Latest Odisha News
Browsing Category

ସୁନ୍ଦରଗଡ଼

Sundargarh

ସୁନ୍ଦରଗଡ଼ ADM ବିଶ୍ୱଜିତ୍‌ ମହାପାତ୍ରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି

ସୁନ୍ଦରଗଡ଼: ସୁନ୍ଦରଗଡ଼ ADM ବିଶ୍ୱଜିତ୍‌ ମହାପାତ୍ରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ । ଭିଜିଲାନ୍ସ ଜାଲରେ ରାଜ୍ୟ ସରକାରଙ୍କ ଆଉ ଜଣେ କୁବେର ବାବୁ ADM ବିଶ୍ୱଜିତ୍‌ ମହାପାତ୍ର । ଭିଜିଲାନ୍ସ ସୁନ୍ଦରଗଡ଼ ADM ବିଶ୍ୱଜିତଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି । ଆଜି ତାଙ୍କୁ…

ପଞ୍ଚାୟତର ମଙ୍ଗ ଧରିବା ପାଇଁ ୮ ସରପଞ୍ଚ ପ୍ରାର୍ଥୀ ଦେଲେ ପରୀକ୍ଷା

ରାଉଲକେଲା: ପଞ୍ଚାୟତର ମଙ୍ଗ ଧରିବା ପାଇଁ ୮ ସରପଞ୍ଚ ପ୍ରାର୍ଥୀ ଦେଲେ ପରୀକ୍ଷା । ସେମାନଙ୍କ ମଧ୍ୟରୁ ୩ ଜଣ ପାସ୍ ହେଲେ । ଏଭଳି ରୋଚକ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ପଞ୍ଚାୟତ ମାଲପୁଡ଼ା ଗ୍ରାମରେ । ଏହି ନିଆରା ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି । କୁତ୍ରା…

ସୁନ୍ଦରଗଡ଼ ଏଡିଏମଙ୍କ ଘରେ ଭିଜିଲାନ୍ସ ରେଡ୍, ୭ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ସୁନ୍ଦରଗଡ଼ ଏଡିଏମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଏକକାଳୀନ ୭ଟି ସ୍ଥାନରେ ରେଡ୍ ଚାଲିଛି । ସୁନ୍ଦରଗଡ଼, ଭୁବନେଶ୍ୱର ଓ ଜଗତସିଂହପୁର ଜିଲ୍ଲାର…

[ଭିଡ଼ିଓ] ପୁଣି ଫସିଲେ ରାଜଗାଙ୍ଗପୁର ତହସିଲଦାର ଶରତଚନ୍ଦ୍ର

ରାଉରକେଲା : ପୁଣି ଫସିଲେ ତହସିଲଦାର । ଏଥର ଅଭିଯୋଗ କିନ୍ତୁ ଭିନ୍ନ । କିଛି ଯୁବତୀଙ୍କ ସମ୍ପର୍କ ନେଇ ସାଂଘାତିକ ଅଭିଯୋଗ ଆଣିଛନ୍ତି ତାଙ୍କ ସ୍ତ୍ରୀ। ରାଜଗାଙ୍ଗପୁର ତହସିଲଦାର ଶରତଚନ୍ଦ୍ର ବାଗଙ୍କ ନାଁରେ ତାଙ୍କ ସ୍ତ୍ରୀ ଡାଲିଆ ଦେବନାଥ ଥାନାରେ ଦେଇଛନ୍ତି ଏତଲା। ଅନ୍ୟ ଝିଅ ମାନଙ୍କ ସହ…

କରୋନା କଟକଣାରେ ନିର୍ବାଚନ, ଏଥର ଗୀତରେଗୀତରେ ନିର୍ବାଚନ ପ୍ରଚାର

ଭୁବନେଶ୍ୱର: ଚଳିତ ଥର ନିର୍ବାଚନୀ ପ୍ରଚାର ଟିକେ ଅଲଗା ପ୍ରକାର । ଗୀତରେ ଗୀତରେ ଚାଲିଛି ନିର୍ବାଚନ ପ୍ରଚାର । ପଞ୍ଚାୟତ ନିର୍ବାଚନକୁ ନେଇ ଜୋର ଧରିଛି ଗୀତ ରେକଡିଂ । ବିଭିନ୍ନ ପ୍ରକାରର ହିଟ୍ ଗୀତ ମାଧ୍ୟମରେ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଷ୍ଟୁଡିଓରେ ଚାଲିଛି ଗୀତ ରେକଡିଂ । ଚଳିତ ଥର କୋଭିଡ…

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ । ରାଜଗାଙ୍ଗପୁର ବ୍ଲକ କୁକୁଡ଼ା ସମବାୟ ସମିତି ପରିଚାଳନା ନିର୍ଦ୍ଦେଶକ ପରୀକ୍ଷିତ ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ସମେତ ଅଫିସରେ ଚାଲିଛି ଏକକାଳୀନ ଚଢ଼ାଉ ।…

ବିଜେପି ସାଂସଦ ଜୁଏଲ୍ ଓରାମଙ୍କ ପାଇଁ ବଢିଲା ଅଡୁଆ, ଥାନାରେ ଏତଲା

ସୁନ୍ଦରଗଡ଼: ସୁନ୍ଦରଗଡ଼ର ବିଜେପି ସାଂସଦ ଜୁଏଲ୍ ଓରାମଙ୍କ ପାଇଁ ବଢିଲା ଅଡୁଆ । ଖରାପ ଆଚରଣ ପ୍ରଦର୍ଶନ ବିରୋଧରେ ପୋଲିସର ଆଶ୍ରୟ ନେଲେ ନିଜ ଦଳର ଯୁବନେତ୍ରୀ । ଝିରପାଣି ଥାନାରେ ଅଭିଯୋଗ କରିବା ସହ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି । ଏଥିସହ ତାଙ୍କ ଜୀବନ ପ୍ରତି…

ତିନିଜଣ ହାଡ଼କୋର ଡ଼କାୟତଙ୍କୁ ଧରିଲା ଉଦିତନଗର ପୋଲିସ

ରାଉରକେଲା: ରାଉରକେଲା ଉଦିତନଗର ଥାନା ପୋଲିସ ହାତରେ ଧରାପଡ଼ିଲା ତିନିଜଣ ହାଡ଼କୋର ଡ଼କାୟତ । ସେମାନଙ୍କଠାରୁ ଦୁଇଟି ଦେଶୀ ବନ୍ଧୁକ, ଗୁଳି, ଭୂଜାଲି, ଖଣ୍ଡାକୁ ଜବତ କରାଯାଇଛି । ଶୀତଳପଡ଼ାରେ ଡ଼କାୟତି ଯୋଜନାବେଳେ ଗିରଫ କଲା ପୋଲିସ । ସୂଚନା ଅନୁସାରେ, ଶୀତଳପଡ଼ା ନିକଟ ଡ଼ମ୍ପିଂ ୱାର୍ଡ଼ରେ ଡ଼କାୟତି…

ସ୍କାନ୍ ଷ୍ଟିଲର ବୁଡ଼ାକଟା ୟୁନିଟ-୨ରେ ବିସ୍ଫୋରଣ: ଜଣେ ଗୁରୁତର, ୨ଆହତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ ଗଙ୍ଗାଜଳଠାରେ ଅବସ୍ଥିତ ସ୍କାନ ଷ୍ଟିଲର ବୁଡ଼ାକଟା ୟୁନିଟ-୨ରେ ଆଜି ବଡ଼ ଧରଣର ଅଘଟଣ ହୋଇଛି । କାରଖାନାର ଫର୍ଣ୍ଣେସରେ ବିସ୍ଫୋରଣ ଘଟିଛି । ନିଆଁ ଓ ଉତ୍ତପ୍ତ ତରଳ ଧାତୁ ସଂସ୍ପର୍ଶରେ ଆସି କାର୍ଯ୍ୟରତ ଜଣେ କର୍ମଚାରୀ ଗୁରୁତର। ଅନ୍ୟ ଦୁଇ…

ଆଜି ରାଜ୍ୟରୁ କରୋନାରୁ ୬୭୮୫ ଜଣ ସୁସ୍ଥ, ଭୁବନେଶ୍ୱରରୁ ୧୪୧୪ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରୁ କରୋନା ସଂକ୍ରମଣରୁ ଆଜି ୬୭୮୫ ଜଣ ସୁସ୍ଥ ହୋଇଛନ୍ତି । ସର୍ବଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୧୩୪୮ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୦…