Latest Odisha News
Browsing Category

ମାଲକାନଗିରି

Malkangiri

ଗୁମ୍ଫା ଭିତରୁ ମାଓବାଦୀଙ୍କ ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି: BSF ଯବାନଙ୍କୁ ବଡ଼ ସଫଳତା । ମାଓ ଯୋଜନା ପଣ୍ଡ କରିଛନ୍ତି BSF ଯବାନ । ମାଲକାନଗିରି ଜିଲ୍ଲା ଦ୍ୱିତୀୟ ବାଟାଲିୟନ ବି.ଏସ୍‌ଏଫ ଦ୍ୱାରା ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ । ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ମାଓବାଦୀ ଯୋଜନା କରିଥିବା ନେଇ ସୂଚନା । ଏବେବି BSF…

ଛତିଶଗଡ ନିର୍ବାଚନ ପୂର୍ବରୁ ରକ୍ତମୁଖା ଲାଲବାହିନୀ: ପୋଲିସ ଇନଫର୍ମର ସନ୍ଦେହରେ ୩ ଜଣଙ୍କୁ ନିର୍ମମ ହତ୍ୟା

ମାଲକାନଗିରି: ଦୀର୍ଘଦିନର ବ୍ୟବଧାନ ପରେ ପୁଣି ନିଜର ସ୍ଥିତି ଜାହିର କଲେ ଲାଲବାହିନୀ । ଛତିଶଗଡ ସୀମାନ୍ତ ବସ୍ତର ଜିଲ୍ଲାରେ ଦେଖିବାକୁ ମିଳିଛି ଏଭଳି ବର୍ବରକାଣ୍ଡ । ପୋଲିସ ଇନଫର୍ମର ସନ୍ଦେହରେ ୩ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ୪ ଦିନ ପୂର୍ବରୁ ମୁର୍ଖେଣ୍ଡି ଗାଁର…

ଭିଜିଲାନ୍ସ ଜାଲରେ ପୁଣି ସରକାରୀ ବାବୁ, ଲାଞ୍ଚ ନେବାବେଳେ ଧରାପଡିଲେ

ମାଲକାନଗିରି: ଏପଟେ ଚାଲିଛି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ । ସେପଟେ କିନ୍ତୁ ଭିଜିଲାନ୍ସ ଜାଲରେ ପଡିଛନ୍ତି ସରକାରୀ ବାବୁ । ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ମୋଟୁ ସର୍କଲର ରାଜସ୍ୱ ନିରୀକ୍ଷକ ସୂରଜ ଚନ୍ଦ୍ର ବଳ । ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ । ସୂଚନା…

ଆସ ବୁଲିଯିବା ଓଡିଶା: ମାଲକାନଗିରି ଜିଲ୍ଲାର ସତୀଗୁଡ଼ା ନଦୀବନ୍ଧ

ମାଲକାନଗିରି: ଆସିଛି ପର୍ଯ୍ୟଟନ ଋତୁ । ବର୍ଷର ସରି ଆସୁଥିବାରୁ ଆରମ୍ଭ ହୋଇଛି ପିକନିକ୍ ମଜା ।  ଗୋଟିଏ ପଟେ ବଢୁଛି ଶୀତର ପ୍ରକୋପ ତ ଅନ୍ୟପଟେ ପ୍ରାକୃତିକ ବିଭବକୁ ଅନୁଭବ କରିବାକୁ ଆରମ୍ଭ ହୋଇଛି ବିଭିନ୍ନ ଜିଲ୍ଲାର ପର୍ଯ୍ୟଟକଙ୍କ ଆଗମନ । ତେବେ ରାଜ୍ୟରେ ଥିବା କିଛି ପର୍ଯ୍ୟଟନସ୍ଥଳୀକୁ…

ମାଲକାନଗିରି ଓଡିଶା ବିକାଶର ଲଞ୍ଚିଂ ପ୍ୟାଡ୍ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମାଲକାନଗିରି : ମାଲକାନଗିରିରୁ ଗଡିଲା ଲକ୍ଷ୍ମୀ ବସ୍  । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ବସ୍ ସେବାର ଶୁଭାରମ୍ଭ କରିଛନ୍ତି  । ପ୍ରଥମ ଦିନରେ ଗଡିଲା ୩୬ଟି ବସ୍ । ଜିଲ୍ଲାର ୧୧୧ଟି ପଞ୍ଚାୟତକୁ ଯୋଡିବ ଏହି ବସ୍  । ପ୍ରଥମ ଜିଲ୍ଲା ଭାବେ ମାଲକାନଗିରି ଜିଲ୍ଲାରୁ ଏହି ସେବା ଆଜି ଆରମ୍ଭ…

ମାଲକାନଗିରିରେ କଂଗ୍ରେସ ମୂଳନିବାସୀ ଜନଜାଗରଣ ସମାବେଶ ଅନୁଷ୍ଠିତ

ମାଲକାନଗିରି : ୨୦୨୪ ବର୍ଷ ଓଡିଶାରେ କଂଗ୍ରେସର ବର୍ଷ ହେବ  । ବିଜେଡି ସରକାରକୁ ଟାର୍ଗେଟ୍ କରି ଏପରି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ  । ସରକାର ଆଦିବାସୀ ଅଧୃଷିତ ଅଞ୍ଚଳରେ ବିକାଶର ଡିଣ୍ଡିମ ପିଟୁଛନ୍ତି ସତ ହେଲେ ବିକାଶର ଘର ଶୂନ୍  । ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି…

ରାଜ୍ୟରେ ଚାଲିଛି ସ୍ୱଚ୍ଛତା ହିଁ ସେବା ଅଭିଯାନ, କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି ଲକ୍ଷାଧିକ ଲୋକ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଆରମ୍ଭ ହୋଇଥିବା ସ୍ୱଚ୍ଛ ଭାରତ ଅଭିଯାନକୁ ଇତି ମଧ୍ୟରେ ୯ ବର୍ଷ ପୁରିବାକୁ ଯାଉଛି । ଏହି କ୍ରମରେ ଗତ ସେପ୍ଟେମ୍ବର ୧୫ ତାରିଖ ଠାରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଭାରତ ସରକାରଙ୍କ ଜଳ ଶକ୍ତି ମନ୍ତ୍ରଣାଳୟ ଅଧୀନ…

ବାଲିମେଳା ଜଳଭଣ୍ଡାରରେ ଅଘଟଣ, ଡଙ୍ଗା ବୁଡି ଜଣେ ନିଖୋଜ

କାଲିମେଳା: ବୁଡ଼ିଗଲା ଦେଶୀ ଡଙ୍ଗା, ଜଣେ ନିଖୋଜ। ବାଲିମେଳା ଜଳଭଣ୍ଡାରରେ ଅଘଟଣ । ଦେଶୀ ଡଙ୍ଗା ବୁଡି ଜଣେ ନିଖୋଜ । ନିଖୋଜ ବ୍ୟକ୍ତି ଜଣଙ୍କ ହେଲେ ରାମଗୁଡା ଗାଁର ୪୭ ବର୍ଷିୟ ରାମଚନ୍ଦ୍ର ମୁଦୁଲି । ସୂଚନା ଅନୁସାରେ, ଗତକାଲି ରାମଚନ୍ଦ୍ର ଗାଁକୁ ଦେଶୀ ଡଙ୍ଗା ସାହାଯ୍ୟରେ ଫେରୁଥିବାବେଳେ…

ନାଚଗୀତରେ ମସଗୁଲ ମାଓବାଦୀ, ଭିଡିଓ ହେଲା ଭାଇରାଲ

ମାଲକାନଗିରି: ନାଚଗୀତରେ ମସଗୁଲ ହେଲେ ମାଓବାଦୀ । ହାତରେ ହାତକୁ ଛନ୍ଦି ବନ୍ଧୁକ ଧରି ନାଚି ନାଚି ଝୁମୁଛନ୍ତି ମାଓବାଦୀ। ମହିଳା ଓ ପୁରୁଷ ବର୍ଦ୍ଦି ଧାରୀ ମାଓବାଦୀ ଭରପୁର ଆନନ୍ଦ ଉଠାଇ ଜଙ୍ଗଲ ମଧ୍ୟରେ ନାଚିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ତେବେ ଏଭଳି ଘଟଣା ଦେଖିବାକୁ ମିଳିଛି…

ପୋଲିସ-ମାଓବାଦୀ ଗୁଳି ବିନିମୟ: ୨ ମାଓବାଦୀ ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲାରେ ମାଓବାଦୀ ଓ ପୋଲିସ ମଧ୍ୟରେ ବଡ ଧରଣର ଗୁଳିବିନିମୟ ହୋଇଛି । ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଆହୁରି ଅନେକ ମାଓବାଦୀ ଆହତ ହୋଇଥିବା ଅନୁମାନ କରାଯାଉଛି । ଏନେଇ ସୂଚନା ଦେଇଛନ୍ତି…