Latest Odisha News
Browsing Category

ଆଲେଖ

ବାହୁଡ଼ିବ କି ବୋହୂଚୋରି?

(ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’) ଅନେକ ଦିନ ପରେ ଏଥର ମୁଁ ଗାଁକୁ ଯାଇଥିଲି । ଗାଁରେ ପହଞ୍ଚିଲା ବେଳକୁ ବେଳ ନଇଁ ଆସୁଥିଲା। ଗାଁ ଛକରେ ବସରୁ ଓହ୍ଲାଇଲା ବେଳକୁ ବଡ଼ ଉତ୍କଣ୍ଠାର ସହିତ ଅପେକ୍ଷା କରିଥିଲେ ମୋ ସାନଭାଇ ଆଉ ଭଣଜା । ଭଣଜାର ନାଁ ଯଦିଓ ଧର୍ମଦତ୍ତ, ମୋ ବାପା…

ଅବହେଳିତ କୃଷି ଉଦ୍ୟୋଗ

ଯେଉଁ ଦେଶର କୃଷକ ଯେତେ ସମୃଦ୍ଧ ସେ ଦେଶର ଅର୍ଥନୀତି ସେତେ ସୁରକ୍ଷିତ । କାରଣ ଦେଶର ଅର୍ଥନୀତି ଓ ମୋଟ ରାଜ୍ୟ ଘରୋଇ ଉତ୍ପାଦ (ଜିଏସ୍‌ଡିପି)ର ମୂଳଦୂଆ ହେଉଛି କୃଷି । ଓଡ଼ିଶା ଖଣିଜ ସମ୍ପଦ, ଜଙ୍ଗଲ ସଂରକ୍ଷଣ ଏବଂ କୃଷି ଉତ୍ପାଦନ ପାଇଁ ଜଣାଶୁଣା । ନବରଙ୍ଗପୁର ଏସିଆର ସବୁଠାରୁ ବଡ଼ ମକା…

ସ୍କୁଲ ବନ୍ଦ ଏକ ଭୀଷଣ ଷଡ଼ଯନ୍ତ୍ର

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ରାଜ୍ୟ ସରକାର ପୁଣି ଥରେ ସ୍କୁଲ ବନ୍ଦ କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଏଥର ଉଚ୍ଚ ବିଦ୍ୟାଳୟ ବନ୍ଦ କରିବା ପାଇଁ ସରକାରୀ ସ୍ତରରେ ଫାଇଲ୍‍ କାମ ଆରମ୍ଭ ହୋଇଛି । ରାଜ୍ୟରେ ୧୦୦୦ରୁ ଅଧିକ ଉଚ୍ଚ ବିଦ୍ୟାଳୟ ବନ୍ଦ…

ପରିସଂଖ୍ୟାନ ମାୟାଜାଲରେ ଶିକ୍ଷାବ୍ୟବସ୍ଥା

କରୋନା ମହାମାରୀ ଯୋଗୁଁ ସବୁ ବର୍ଗର ଲୋକମାନେ ବିପର୍ଯ୍ୟସ୍ତ ହୋଇପଡ଼ିଛନ୍ତି । ଏପରିକି ଦେଶର ଭବିଷ୍ୟତ କୁହାଯାଉଥିବା ଛାତ୍ରଛାତ୍ରୀମାନେ ନିଜର ପାଠପଢ଼ା ପାଇଁ ବହୁ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । କିନ୍ତୁ କରୋନା ସମୟରେ କୌଣସି ବିଦ୍ୟାର୍ଥୀ ଅନଲାଇନ ଶିକ୍ଷାଦାନରୁ ବଞ୍ଚିତ ହୋଇନାହାନ୍ତି ବୋଲି…

ନିର୍ବାଚନ ରାଜନୀତି ହିନ୍ଦୁତ୍ୱରେ ପରିଣତ

ପାଞ୍ଚଟି ରାଜ୍ୟରେ ନିର୍ବାଚନ ପ୍ରଚାର ଏବେ ସରଗରମ ହେବାରେ ଲାଗିଛି । ପ୍ରଚାରରୁ ସ୍ପଷ୍ଟ ହେଉଛି ଯେ ଏବେ ଭାରତୀୟ ରାଜନୀତିରେ ଧ୍ରୁବୀକରଣ ହେଉଥିବା ହିନ୍ଦୁ ମତଦାତାମାନଙ୍କୁ ନିଜ ଆଡ଼କୁ ଟାଣି କ୍ଷମତା ହାସଲ ପାଇଁ ବିଭିନ୍ନ ରାଜନୈତିକ ଦଳ ପ୍ରୟାସ ଚଳାଇଛନ୍ତି । ହିନ୍ଦୁ ଧର୍ମର ଦେବତାଙ୍କୁ ପୂଜା…

ଯୋଗ୍ୟନେତାରହିତ ଜନଗଣ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଲୋକ ଅନେକ । ଏଇ ପୃଥିବୀରେ ପାଖାପାଖି ଆଠଶହ କୋଟି ଲୋକ । ସରକାରୀ ହିସାବ ସବୁବେଳେ ଭୁଲ । ଆତ୍ମସ୍ୱାର୍ଥ ସର୍ବସ୍ୱ କର୍ମଚାରୀମାନେ ନିଜ ପ୍ରେମରେ ବୁଡିରହି ପ୍ରକୃତ ଜନଗଣନା କରନ୍ତି ନାହିଁ । ଏ ପର୍ଯ୍ୟନ୍ତ ଆଫଗାନିସ୍ଥାନର ଲୋକସଂଖ୍ୟା କଳନା…

ହୃଦସ୍ପନ୍ଦନ ବନ୍ଦ କରୁଛି ‘ହୁକ୍କା’

ବଦଳୁଛି ଲାଇଫ ଷ୍ଟାଇଲ । ନୂଆ ନୂଆ ଏକ୍ସପେରିମେଣ୍ଟ କରିବା ପାଇଁ ଆଗଭର ହେଉଛନ୍ତି ଯୁବପୀଢି । ଆଉ ଏହି ସମୟରେ ନିଶାର ଜାଲରେ ଫସିଯାଉଛନ୍ତି ଯୁବାବର୍ଗ । ଯୁବାବର୍ଗଙ୍କୁ ଆକୃଷ୍ଟ କରିବା ପାଇଁ ଦ୍ବୈତନଗରୀରେ ଖୋଲିଚାଲିଛି ଶହ ଶହ ହୁକ୍କା ବାର । କାରଣ ଏହିକିଛି ବର୍ଷ ହେବ ବଦଳିଲାଣି ନିଶାର…

ମାଗଣା ଖିଆ

(ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’) ବୃନ୍ଦାବନ ବାଡ଼ତ୍ୟାଙ୍କ ପାଞ୍ଚ ପୁଅ । ସବା ସାନକୁ ୧୭ ବର୍ଷ, ଆଉ ସବା ବଡ଼କୁ ୨୩ । ତା ମାନେ କହିବାକୁ ଗଲେ ବର୍ଷେ ଲେଖାଏଁ ଅନ୍ତରରେ ପାଞ୍ଚ ପୁଅ ଜନ୍ମ ଦେଇଥିଲେ ବୃନ୍ଦାବନଙ୍କ ସ୍ତ୍ରୀ । ଖାଲି ସେତିକି ନୁହେଁ, ବଡ଼ ପୁଅ ଆଗରୁ ଦୁଇଟା…

ଧନ୍ୟ ତୁ ଗୁଣ୍ଡୁଚିମୂଷା

ଗୁଣ୍ଡୁଚିମୂଷା-କ୍ଷୁଦ୍ର ପ୍ରାଣୀଟିଏ, ନିରିହବି । କିନ୍ତୁ ତା’ ନାଁଟି ଶୁଣିଲେ ବା ତାକୁ ଦେଖିଲେ, ସ୍ୱତଃଶ୍ରୀରାମଚନ୍ଦ୍ରଙ୍କର ସେତୁନିର୍ମାଣ ଦୃଶ୍ୟ ଭାସିଉଠେ । ମାତା ସୀତାଙ୍କ ସନ୍ଧାନ ପାଇବା ପରେ ଲଙ୍କାକୁ ଯିବା ପାଇଁସେତୁ ନିର୍ମାଣରେ ବାନରସେନା ପ୍ରାଣମୂର୍ଚ୍ଛା ଲାଗିପଡିଛନ୍ତି । ବଡବଡ…

ଅପହଞ୍ଚ ଗାଁ ସବୁର ଗପ

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ମଙ୍ଗଳ ଗ୍ରହରେ କଣ ଅଛି ଜାଣିବା ପାଇଁ ଆମେ ଉପଗ୍ରହ ପଠାଇ ସାରିଛୁ । ଓଡ଼ିଶାରେ ପ୍ରତି ଘର ପକ୍କା, ଗାଁ ସବୁ ସଂଯୁକ୍ତ ଓ ବିକାଶ ପଥରେ ବୋଲି ଅନେକ ବିଜ୍ଞାପନ ଖବରକାଗଜରେ ପ୍ରକାଶ ପାଇଛି । ଯାହା ଏକ ରଙ୍ଗୀନ ଚିତ୍ର ଆମ ଆଗରେ…