Latest Odisha News
Browsing Category

ଆଲେଖ

ମାତୃ ମୃତ୍ୟୁହାର ଓ ଅସୁରକ୍ଷିତ ଗର୍ଭପାତ

ପ୍ରୀତିଛନ୍ଦା ଧଳଙ୍କ ନିୟମିତ ସ୍ତମ୍ଭ ‘ପ୍ରୀତିଲେଖା’ ନିକଟରେ ରିଲିଜ ହୋଇଛି ଡ଼କ୍ଟର ଜୀ ସିନେମା । ସିନେମାଟି ଦେଖିଲା ବେଳେ କିଛି ସିନର ଚିତ୍ର ପୁରା ଆମ ସମାଜରେ ଘଟୁଥିବା କିଛି ଘଟଣାକୁ ଯେମିତି ଦେଖlଯାଉଛି ତାହା ଲାଗୁଥିଲା। ସିନ ପରେ ସିନ ମତେ ଯୋଡି ଦେଉଥିଲା ଏକସତ ଘଟଣା ସହିତ ।…

ବଉଳର ଅଭିମାନ

ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’ କବିତାର ଗାଁ ଜଗନ୍ନାଥପୁରରେ ସ୍କୁଲ ନଥିଲା। ସେଥିପାଇଁ ତାକୁ ପ୍ରାୟ ଚାରି କିଲୋମିଟର ଚାଲି ଚାଲି ପାଖ ଗାଁ ରାମପୁରକୁ ଯିବାକୁ ପଡୁଥିଲା। ଅବଶ୍ୟ ସେ ଏକା ଯାଉନଥିଲା ସ୍କୁଲ। ତା ସାଙ୍ଗରେ ତା ଗାଁରୁ ଆହୁରି ଅନେକ ପିଲା ଯାଉଥିଲେ।…

ଆନ୍ତର୍ଜାତୀୟ ରିପୋର୍ଟ ଓ ଭାରତ ସରକାର

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ : ‘ସମୟର ସ୍ୱର’…  ସଦ୍ୟ ପ୍ରକାଶିତ ବିଶ୍ୱ କ୍ଷ଼ୁଧା ସୂଚକାଙ୍କ ଅର୍ଥାତ୍ ଗ୍ଲୋବାଲ୍ ହଙ୍ଗର ଇଣ୍ଡେକ୍ସରେ ୧୨୧ଟି ଦେଶ ମଧ୍ୟର଼ୁ ଭାରତ ୧୦୭ତମ ସ୍ଥାନରେ ଅଛି । ଭାରତ ତଳକ଼ୁ ବିଶ୍ୱର ମାତ୍ର ୧୪ଟି ଦେଶ ଅଛନ୍ତି । ବାଂଲାଦେଶ, ନେପାଳ ପରି ଦେଶ ମଧ୍ୟ…

ଜୀବନ ସଂଗ୍ରାମର ସ୍ୱାଧୀନତା କ’ଣ ?

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…  ବିଦେଶର ବନ୍ଦୀବଖରାରେ ମିଆଦ ପୂରିଯିବା ପରେ ମୁକ୍ତଭାରତର ଜନଗଣ ଯେଉଁ ନୂଆ ସକାଳର ଚେହେରା ଦେଖିବେ ବୋଲି ରାତି ବାରଟାରେ ସ୍ୱପ୍ନ ଦେଖୁଥିଲେ, ସେ ସ୍ୱପ୍ନ କୁହୁଡି କେବଳ । ଗାନ୍ଧୀଙ୍କ ଦ୍ୱାରା ଜୀବନ୍ୟାସ ପାଇଥିବା କଂଗ୍ରେସ୍ ଦଳକୁ…

ପିଲାଙ୍କ ନିକଟରେ ହିଂସାର ପ୍ରାଦୁର୍ଭାବ

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ ସଂପ୍ରତି ବିଶ୍ୱରେ କିଶୋରମାନେ ଅଧିକ ହିଂସ୍ର ପାଲଟି ଯାଇଛନ୍ତି । ପ୍ରତ୍ୟହ କେଉଁଠି ନା କେଉଁଠି ସେମାନଙ୍କର ଆକ୍ରମଣାତ୍ମକ ରୁଦ୍ର ରୂପ ଦେଖିବାକୁ ବା ଶୁଣିବାକୁ ମିଳୁଛି । ଏଭଳି ରେଫରେନ୍ସକୁ ପ୍ରମାଣ କରୁଥିବା ଅନେକ ଘଟଣା ଅଛି । କୁହାଯାଉଛି ମୋବାଇଲ୍…

ରାଜନୀତି ଆଜି କୁବେରକୃତ କୁଚକ୍ର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…  କଳାଟଙ୍କାର ବସ୍ତା ଉଠାଇଚାଲୁଥିବା ଧଳାହାତୀମାନଙ୍କ ଗୋଦରା ଗୋଡ ତଳେ ଦଳାଚକଟା ଖାଇ ଖାଇ ଆମ ଗଣତନ୍ତ୍ର ଆଜି ରକ୍ତବାନ୍ତି କରୁଛି ! ଏ ରକ୍ତବାନ୍ତିର ରାଜନୀତି ସହର ସଡକରୁ ଗଡିଆସୁଛି ଗାଆଁ ଗଡଜାତକୁ । ଏବକୁ ଏବେ ଗରିବ ଗ୍ରାମବାସୀ ଓ…

ବେଗବାନ୍ ଜୀବନ

ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’ ପ୍ରଫେସର ସଞ୍ଜୟ ଉପାଧ୍ୟାୟଙ୍କ କୋଠରୀ ଭିତରକୁ ଅନୁମତି ମାଗି ପଶିଆସିଲେ ତିନିଜଣ ସ୍ନାତକ ଶ୍ରେଣୀର ଛାତ୍ରୀ। ଏବେ ସ୍ନାତକ ଦ୍ୱିତୀୟ ବର୍ଷରେ ପଢୁଛନ୍ତି ସେମାନେ। କ୍ଲାସ୍ ସରିଆସିବା ବେଳ ହେଲାଣି। ଏବେ ପିଲାମାନେ ଘରକୁ ଯିବା କଥା। ଏମିତି…

ବିକାଶର ଅସଲ ସ୍ୱରୁପ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ : ‘ସମୟର ସ୍ୱର’…  ସାରା ଦେଶରେ ଏବେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରାଯାଉଥିବା ବେଳେ ବିକାଶର ଶିଡ଼ିରେ ଆମ ରାଜ୍ୟ ଓଡ଼ିଶା ଆଗକୁ ଆଗକୁ ଯାଉଛି ବୋଲି ବାରମ୍ବାର ଦାବୀ କରାଯାଉଛି ଓ ଭିନ୍ନ ଭିନ୍ନ ରିପୋର୍ଟରେ ମଧ୍ୟ ତାହା ପ୍ରତିଫଳିତ ହେଉଛି ।…

ସବୁଆଡେ ଶସ୍ତା ସ୍ଲୋଗାନ୍‌

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…  କୃଷିପ୍ରଧାନ ଭାରତବର୍ଷରେ ମର୍ଯ୍ୟାଦାସମ୍ପନ୍ନ ବଞ୍ଚିବାର ବାଟକୁ ବଦଳାଇ ଦେଇସାରିଛନ୍ତି ଗଣତାନ୍ତ୍ରିକ ଗର୍ଦ୍ଦଭ ଓ ଅର୍ଥନୈତିକ ଅଥର୍ବମାନେ । ସାତସାତଟା ଦଶନ୍ଧି ଧରି ଏମାନେ ମିଳିମିଶି ପ୍ରଗତିର ପରିଭାଷା ପ୍ରସ୍ତୁତ କରିଛନ୍ତି…

ସୌଭାଗ୍ୟବତୀ

ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’ ବାପା ମାଆଙ୍କ ପ୍ରଥମ ସନ୍ତାନ ସେ। ହେଲେ ଝିଅଟା। ସେ କାଳରେ ଝିଅଟା ବୋଲି କହିଲେ, ସମସ୍ତଙ୍କ ନାକ ଟେକି ହେଇଯାଉଥିଲା। ଲୋକେ ନାହିଁ ନଥିବା କଥା କହୁଥିଲେ। ନାହି ନାଡ଼ କଟା ନହଉଣୁ ଗାଁ ମାଇପେ ହୁରି ପକାଇ ଦେଉଥିଲେ, ସେ ଅମୁକ ଲୋକର…