଥିଲା ।ଏନେଇ କାଲିଠାରୁ ଜାରି ହୋଇଥିବା ୧୪୪ ଧାରା ଆଜି ବି ବଳବତ୍ତର…

ଯୋଡାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ,୧୪୪ ଧାରା ଜାରି କଲା ପୋଲିସ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଯୋଡାରେ ଗୋଷ୍ଠୀ ସଂଘର୍ଷ । ଜାରି ହେଲା ୧୪୪ ଧାରା । କେନ୍ଦୁଝର ଜିଲ୍ଲା ଯୋଡାରେ ହନୁମାନ ଝଣ୍ଡା ନେବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଉତ୍ୟକ୍ତ ଲୋକଙ୍କୁ ଘଉଡାଇବା ପାଇଁ ନାକେଦମ ହେଲା ପୋଲିସ । ପୋଲିସ ଫାଙ୍କା ଗୁଳି ଚାଳନା କରିବା ସହ ସ୍ଥାନୀୟ…

ଚଇତି ତୃତୀୟ ଦିନରେ ସୁନା ବେଶରେ ଦର୍ଶନ ଦେଉଛନ୍ତି ମାଆ ତାରିଣୀ

କେନ୍ଦୁଝର : ମହାଆଡମ୍ବରରେ ଚାଲିଛି କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ଘଟଗାଁ ମାଆ ତାରିଣୀଙ୍କ ଚଇତି ପର୍ବ । ଦୀର୍ଘ ସାତ ଦିନ ଧରି ପାଳିତ ହେଉଥିବା ଚଇତି ଯାତର ଆଜି ତୃତୀୟ ଦିନ । ତୃତୀୟ ଦିନରେ ମଧ୍ୟ ହଜାର୍ ହଜାର୍ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ମାଆ ତାରିଣୀଙ୍କ ସୁନା ବେଶ ଦର୍ଶନ ପାଇଁ…

ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀଙ୍କର ୧୧ଟି ପ୍ଲଟ୍ ଠାବ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ପଡ଼ିଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀ ଉମେଶ ଚନ୍ଦ୍ର ଶାସିନୀଙ୍କର ୧୧ଟି ପ୍ଲଟ୍ ଠାବ । ଭୁବନେଶ୍ୱର, ଭଦ୍ରକ, ଯାଜପୁର, ଆନନ୍ଦପୁର, କେନ୍ଦୁଝର ଅଞ୍ଚଳରେ ରହିଛି ଏସବୁ ପ୍ଲଟ । ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ମୌଜାରେ ଏକ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀ ଉମେଶ ଚନ୍ଦ୍ର ଶାସିନୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର, ଅଫିସ ସମେତ ୮ଟି ସ୍ଥାନରେ ଚଢ଼ାଉ ଚାଲିଛି । ଆନନ୍ଦପୁରରେ ଥିବା ସରକାରୀ କାର୍ୟ୍ୟାଳୟ, ସରକାରୀ ବାସଭବନରେ ପଞ୍ଝା ମାରିଛି ଭିଜିଲାନ୍ସ…

ତେଲ ପକାଇବା ବାହାନରେ ଆସି ପେଟ୍ରୋଲ ପମ୍ପରୁ ୨୦ ଲକ୍ଷ ଲୁଟ୍

କେନ୍ଦୁଝର: ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍ । ତେଲ ପକାଇବା ବାହାନାରେ ଆସି ପେଟ୍ରୋଲ ପମ୍ପରୁ ୨୦ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ମ୍ୟାନେଜରଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଟଙ୍କା ଧରି ଛୁ ମାରିଲେ ଲୁଟେରା । କେନ୍ଦୁଝର ଜିଲ୍ଲା ପଦ୍ମପୁର ପୁଟୁଳିଆରେ ଥିବା ରାଲିଏନ୍ସ ପେଟ୍ରୋଲ…

[ଭିଡିଓ] ଡ୍ରେନ ଭିତରୁ ନବଜାତ ଉଦ୍ଧାର

କେନ୍ଦୁଝର: କାହିଁକି ଅଲୋଡା ହେଉଛନ୍ତି ଶିଶୁକନ୍ୟା ? ବ୍ୟାପକ ପ୍ରଚାର ପ୍ରସାର ପରେ ମଧ୍ୟ ଆଜି ଶିଶୁକନ୍ୟ ଅଲୋଡା । କେନ୍ଦୁଝର ମେଡିକାଲ ଆହାର କେନ୍ଦ୍ର ଡ୍ରେନରୁ ଆଜି ଏକ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି । ଉଦ୍ଧାର କରି ଶିଶୁ କନ୍ୟାଟିକୁ ଏସଏନସିୟୁରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି ।…

ପିଚୁ କଡେଇରେ ପଡ଼ିଗଲେ ୩ ଶିଶୁ, ତାପରେ….

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଅଞ୍ଚଳ କନକନା ଗାଁରେ ଅଘଟଣ । କନକନା ଗାଁ ରାସ୍ତା କାମ ଚାଲୁଥିଲା । ହଠାତ ପିଚୁ କଡେି ଭିତରେ ୩ ଜଣ ଶିଶୁ ପଡ଼ିଯାଇଥିଲେ। ଗୁରୁତର ଅବସ୍ଥାରେ ଶିଶିମାନଙ୍କୁ ଉଦ୍ଧାର କରିଥିଲେ ଗାଁ ଲୋକେ । ସୂଚନା ଅନୁସାରେ, କନକନା ଗାଁର ରାସ୍ତା କାମ ଚାଲିଛି…

ପରଲୋକରେ ବରିଷ୍ଠ ସାମ୍ବାଦିକ ଅକ୍ଷୟ କୁମାର ପାଢୀ

ଭୁୁବନେଶ୍ୱର :ପରଲୋକରେ ବରିଷ୍ଠ ସାମ୍ବାଦିକ ଅକ୍ଷୟ କୁମାର ପାଢୀ । ସେ ଦୀର୍ଘ ଦିନ ହେଲା କ୍ୟାନସର ରୋଗରେ ପୀଡିତ ଥିଲେ । ଆଜି ୫୧ ବର୍ଷ ବୟସରେ ଅକାଳରେ ତାଙ୍କର ଦେହାନ୍ତ ହୋଇଯାଇଛି । ଅକ୍ଷୟଙ୍କ ବିୟୋଗ ଖବର ଶୁଣିବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ସ୍ୱର୍ଗତ ଅକ୍ଷୟଙ୍କ…

ଜଙ୍ଗଲରୁ ଲିଭୁନି ନିଆଁ, ସଙ୍କଟରେ ବନ୍ୟ ଜନ୍ତୁ

କେନ୍ଦୁଝର :ଜଙ୍ଗଲରୁ ଲିଭୁନି ନିଆଁ । କିଛି ଦିନ ଧରି ଜଙ୍ଗଲରେ ଲାଗିଥିବା ନିଆଁ ଲିଭିବାରେ ନାଁ ନେଉନି । ଏନେଇ ସଙ୍କଟରେ ପଡିଛନ୍ତି ବନ୍ୟ ପ୍ରାଣୀ। ଜଳୁଛି ତେଲକୋଇ ସଂରକ୍ଷିତ ଜଙ୍ଗଲ । ନିଆଁର ଆଁ ଭିତରେ ରହିଛି କୁଇଲିସୂତା ଗାଁର ମାଟିହୁଳି ଜଙ୍ଗଲ । ଜଳୁଛି ଜଙ୍ଗଲ ଆଉ ସଙ୍କଟରେ ବନ୍ୟଜନ୍ତୁ ।…