Latest Odisha News
Browsing Category

ସୁନ୍ଦରଗଡ଼

Sundargarh

ଏଲପିଜି ସିଲିଣ୍ଡର ଭର୍ତ୍ତି ଟ୍ରକରେ ଲାଗିଲା ନିଆଁ

ସୁନ୍ଦରଗଡ଼ ଏଲପିଜି ସିଲିଣ୍ଡର ଭର୍ତି ଟ୍ରକରେ ଲାଗିଲା ନିଆଁ । ସୂଚନା ଅନୁସାରେ ଟ୍ରକଟି ସମ୍ବଲପୁର-ରାଉରକେଲା ଏକ୍ସପ୍ରେସ ୱେରେ ଝାରସଗୁଡାରୁ ରାଉରକେଲା ଯାଉଥିଲା ବେଳେ ଏପରି ଅଘଟଣ ଘଟିଛି । ଗାଡି ଚାଳକ ରସରାଜପୁର ନିକଟରେ ଗାଡିର ଇଞ୍ଜିନରେ ଧୂଆଁ ବାହାରୁଥିବା ଦେଖିଥିଲେ। ପରେ ପୁରା…

ଓଲଟିଲା ବସ୍: ୨ ମୃତ, ୬ ଆହତ

ସୁନ୍ଦରଗଡ଼: ଓଲଟିଲା ବସ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୬ ଜଣ ଆହତ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ରମାବାହାଲ ନିକଟରେ ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି । ୬ ଆହତଙ୍କୁ ପ୍ରଥମେ ରାଜଗାଙ୍ଗପୁର ହସ୍ପିଟାଲ ଓ ପରେ ରାଉରକେଲା…

ଟ୍ରକ୍ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ ସୁନ୍ଦରଗଡ଼ ସହର ବନ୍ଦ ପାଳନ

ସୁନ୍ଦରଗଡ଼: ବିଭିନ୍ନ ଦାବିରେ ଟ୍ରକ୍ ମାଲିକ ସଂଘ ପକ୍ଷରୁ ଆଜି ୧୨ ଘଣ୍ଟିଆ ସୁନ୍ଦରଗଡ଼ ସହର ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ୧୨ ଘଣ୍ଟିଆ ବନ୍ଦ ପାଳନ ଆରମ୍ଭ ହୋଇଛି । ଫଳରେ ବନ୍ଦ ରହିଛି ଦୋକାନ ବଜାର । ସହରର ରାଣୀବଗିଚା, ଟୋଲ୍‌ଗେଟ୍, କଲେଜ ବାଇପାସ୍ ଅବରୋଧ କରିଛନ୍ତି ଆନ୍ଦୋଳନକାରୀ ।…

ସୁନ୍ଦରଗଡ଼ବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ସ୍ମାର୍ଟ କାର୍ଡ ଦେଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ରାଉରକେଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସୁନ୍ଦରଗଡ ଜିଲ୍ଲାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ଆଇଜିଏଚ୍‌ ସୁପର…

ଲୁଗା ଦୋକାନିଙ୍କ ଘରେ କଳାକନା ବୁଲାଇଲେ ଚୋର

ରାଜଗାଙ୍ଗପୁର : ରାଜଗାଙ୍ଗପୁର ବଡ ଧରଣର ଡକାୟତି। ଲୁଗା ଦୋକାନିଙ୍କ ଘରେ କଳାକନା ବୁଲାଇଲେ ଚୋର। ଦୋକାନିଙ୍କ ଘରୁ ପ୍ରାୟ ୨୦ ଲକ୍ଷ ଟଙ୍କାର ସାମଗ୍ରୀ ଲୁଟି ନେଇଛନ୍ତି ଡକାୟତ । ଆଜି ଭୋର୍ ପ୍ରାୟ ୩ ଟା ପାଖିପାଖି ହେବ ଲୁଟ୍ ହୋଇଛି । ୭ ଜଣିଆ ଡକାୟତ ଦଳ ରାଜଗାଙ୍ଗପୁର ସୁନ୍ଦରଗଡ଼ ମୁଖ୍ୟ…

ମା’ ମୁହଁରେ ହସ ଭରିଛି ‘ମାତୃଜ୍ୟୋତି’: ଗର୍ଭାବସ୍ଥାରେ ଜଟିଳତା ଚିହ୍ନଟ କରି ମା’ ଓ ଶିଶୁଙ୍କ…

ସୁନ୍ଦରଗଡ଼ : ଗର୍ଭାବସ୍ଥାରେ ଜଟିଳତାର ଚିହ୍ନଟ କରି ମା’ ଓ ଶିଶୁଙ୍କ ଜୀବନ ରକ୍ଷା କରିବାରେ ସହାୟକ ହେଉଛି  ‘ମାତୃଜ୍ୟୋତି’ । ସୁନ୍ଦରଗଡ଼ ଜିଲ୍ଲାରେ ଚାଲିଥିବା ଏହି କାର୍ଯ୍ୟକ୍ରମ ଗର୍ଭାବସ୍ଥାରେ ‘ହାଇରିସ୍କ’ ଘଟଣାର ମୁକାବିଲାରେ ବଡ଼ ଭୂମିକା ନେଇପାରିଛି । ଏହି ଯୋଜନା ଅଧୀନରେ ଜିଲ୍ଲାର…

ଗୁରୁତର ଅବସ୍ଥାରେ ଉଦ୍ଧାର ହେଲେ ମା’ ଓ ପୁଅ

ରାଜଗାଙ୍ଗପୁର: ଦୟନୀୟ ଅବସ୍ଥାରେ ଉଦ୍ଧାର ହେଲା ମା ଓ ପୁଅ । ରାଜଗାଙ୍ଗପୁର ପୌରପାଳିକା ୧୨ ନମ୍ବର ୱାର୍ଡରେ ସିନେମା ପଡ଼ାଠାରେ ଏପରି ଅଭାବନୀୟ ଘଟଣା ଘଟିଛି। ଦୀର୍ଘ ୧୫ ଦିନ ମୁର୍ମୁଷ ଅବସ୍ଥାରେ ଘରେ ପଡ଼ିବା ପରେ ୬୦ ବର୍ଷୀୟ ବୃଦ୍ଧା ଓ ତାଙ୍କ ପୁଅକୁ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକ ଖବର…

ସୁନ୍ଦରଗଡ଼ ଜିଲ୍ଲାରେ ହାଇସ୍କୁଲ ରୂପାନ୍ତରଣର ଏକ ନମୁନା କିଞ୍ଜିର୍ମା ହାଇସ୍କୁଲ

ସୁନ୍ଦରଗଡ଼: ନୂଆ ରୂପ ପାଉଛି ହାଇସ୍କୁଲ । ରୂପାନ୍ତରଣ କାର୍ଯ୍ୟକ୍ରମରେ ହାଇସ୍କୁଲର ନବକଳେବର ହେଉଛି । ଚକାଚକ କ୍ଲାସରୁମ୍ । ସ୍କୁଲ ପରିସର ସରସ ସୁନ୍ଦର । ଛାତ୍ରଛାତ୍ରୀଙ୍କ ଭିତରେ ପଢ଼ିବାକୁ ପୂର୍ବ ଅପେକ୍ଷା ଅଧିକ ଆଗ୍ରହ ସୃଷ୍ଟି ହେଉଛି । ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିର୍ମା ସରକାରୀ…

ମା’ଙ୍କୁ ସହାୟ ହେଉଛି ‘ମାତୃଜ୍ୟୋତି’

ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲାରେ ଗର୍ଭବତୀ ମା’ଙ୍କୁ ସହାୟ ହେଉଛି ‘ମାତୃଜ୍ୟୋତି’। କମୁଛି ପ୍ରସବ ଜନିତ ମାତୃ ମୃତ୍ୟୁ ସଂଖ୍ୟା । ସୁନ୍ଦରଗଡ଼ ଜିଲ୍ଲାରେ ମାତୃ ମୃତ୍ୟୁହାର ହ୍ରାସ କରିବା କ୍ଷେତ୍ରରେ ‘ମାତୃଜ୍ୟୋତି’ କାର୍ଯ୍ୟକ୍ରମ ବିଶେଷ ଭୂମିକା ନେବାକୁ ଯାଉଛି । ୨୦୨୦ ନଭେମ୍ବର ମାସରେ ଜିଲ୍ଲା…

ବଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ISO ମାନ୍ୟତା

ସୁନ୍ଦରଗଡ଼: ବଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ମିଳିଲା ISO ମାନ୍ୟତା ।  ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚସି)କୁ ଆଇଏସଓ ମାନ୍ୟତା ମିଳିଛି । ଜୁଲାଇ ୧୪ ତାରିଖରେ ୨୦୨୧ ବର୍ଷ ପାଇଁ ବଡ଼ଗାଁ ସିଏଚସି…