Latest Odisha News

BREAKING NEWS

Browsing Category

ଖୋର୍ଦ୍ଧା

Khurda

ବିଚାର ଭାରତୀ ଟ୍ରଷ୍ଟ ପକ୍ଷରୁ ଛାତ୍ରୀମାନଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ ‘ସାଥୀ’ ଆୟୋଜିତ

ଭୁବନେଶ୍ୱର : ଜଣାଶୁଣା ସାମାଜିକ ସଙ୍ଗଠନ ବିଚାର ଭାରତୀ ଟ୍ରଷ୍ଟ ଏବଂ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ସ୍ଥାନୀୟ ମହର୍ଷି ମହିଳା ମହାବିଦ୍ୟାଳୟରେ ‘ସାଥୀ' ଶୀର୍ଷକରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି । ଏହି ସଚେତନତା କାର୍ଯ୍ୟକ୍ରମରେ ସଙ୍ଗଠନ ପକ୍ଷରୁ ବାଲ୍ୟ ବିବାହ,…

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ୨୦ରୁ ଅଧିକ ଯାତ୍ରୀ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ବାଘମାରି ସିମୋର ରାସ୍ତାରେ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଲା ବାଙ୍କୀରୁ ଭୁବନେଶ୍ୱର ଆସୁଥିବା ଘରୋଇ ବସ୍ । ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଅଛନ୍ତି । ଘଟଣାସ୍ଥଳରେ ଜାରି ରହିଛି ଉଦ୍ଧାର କାର୍ଯ୍ୟ । ସୂଚନା ଅନୁସାରେ,…

ଖମଙ୍ଗରେ ଜିଲ୍ଲା କାରିଗର ସମାବେଶ: ହସ୍ତଶିଳ୍ପ ବିକାଶ ପରିଷଦ ପୁଣି କାର୍ଯ୍ୟକ୍ଷମ ଦାବି

ଭୁବନେଶ୍ୱର: ରାଜ୍ୟ ହସ୍ତତନ୍ତ ଓ ହସ୍ତଶିଳ୍ପ ବିକାଶ ପରିଷଦକୁ ପୁନଃ କାର୍ଯ୍ୟକ୍ଷମ କରିବାକୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରିତା ସାହୁଙ୍କୁ ଦାବି ଜଣାଇଲା ଓଡ଼ିଶା ଶିଳ୍ପୀ ମହାସଂଘ । ଖମଙ୍ଗ ଶାସନ ଠାରେ ଶିଳ୍ପୀ ମହାସଂଘ ଦ୍ୱାରା ଆୟୋଜିତ ଖୋର୍ଦ୍ଧା ଜିଲ୍ଲା କାରିଗର ସମାବେଶରେ…

ଉତ୍ତର-ଦକ୍ଷିଣ ଉପକୂଳ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ: ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଶନିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଦୁଇ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ…

[ଦେଖନ୍ତୁ ଭିଡିଓ] ଚିଲିକାରେ ଚାଲିଲା ହାଉସ ବୋଟ ‘ଗରୁଡ’: ପର୍ଯ୍ୟଟକଙ୍କ ପାଇଁ ବୋଟରେ ରହିଛି ସବୁ ସୁବିଧା

ଖୋର୍ଦ୍ଧା : ରାଜ୍ୟରେ ପ୍ରଥମ ଥର ପାଇଁ ଚିଲିକାରେ ଆଜିଠାରୁ ଚାଲିଲା ହାଉସ ବୋଟ । ଏହି ବିଳାସପୁର୍ଣ୍ଣ ହାଉସ ବୋଟ ଗରୁଡକୁ ଭର୍ଚୁଆଲରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗରୁଡ଼ ବୋଟରେ ଜନ୍ମଦିନ, ରିଙ୍ଗ ସେରମୋନି, ବିବାହ ବାର୍ଷିକୀ ପାଳନ, ରାତ୍ରିଯାପନ ବ୍ୟବସ୍ଥା ଇତ୍ୟାଦିର…

ସକାଳୁ ସକାଳୁ ଅଘଟଣ: ନଦୀରେ ଚାଲିଗଲା ଆଈ ଓ ନାତୁଣୀଙ୍କ ଜୀବନ

ଖୋର୍ଦ୍ଧା  : ସକାଳୁ ସକାଳୁ ଘଟିଛି ଅଘଟଣ। ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଦୁଇଜଣଙ୍କର ମୃତ୍ୟୁ ହୋଇଯାଇଛି । ଏହି ଘଟଣା ଘଟିଛି ଖୋର୍ଦ୍ଧା ବାଣପୁର ଶ୍ରୀନିବାସପୁର ଗାଁରେ । ମୃତକ ଦୁଇଜଣ ହେଉଛନ୍ତି ଆଈ ନାତୁଣୀ। ରବିବାର ସକାଳୁ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀପଠାରେ ଅଚେତ ଅବସ୍ଥାରେ…

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ରଦ୍ଦ କଲେ ହାଇକୋର୍ଟ, ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ରଦ୍ଦ ହୋଇଛି । ଓଡିଶା ହାଇକୋର୍ଟ ଏହି ଜାମିନକୁ ରଦ୍ଦ କରିଛନ୍ତି । ଗତ ୯ ତାରିଖରେ ନିୟମିତ ଜାମିନ ପାଇଁ କୋର୍ଟ ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ । ଏହାପରେ ଶୁକ୍ରବାର ଏହାର ରାୟ ପ୍ରକାଶ କରିଛନ୍ତି । ଆସନ୍ତା ୨୩…

[ଦେଖନ୍ତୁ ଭିଡିଓ] ଚୋରା ମଦ ଜବତ କରିବା ପାଇଁ ଯାଇଥିବା ବାଲିପାଟଣା ପୋଲିସକୁ ମାଡ : ନିଆଁ ଜାଳି ରାସ୍ତାରୋକ

ଖୋର୍ଦ୍ଧା : ଚୋରା ମଦ ଜବତ କରିବା ପାଇଁ ଯାଇଥିବା ବାଲିପାଟଣା ପୋଲିସକୁ ମାଡ ।  ପୋଲିସକୁ ବିରୋଧ କରି ନିମାପଡ଼ା- ଅଠାନ୍ତର ରାସ୍ତାର ନରଦା ଛକରେ ନିଆଁ ଜାଳି ରାସ୍ତାରୋକ ।  ଚୋରାରେ ମଦ ବିକ୍ରି ହେଉଛି ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମଦ ଜବତ କରିବା ମାତ୍ରେ, ପୋଲିସକୁ ଘେରି ମାଡ ମାରିବା ସହ…

[ଦେଖନ୍ତୁ ଭିଡିଓ] ଚିଲିକା ଚିଲିକା ଡଙ୍ଗାବୁଡିରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

 ଖୋର୍ଦ୍ଧା :  ନିଖୋଜ ହେବାର ୧୯ ଘଣ୍ଟା ପରେ ମିଳିଲା ମୃତଦେହ । ଚିଲିକାରେ ଡଙ୍ଗାବୁଡ଼ି ନିଖୋଜ ହୋଇଥିବା ବ୍ୟକ୍ତିଙ୍କ ମୃତଦେହ ବଡ଼କୂଳ ନିକଟ ଖାରିବନ୍ଧରୁ ଉଦ୍ଧାର କରାଯାଇଛି । ଭାରତୀୟ ନୌସେନା, ଓଟିଡିସି, ବାଲୁଗାଁ ପୋଲିସ ସହାୟତାରେ ଉଦ୍ଧାର କାମ ଜାରି ରହିଥିଲା । ମୃତ ବ୍ୟକ୍ତିଙ୍କ ନାଁ…

ଗ୍ୟାସ ଟାଙ୍କି ଟ୍ରକ ଦୁର୍ଘଟଣାଗ୍ରସ୍ତ, ଲିକ୍ ହେଉଥିବା ଅଙ୍ଗରକାମ୍ଳ ଗ୍ୟାସ ପାଇଁ ଲୋକେ ଭୟଭୀତ

ଖୋର୍ଦ୍ଧା: ଗ୍ୟାସ ବୋଝେଇ ଟ୍ରକ ଦୁର୍ଘଟଣା ଗ୍ରସ୍ତ । ଚୁରମାର ହେଲା ଟ୍ରକଟିର ସମ୍ମୁଖ ଭାଗ। ଟାଙ୍କିରୁ ଲିକ ହେଉଛି ବ୍ୟାପକ ମାତ୍ରାରେ ଅଙ୍ଗାରକାମ୍ଳ ଗ୍ୟାସ। ବିଳମ୍ବିତ ରାତିରେ 57 ନମ୍ବର ଜାତୀୟ ରାଜପଥ ଉପରେ ଏକ ଗ୍ୟାସ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଜାତୀୟ ରାଜପଥର ରାଜସୁନାଖଳା…