Latest Odisha News
Browsing Category

ନିର୍ବାଚନ ୨୦୨୪

ଇଭିଏମ ଅଚଳକୁ ନେଇ ତାତିଲେ ଲୋକେ, ଅଫିସର-ଭୋଟର ମୁହାଁମୁହିଁ

ପୁରୀ: ସକାଳୁ ଲାଇନ ଦେଇଛନ୍ତି । ହେଲେ ଚାଲୁନାହିଁ ଇଭିଏମ । ଏହାସହିତ ପ୍ରିଜାଇଡିଂ ଅଫିସର ଦୁର୍ବ୍ୟବହାର କରିଥିବା ନେଇ ପୁରୀ ବ୍ରହ୍ମଗିରି ଗଡରୋଡଙ୍ଗ ସ୍ଥିତ ୧୨୭ ନଂ ବୁଥରେ ଉତ୍ତେଜିତ ହେଲେ ଭୋଟର। ଇଭିଏମ ଅଚଳକୁ ନେଇ ରାଗିଗଲେ ଲୋକେ । ଫଳରେ ମୁହାଁମୁହିଁ ହେଲେ ଭୋଟର ଓ ପୋଲିସ ।…

ନିଜ ମନ ପସନ୍ଦର ନେତା ବାଛୁଛନ୍ତି ଜନତା, ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ମତଦାନ

ଭୁବନେଶ୍ବର: ଭୋଟ ଦେଉଛି ଓଡିଶା । ରାଜ୍ୟର ୬ଟି ଲୋକସଭା କ୍ଷେତ୍ରରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ । ଏହାରି ଭିତରେ ସକାଳ ୯ଟା ସୁଦ୍ଧା  ୭.୪୩ ପ୍ରତିଶତ ମତଦାନ ଗ୍ରହଣ କରାଯାଇଛି । ରାଜ୍ୟରେ ଜାରି ରହିଛି ତୃତୀୟ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟ ମତଦାନରେ ରାଜଧାନୀ ଭୁବନେଶ୍ବର…

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟିଂ; ୧୧ଟା ସୁଦ୍ଧା ୨୧ ପ୍ରତିଶତ ମତଦାନ

ଭୁବନେଶ୍ଦର: ଦ୍ବିତୀୟ ପର୍ଯ୍ୟାୟ ଭୋଟିଂରେ ସକାଳ ୧୧ ଟା ସୁଦ୍ଧା ୨୧ ପ୍ରତିଶତ ଭୋଟ ଗ୍ରହଣ କରାଯାଇଛି । ତେବେ ସକାଳ ୯ଟା ସୁଦ୍ଧା ୬.୯୯ ଭୋଟ ଗ୍ରହଣ କରାଯାଇଥିବା ବେଳେ ଏବେ ଏହା ପାଖାପାଖି ୨୧ ପ୍ରତିଶତ ମତଦାନ ଗ୍ରହଣ କରାଯାଇଛି । ସବୁଠୁ ଅଧିକ ସୁନ୍ଦରଗଡ ବଣେଇ ନିର୍ବାଚନ ମଣ୍ଡଳୀରେ ୩୫…

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ: ଆଜି ଶେଷ ହେବ ପ୍ରଚାର, ସରିଲାଣି ସମସ୍ତ ପ୍ରସ୍ତୁତି

ଭୁବନେଶ୍ବର: ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ । ଏଥିପାଇଁ ସରିଲାଣି ସମସ୍ତ ପ୍ରସ୍ତୁତି । ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ସେ କହିଛନ୍ତି, ‘ଆସନ୍ତା ମେ ୨୦ରେ ହେବ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ଯାହା ମଧ୍ୟରେ…

ପ୍ରଚାର ବେଳେ ବିଜେପି କର୍ମୀଙ୍କୁ ମାଡ

ଭଞ୍ଜନଗର : ନିର୍ବାଚନ ପ୍ରଚାର ବେଳେ ବିଜେପି କର୍ମୀଙ୍କୁ ଆକ୍ରମଣ । ତିଲିସିଙ୍ଗା ଗାଁରେ ବିଜେପି ଓ ବିଜେଡି ଉଭୟ ଦଳର ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର ଚାଲିଥିଲା । ଏହାରି ଭିତରେ ଦୁଇ ଦଳ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଦୁଇ ଦଳ ହାତାହାତି ସମୟରେ ବିଜେଡି କର୍ମୀଙ୍କ…

ମାଙ୍କଡ ହାତରେ ଶାଳଗ୍ରାମ କହି ରାଜ୍ୟ ସରକାରଙ୍କୁ ତାଚ୍ଛଲ୍ୟ କଲେ ଧର୍ମେନ୍ଦ୍ର

ଭୁବନେଶ୍ବର: ମାଙ୍କଡ ହାତରେ ଶାଳଗ୍ରାମର ଉଦାହରଣ ଦେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ଲୋକସଭା ଆସନର ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ନିଜର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ପାଇଁ ପ୍ରେସମିଟ କରିଛି ବିଜେପି । ଯେଉଁଥିରେ…

ଇଭିଏମରେ ତ୍ରୁଟି ପାଇଁ ନିଲମ୍ବିତ ଦୁଇ ପୋଲିଂ ଅଫିସର

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ପର୍ଯ୍ଯାୟ ମତଦାନ ବେଳେ ଇଭିଏମରେ ତ୍ରୁଟି ଆସିଥିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଦୁଇ ପୋଲିଂ ଅଫିସର। ଭୋଟିଂ ପ୍ରକ୍ରିୟାରେ ବିଳମ୍ବ ହେବାରୁ ଦୁଇ ପୋଲିଂ ଅଫିସରଙ୍କୁ ନିଲମ୍ବିତ କରିଛନ୍ତି ନିର୍ବାଚନ କମିଶନ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ…