Latest Odisha News
Browsing Category

ସମ୍ବଲପୁର

Sambalpur

ଭାରସାମ୍ୟ ହରାଇ ଗଛକୁ ପିଟିଲା ଅଟୋ; ଜଣେ ମୃତ, ୧୦ ଆହତ

ସମ୍ବଲପୁର: ବିଜୟା ଦଶମୀରେ ଅଘଟଣ। ସମ୍ବଲପୁର ଜିଲ୍ଲା ଧମା ଥାନା ଗ୍ରୀଣ୍ଡଲାପାଲିଠାରେ ମର୍ମନ୍ତୁଦ ସଡ଼ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଅଟୋ ଗଛକୁ ଧକ୍କା ଦେଇ ଓଲଟିପଡିଲା। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଆହତ ହୋଇଥିବା ସୂଚନା ରହିଛି। ମୃତକ ଓ ଆହତମାନେ…

ସମ୍ବଲପୁରରେ ଝାଡାବାନ୍ତି ଆତଙ୍କ; ଜଣେ ମୃତ, ୪୩ରୁ ଅଧିକ ଆକ୍ରାନ୍ତ

ସମ୍ବଲପୁର: ସମ୍ବଲପୁରରେ ଝାଡାବାନ୍ତି ଆତଙ୍କ । ସମ୍ବଲପୁରରେ ମହାନଗର ନିଗମ ଅନ୍ତର୍ଗତ ହୀରାକୁଦ ନିକଟସ୍ଥ ମହମ୍ମଦପୁର ଗାଁରେ ଝାଡାବାନ୍ତି ଆକ୍ରାନ୍ତରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୩ ଜଣ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । କିନ୍ତୁ ଏହି ଅଭିଯୋଗକୁ ଖଣ୍ଡନ କରିଛି ଜିଲ୍ଲା…

ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମା ସମଲେଶ୍ୱରୀ, ଭୋର ୪ଟାରୁ ଲାଗିଛି ଭକ୍ତଙ୍କ ଭିଡ

ସମ୍ବଲପୁର: ଆଜି ପବିତ୍ର ମହାଳୟା ଅମାବାସ୍ୟା । ଏହି ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବା ମା ସମଲେଶ୍ୱରୀଙ୍କୁ ଧବଳମୁଖୀ ବେଶ କରାଯାଇଛି । ମହାଳୟାରେ ମା ସମଲେଶ୍ୱରୀ ଭକ୍ତଙ୍କୁ ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି । ବର୍ଷର ଅନ୍ୟଦିନରେ ମା ସମଲେଇ ସିନ୍ଦୁର ବର୍ଣ୍ଣରେ ଦର୍ଶନ ଦେଉଥିବା ବେଳେ…

ସମ୍ବଲପୁରରେ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣା, ୪ ମୃତ, ଅନେକ ଗୋରୁ ଆହତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା କଟାପାଲି ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଝେଇ କଣ୍ଟେନରଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଵାରୁ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଆହତ ମାନଙ୍କୁ ଡାକ୍ତରଖାନରେ ଭର୍ତ୍ତି କରାଯାଇଥିଲେ ମଧ୍ୟ…

ପୁଣି ଅଲୋଡା ଶିଶୁ କନ୍ୟା, ପାଚେରୀ ପାଖରୁ ନବଜାତ ଶିଶୁ କନ୍ୟା ଉଦ୍ଧାର

ସମ୍ବଲପୁର: ଯୁଗ ବଦଳୁଛି କିନ୍ତୁ ବଦଳୁନି ମଣିଷର ମାନସିକତା । ଏବେବି ପୁଅ ଓ ଝିଅ ମଧ୍ୟରେ ଫରକ ଦେଖୁଛି । ପୁଣି ଅଲୋଡା ହୋଇଛି ଶିଶୁ କନ୍ୟା । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ନିକଟ ଖଣ୍ଡୋକଟା ଗ୍ରାମର ଦିଲ୍ପୀପ ସାହୁ ନାମ ବ୍ୟକ୍ତିଙ୍କ ଘର ପାଚେରୀ ନିକଟରୁ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର…

ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସ୍ଥିତି ଦେଖି ଖୋଲାଯିବ ହୀରାକୁଦ ଗେଟ

ସମ୍ବଲପୁର: ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଆଗାମୀ ଚାରି ପାଞ୍ଚ ଦିନ ଯାଏ ରାଜ୍ୟରେ ବର୍ଷା ନାହିଁ କି ଉପରମୁଣ୍ଡ ଛତିଶଗଡରେ ମଧ୍ୟ ବର୍ଷା ନାହିଁ । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୯.୪ ଫୁଟ ରହିଛି ବୋଲି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭାକ୍ତରଞ୍ଜନ…

ତାଲା ଭାଙ୍ଗି ଲୁଟି ନେଲେ ୭ଲକ୍ଷରୁ ଉର୍ଦ୍ଧ୍ବ ମୂଲ୍ୟର ସୁନାଗହଣା, ଭିଡିଓ ଭାଇରାଲ

ସମ୍ବଲପୁର: ସମ୍ବଲପୁର ଆନନ୍ଦ ବିହାରରେ ବଡ ଧରଣର ଅଘଟଣ । ଏକ କ୍ବାଟରର ତାଲା ଭାଙ୍ଗି ଚୋର ମାନେ ଲୁଟି ନେଇଛନ୍ତି ୭ ଲକ୍ଷରୁ ଉର୍ଦ୍ଧ୍ବ ମୂଲ୍ୟର ସୁନା ଗହଣା । ଯାହାର ଭିଡିଓ ଭାଇରାଲ ହୋଇଛି  । ଏହି ଭିଡିଓରେ ଦେଖିବାକୁ ମିଳିଛି ଯେ ୩ଜଣ ବ୍ୟକ୍ତି ଆସି କ୍ବାଟରର ତାଲା ଭାଙ୍ଗି ସୁନାଗହଣା…

ସମାଜ ପ୍ରତି ଆମ ଗୁରୁ ଦାୟିତ୍ୱ ‘କର୍ତ୍ତବ୍ୟବୋଧ ମନୋଭାବ’କୁ ଆପଣାଇବା ନିହାତି ଜରୁରୀ: ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ଅନୁଷ୍ଠିତ ହୋଇଛି ଆଇଆଇଏମ ସମ୍ବଲପୁରର ନବମ ପ୍ରତିଷ୍ଠା ଦିବସ । ଏହି ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବରେ ସାମିଲ ହୋଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ଶିକ୍ଷା ଏବଂ ଦକ୍ଷତା କେବଳ ବ୍ୟକ୍ତିଗତ ଲାଭ ପାଇଁ ନୁହେଁ ବରଂ ଆମ…

ଉପର ମୁଣ୍ଡରେ ପ୍ରବଳ ବର୍ଷା, ପୁଣି ଖୋଲିଲା ହୀରାକୁଦର ୧୬ଟି ଗେଟ

ସମ୍ବଲପୁର: ଉପର ମୁଣ୍ଡାରେ ଜାରି ରହିଛି ଲଗାଣ ବର୍ଷା । ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମର ଜଳସ୍ତର ବଢିବାକୁ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ପୁଣି ଥରେ ଡ୍ୟାମର ଗେଟ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ହୀରାକୁଦ କତୃପକ୍ଷ । ଗତକାଲି ୬ଟି ଗେଟ ଖୋଲାଯାଇଥିବା ବେଳେ ଆଜି ଆଉ ୧୬ଟି ଗେଟ…

ଆଜି କୃଷିଭିତ୍ତିକ ପର୍ବ ନୂଆଁଖାଇ : ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡିଶା , ବର୍ଷର ପହିଲି ଶସ୍ୟକୁ ନିଜର ଇଷ୍ଟଦେବୀଙ୍କ…

ସମ୍ବଲପୁର: ଆଜି ପଶ୍ଚିମ ଓଡିଶା ର ଲୋକପର୍ବ ନୂଆଁଖାଇ  ।  ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମଗ୍ର ପଶ୍ଚିମ ଓଡିଶା । ନୂଆଁ ନୂଆଁରେ ପାଳନ ହେବ ନୂଆଖାଇ ପର୍ବ  । ଚାଷୀ ବର୍ଷର ପହିଲି ଶସ୍ୟକୁ ନିଜର ଇଷ୍ଟଦେବୀଙ୍କ ନିକଟରେ ଅର୍ପଣ କରିବ  ।  ଏଥିପାଇଁ କେତେ ସଜବାଜ । ଘରକୁ ସଫାସୁତରା ସହ…