Latest Odisha News

BREAKING NEWS

Browsing Category

ଆଲେଖ

ଦାସିଆ ନଡ଼ିଆ ସିନା ତୋତେ ବଢିଆ…

ସେ ହେଉଛନ୍ତି ସାକାର ରୂପୀ ପୂର୍ଣ୍ଣବ୍ରହ୍ମ, ସେ ନିରାକାର ସେ ଶୂନ୍ୟବ୍ରହ୍ମ । ସେ ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ । ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକ୍ଷେତ୍ର ଧାମରେ ରହି ଭକ୍ତମାନଙ୍କୁ ବିଭିନ୍ନ ରୂପରେ ତଥା ପରିସ୍ଥିତିରେ ଦର୍ଶନ ଦେଇଛନ୍ତି । ଶ୍ରଦ୍ଧାଳୁଙ୍କ ଦୁଃଖ ଯାତନା ତଥା…

ଭାରତ ଚୀନ୍ ସହିତ ବ୍ୟାବସାୟିକ ସଂପର୍କ ଛିନ୍ନ କରିପାରିବ କି?

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଭାରତର ସୀମା ଭିତରକୁ ଚୀନ୍‌ର ଅନୁପ୍ରବେଶ ଓ ସେଥିପାଇଁ କୋଡ଼ିଏ ଜଣ ଭାରତୀୟ ଜବାନ୍ ଶହୀଦ୍ ହେବା ପରେ ଭାରତ ଓ ଚୀନ୍ ମଧ୍ୟରେ ସଂପର୍କ ଅତ୍ୟନ୍ତ ତିକ୍ତ ହେବାରେ ଲାଗିଛି । ଏପରି ପରିସ୍ଥିତିରେ ସାଧାରଣ ଭାରତୀୟଙ୍କ ମଧ୍ୟରେ ଚୀନ୍ ପ୍ରତି…

ଓଡିଆ ପାଞ୍ଜି ଓ ଶେଖ୍ ଅମିନୁଲ୍ ଇସଲାମ୍; ସମନ୍ୱୟ ଓ ସଂହତିର ଜୀବନନାମା

ପ୍ରତି ମଙ୍ଗଳବାର କେଦାର ମିଶ୍ରଙ୍କ ନିୟମିତ ସ୍ତମ୍ଭ: ମିଶ୍ରରାଗ ଓଡିଆ ପାଞ୍ଜିର କଥା ଉଠିଲେ ଆଉ ଦୁଇଟି ନାଁ ଆପେ ଆପେ ଚର୍ଚ୍ଚାକୁ ଚାଲିଆସେ- ଚନ୍ଦ୍ରଶେଖର ସିଂହ ସାମନ୍ତ ଓରଫ୍ ପଠାଣୀ ସାମନ୍ତ ଓ ଓଡିଶା କୋହିନୂର୍ ପ୍ରେସ୍ । ପାଞ୍ଜିର ଗଣକ ଓ ସଂକଳକ ନୈଷ୍ଠିକ ହିନ୍ଦୁ ହୋଇଥିବାବେଳେ ଏହାର…

ଅର୍ଥନୀତିର ଅର୍ଥାନ୍ତର…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଦୁନିଆ ଦୋହଲା ଦୁଃଖ କଷ୍ଟ ବେଦନା ଆଉ ଯାତନାର ଜୂପକାଠରେ ବଳିପଡିବାକୁ ଯାଉଥିବା ଅର୍ଥନୀତି ଏବେ ବଦଳାଇଦେବ ତା’ର ଚିର ପରିଚିତ ସଂଜ୍ଞା । ଜୀବନଶୈଳୀର ଅଦ୍ଭୁତପୂର୍ବ ପରିବର୍ତ୍ତନ ଆଜି ଅର୍ଥନୀତିକୁ ତା’ର ସଂଜ୍ଞା ପରିବର୍ତ୍ତନ ପାଇଁ ବାଧ୍ୟ…

ଘୋଷ ଯାତ୍ରା ଓଡିଆ ସ୍ୱାଭିମାନର ପ୍ରତୀକ

ମୁଁ  ଭକ୍ତ ସାଲବେଗ ନୁହେଁ, ନା ମୁଁ ବଳରାମ ଦାସ, ନା ଦାସିଆ ବାଉରୀ, ନା ଗଣମାଧ୍ୟମରେ ସିଧା ପ୍ରସାରଣର ଭାଷ୍ୟକାର, ନା ମୁଁ ମହାପ୍ରଭୁଙ୍କୁ ରତ୍ନ ବେଦୀରେ ଅଟକାଇ ଦେବି। ହେଲେ ମହାପ୍ରଭୁଙ୍କ ସଙ୍ଗେ କିଛି ନିଜର ଭାବ ଅବା ଅଭିମାନ ଥିବା ହେତୁ ଇଚ୍ଛା ହେଲା କିଛି ପରିପ୍ରକାଶ କରିବା ପାଇଁ।…

ଛଳନା ଓ ବର୍ବରତାର ଅନ୍ୟନାମ କମ୍ୟୁନିଷ୍ଟ ଚୀନ୍

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ ଭାରତର ନୂଆ କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ପୂର୍ବରେ ଅବସ୍ଥିତ ସାମରିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ଗଲୱାନ୍‌ ନଦୀ ଉପତ୍ୟକାକୁ କବ୍ଚାକରିବା ଲକ୍ଷ୍ୟରେ ଚୀନ୍ ଜୁନ୍ ୧୫ତାରିଖ ଦିନ ଯେଉଁ ଖଳବୁଦ୍ଧି ପ୍ରୟୋଗକଲା ତାହା ଦେଶବାସୀଙ୍କୁ…

ଅନାଦର ନୁହେଁ, ଗ୍ରହଣ କରନ୍ତୁ…

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଶୀର୍ଷକଟି ଶୁଣିବାକୁ ଟିକେ ଅଲଗା ଲାଗୁଛି । ହେଲେ ଏହାର ମର୍ମକୁ ବୁଝିଲେ ଆପଣ ବି ଏଇ କଥାକୁ ଦୋହରାଇବେ । ପୂର୍ବରୁ ଆପଣଙ୍କ ଠାରେ ଚାଷୀର ମର୍ମବେଦନାକୁ ନିଜ ପାରୁ ପର୍ଯ୍ୟନ୍ତ ଉପସ୍ଥାପନ ବି କରିଛି । ତେବେ ଏଇ…

ଦୈନନ୍ଦିନ ଜୀବନରେ ଯୋଗର ଉପକାରିତା

(ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଯୋଗଗୁରୁ ଦୀପକ ରଞ୍ଜନ ବେହେରାଙ୍କ ଆଲେଖ) ମନୁଷ୍ୟ ଶରୀର ରୋଗର ମନ୍ଦିର, ମନୁଷ୍ୟର ଦେହ ଅଛି ଅର୍ଥାତ୍ କିଛି ନା କିଛି ରୋଗ ରହିଛି । ମନୁଷ୍ୟ ଶରୀରରେ ଅନେକ ପ୍ରକାରର ଛୋଟ ବଡ ରୋଗର ଲକ୍ଷଣ ଦେଖିବାକୁ ମିଳିଥାଏ । କିନ୍ତୁ ଯଦି ଆମ ଜୀବନଧାରାରେ ପ୍ରତ୍ୟେକ ଦିନ…

‘ମୁଁ’ ସେଇ ‘ଦେହୀ’ କି ?

ସକାଳୁ ଟି.ଭି. ବା ରେଡିଓ, ଏପରିକି ଫୋନ୍ କଲେ ‘ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ, ମାସ୍କ ପିନ୍ଧନ୍ତୁ, ବାର ବାର ସାବୁନ୍‌ରେ ହାତ ଧୁଅନ୍ତୁ’- ଏହି ମର୍ମରେ ବାକ୍ୟଗୁଡିଏ ଏବେ ଶୁଣିବାକୁ ମିଳୁଛି । ଏହା ‘କରୋନା’ର ଦାନ । ସମସ୍ତଙ୍କ ଭଲ ପାଇଁ ସମସ୍ତଙ୍କୁ ଏ କଥା କୁହାଯାଉଛି । ଖୁବ୍ ଭଲ କଥା…

ମାନସିକ ବିଷାଦ, ଆମେ ଓ ସୁଶାନ୍ତ ରାଜପୁତ

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ପାର୍ଥ ବୋଲି ମୋର ସାନ ଭାଇଟେ ଅଛି । ଗଲାବର୍ଷ ଆମେ ହାଇଦ୍ରାବାଦ ଯାଇଥାଉ । ସେ ଯେଉଁ ବିଶ୍ୱବିଦ୍ୟାଳୟରେ ପଢୁଥିଲା, ସେ ବିଶ୍ୱବିଦ୍ୟାଳୟ ବୁଲିବାକୁ ଗଲୁ । ବୁଲୁଥିବା ବେଳେ ଅଚାନକ ମୁଁ ୨୦୧୭ ମସିହାରେ ଯେଉଁ ମାନସିକ…