Latest Odisha News

BREAKING NEWS

Browsing Category

ସ୍ୱତନ୍ତ୍ର ଦିନ

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ, ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି…

ଦେଶ ପାଳୁଛି ୭୭ ତମ ସ୍ଵାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲଗାତାର ୧୦ମ ଥର ପାଇଁ ଲାଲକିଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…

ସ୍ୱାଧୀନ ଭାରତର ଇତିହାସ : ଆସନ୍ତୁ ପୁଣି ଥରେ ମନେପକାଇବା ବିତି ଯାଇଥିବା ସେହି ଦିନ

ଭୁବନେଶ୍ଵର: ସ୍ୱାଧୀନତା ଦିବସ ବା ଅଗଷ୍ଟ ୧୫। ଭାରତବାସୀ ପାଳନ କରୁଛନ୍ତି ଅମୃତ ମହୋତ୍ସବ। ଏଥିପାଇଁ ସାରା ଦେଶ ସଜେଇ ହୋଇଛି । ଏହି ଦିନରେ ହିଁ ଭାରତବାସୀ ମୁକ୍ତ ହୋଇଥିଲେ ଇଂରେଜ ସରକାରଙ୍କ କବଳରୁ। ସେଥିପାଇଁ ତ ଖୁସିରେ ପାଳନ କରାଯାଏ ଏହି ଦିନଟିକୁ। ଏହି ଦିନଟିକୁ ଆମେ ସିନା ଖୁସିରେ ପାଳନ…

ମୋ କଲେଜ ଅଭିଯାନ ଓ ଏନ. ଏସ.ଏସ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳନ

କଟକ : ମହାନଦୀ ବିହାର ମହିଳା ସ୍ନାତକ ମହାବିଦ୍ୟାଳୟର ମୋ କଲେଜ ଅଭିଯାନ ଓ ଏନଏସଏସ ମିଳିତ ଉଦ୍ୟମରେ ବିଶ୍ଵ ପରିବେଶ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ପ୍ରବନ୍ଧ ପ୍ରତିଯୋଗୀତାରେ ପ୍ରଥମ ପ୍ରତିଶ୍ରୁତି ନାୟକ, ଦ୍ୱିତୀୟ ଦୀପ୍ତିମୟୀ ପାଣି ଓ ତୃତୀୟ ସ୍ୱାତୀ ସଂଘମିତ୍ରା ଦାସଙ୍କୁ…

ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ତମ ପ୍ରତିଷ୍ଠା ଦିବସ ପାଳୁଛି ରାଜଧାନୀ ଭୁବନେଶ୍ବର । ୧୯୪୮ରେ ଏପ୍ରିଲ ୧୩ରେ ମନ୍ଦିର ମାଳିନୀ ସହର ଭୁବନେଶ୍ବର ଓଡ଼ିଶାର ରାଜଧାନୀ ହୋଇଥିଲା । ଏଭିତରେ ଅନେକ ବଦଳିଛି ଭୁବନେଶ୍ବର । ବିକାଶ ବହୁତ ଆଗକୁ ଯାଇଛି । ତଥାପି ଅନେକ…

ରଞ୍ଜନ ପ୍ରଧାନ ପାଇବେ ‘ଅକ୍ଷୟ ଚନ୍ଦ୍ର ରାୟ ସ୍ମାରକୀ ଉପନ୍ୟାସ’ ପୁରସ୍କାର

ଭୁବନେଶ୍ୱର : ଲେଖକ ରଞ୍ଜନ ପ୍ରଧାନଙ୍କ ଚଳିତ ବର୍ଷ ପାଇଁ 'ଅକ୍ଷୟ ଚନ୍ଦ୍ର ରାୟ ସ୍ମାରକୀ ଉପନ୍ୟାସ ପୁରସ୍କାର' ପାଇବେ ବୋଲି ପ୍ରତିଭା ରାୟ ଟ୍ରଷ୍ଟ ଏବଂ ଆଦ୍ୟ ପ୍ରକାଶନୀ ପକ୍ଷରୁ ସୂଚନା ଦିଆଯାଇଛି। ପୁରସ୍କାର ସ୍ୱରୂପ ଶ୍ରୀ ପ୍ରଧାନଙ୍କୁ ମାନପତ୍ର, ସ୍ମାରକୀ, ଉତ୍ତରୀୟ ଏବଂ ପଚାଶ ହଜାର ହଜାର…

ରାଜ୍ୟ ସ୍ତରୀୟ ଉତ୍କଳ ଦିବସ ପାଳିତ

ଭୁବନେଶ୍ୱର : ଉତ୍କଳ ଦିବସ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ, ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।…