Latest Odisha News

BREAKING NEWS

Browsing Category

କେନ୍ଦୁଝର

Kendujhar

ହୁତ୍ ହୁତ୍ ହୋଇ ଜଳୁଛି ଜଙ୍ଗଲ, ଗାଁ ମୁହାଁ ଜଙ୍ଗଲ ଜୀବ

କେନ୍ଦୁଝର : ଜଳୁଛି ଜଙ୍ଗଲ । ଖରାଦିନ ଆରମ୍ଭରୁ ଜଙ୍ଗଲରେ ନିଆଁ ଲାଗି ଜଳିବାରେ ଲାଗିଛି ।। କେନ୍ଦୁଝର ବନଖଣ୍ଡର ତେଲକୋଇ ରେଞ୍ଜ ଅନ୍ତର୍ଗତ ମାଙ୍କଡଚୁଆ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିଯାଇଛି । ହୁତୁହୁତୁ ହୋଇ ଜଙ୍ଗଲ ଜଳୁଥିବାବେଳେ ବନ୍ୟଜନ୍ତୁଙ୍କ ଜୀବନ ସଂକଟ୍ଟାପନ୍ନ ହୋଇପଡିଛି । ଜଙ୍ଗଲ…

ସ୍ୱାଭାବିକ ହେଲା ମା’ ତାରିଣୀଙ୍କ ଦର୍ଶନ ,ଭୋଗଲାଗି କରିପାରିବେ ଭକ୍ତ

କେନ୍ଦୁଝର : ଶ୍ରଦ୍ଧାଳୁଙ୍କ ପାଇଁ ଆସିଲା ଖୁସିଖବର । ଏଣିକି ଘଟଗାଁ ପୀଠରେ ମା’ ତାରିଣୀଙ୍କ ପାଖରେ ଭୋଗଲାଗି କରିପାରିବେ ଶ୍ରଦ୍ଧାଳୁ । ଏନେଇ ପୂର୍ବରୁ ଥିବା କଟକଣାକୁ ହଟାଇ ଦେଇଛି ଜିଲ୍ଲା ପ୍ରଶାସନ । ଯାହାଫଳରେ ଭକ୍ତ ମାନେ ମା’ଙ୍କ ପାଖରେ ପୂଜାର୍ଚ୍ଚନା ସହ ଭୋଗ ଲାଗି କରିପାରିବେ ।…

ଜଳୁଛି ଜଙ୍ଗଲ ସଙ୍କଟରେ ବନ୍ୟଜନ୍ତୁ : ନିଆଁରେ ମୂଲ୍ୟବାନ ଗଛଲତା ଜଳି ନଷ୍ଟ

ତେଲକୋଇ : ହୁତୁ ହୁତୁ ହୋଇ ଜଳୁଛି ଏକର ଏକର ଜଙ୍ଗଲ । ନିଆଁର ଆଁ ଭିତରେ ତେଲକୋଇ ବନାଞ୍ଚଳ। ଜଳୁଛି ଜଙ୍ଗଲ ଆଉ ସଙ୍କଟରେ ବନ୍ୟଜନ୍ତୁ । ତେଲକୋଇ ରେଞ୍ଜ ଅଧିନ କରଦାଙ୍ଗି ପଞ୍ଚାୟତ ଶ୍ରୀଧରପୁର ଗାଁ ନିକଟ ମାଙ୍କଡଚୁଆ ସଂରକ୍ଷିତ ଜଙ୍ଗଲରେ ଲାଗିଛି ନିଆଁ । ଜଙ୍ଗଲ ନିଆଁ ରେ ମୂଲ୍ୟବାନ ଗଛଲତା…

ଯୁଦ୍ଧ ଶାନ୍ତି ପାଇଁ ଚକରିଆଶୁଣୀ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

କେନ୍ଦୁଝର: ସଂପ୍ରତି ୟୁକ୍ରେନ୍ ଓ ଋଷ ମଧ୍ୟରେ ଚାଲିଥିବା ଯୁଦ୍ଧର ଶାନ୍ତିପୂର୍ଣ୍ଣ ଅବସାନ ପାଇଁ କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ଧନୁର୍ଜୟ ନାରାୟଣପୁର ଶାସନର ପ୍ରତ୍ୟକ୍ଷ ଦେବୀ ଚକରିଆଶୁଣୀ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେଉଛି । ଫେବୃଆରୀ ୨୮ ତାରିଖରୁ ମାର୍ଚ୍ଚ ୨ ତାରିଖ…

ପରିବାର ଲୋକଙ୍କ ଭୁଲ ପାଇଁ ଚାଲିଗଲା ୩ବର୍ଷ ଶିଶୁକନ୍ୟାର ଜୀବନ

ଆନନ୍ଦପୁର: ପରିବାର ଲୋକଙ୍କ ଭୁଲ ପାଇଁ ଆଖିବୁଜିଦେଲା ୩ ବଷଁର ଶିଶୁକନ୍ୟା । କେନ୍ଦୁଝର ଜିଲ୍ଲା ଆନନନ୍ଦପୁର ଘଷିପୁରା ଥାନା କୋଳିମାଟି ଗ୍ରାମରେ ଘଟିଛି ଏଭଳି ଘଟଣା । ସୂଚନା ଅନୁସାରେ, କିଛିଦିନ ପୂର୍ବରୁ ସ୍ୱର୍ଗତ ରାଧାକାନ୍ତ ପିଙ୍ଗୁଆଙ୍କ ଦୁଇ ଝିଅ ଖେଳୁଥିଲେ । ଏହି ସମୟରେ ସାନ ଝିଅ…

ଫଳାଫଳକୁ ନେଇ ଅସନ୍ତୋଷ, ପୁନଃଗଣତି କରିବାକୁ ସରପଞ୍ଚ ପାର୍ଥ୍ରୀନୀଙ୍କ ଦାବି

କେନ୍ଦୁଝର: ଯୋଡ଼ା ବ୍ଲକ ଭଦ୍ରାସାହିରେ ଭୋଟ ଗଣତି ଶେଷ ହୋଇଛି । ହେଲେ ଭଦ୍ରାସାହିର ସରପଞ୍ଚ ପ୍ରାର୍ଥୀନୀ ବାସନ୍ତୀ ନାଏକ ଭୋଟ ଗଣତିକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ । ତେଣୁ ସେ ପୁନଃଗଣତି କରିବାକୁ ଦାବି କରିଛନ୍ତି । ସୂଚନା ଅନୁସାରେ, ଭଦ୍ରାସାହିରେ ୭ ଜଣ ପ୍ରାର୍ଥୀ ନିର୍ବାଚନୀ ମଇଦାନରେ…

ସର୍ଭିସ ସେଣ୍ଟରରୁ ଅଜଗର ଛୁଆ ଉଦ୍ଧାର

କେନ୍ଦୁଝର: ଉଦ୍ଧାର ହେଲା ଅଜଗର ଛୁଆ ।  ଅଟୋ ସର୍ଭିସ ସେଣ୍ଟରରୁ ଅଜଗର ଛୁଆ ଉଦ୍ଧାର ହୋଇଛି।  କେନ୍ଦୁଝର ଜିଲ୍ଲା ଯୋଡ଼ାରେ ଥିବା ଏକ ସର୍ଭିସ ସେଣ୍ଟେରରୁ ଏହି ଅଜଗର ଛୁଆକୁ ଉଦ୍ଧାର କରାଯାଇଛି । ସକାଳେ ସର୍ଭିସ ସେଣ୍ଟର ଖୋଲିବା ସମୟରେ ଅଜଗର ଛୁଆଟି ଭିତରେ ଥିବା କର୍ମଚାରୀ ଦେଖିବାକୁ…

ବିକ୍ରି ହେଲାନି ଧାନ, ଗୋଦାମ ଘରେ ନିଆଁ ଲଗାଇଦେଲେ ଚାଷୀ

କେନ୍ଦୁଝର: ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଅଂଚଳର ଯମୁନାପଶି ଲ୍ୟାମ୍ପରେ ଦେଖିବାକୁ ମିଳିଛି ଏହାର ଜ୍ୱଳନ୍ତ ଉଦାହରଣ । ଆଜି ଧାନ ବିକ୍ରି ହୋଇନପାରିବାରୁ ଜଣେ ଚାଷୀ ଧନ ରଖାଯାଇଥିବା ଗୋଦାମରେ ନିଆଁ ଲଗାଇଦେଇଥିବା…

କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

କେନ୍ଦୁଝର : ହସ୍ପିଟାଲରେ ଲାଗିଲା ନିଆଁ । କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଡାଇଲେସିସ ଓ ସିଟି ସ୍କାନ କେନ୍ଦ୍ରରେ ନିଆଁ ଲାଗି ଯାଇଛି । ପ୍ରାୟ ୬ ଜଣ ଡାକ୍ତର ୨୦ର ଅଧିକ ମେଡିକାଲ କର୍ମଚାରୀ ପହଁଞ୍ଚି ରୋଗୀଙ୍କୁ ଉଦ୍ଧାର କରିଥିଲେ । ଅନ୍ୟପଟେ ପ୍ରତେକ୍ଷ ଦର୍ଶୀଙ୍କ କହିବା…

ନିର୍ବାଚନ ପୂର୍ବରୁ ଘଟଗାଁ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀଙ୍କ ମୃତ୍ୟୁ

କେନ୍ଦୁଝର :ନିର୍ବାଚନ ପୂର୍ବରୁ ଘଟଗାଁ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି । ଘଟଗାଁ ଢିଙ୍କିକୋଟ ୮ ନମ୍ବର ଜୋନର ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ସାନ୍ତରାପୁର ଜିଲ୍ଲା ପରିଷଦ ପ୍ରାର୍ଥୀ ଅନାଦୀ ସିଂ । ତାଙ୍କୁ ବୟସ ୫୯ ବର୍ଷ ହେବ । ସେ…