Latest Odisha News

BREAKING NEWS

Browsing Category

ଆଲେଖ

ଯେତେବେଳେ ଯାହା ଇଚ୍ଛା

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ଯେତେବେଳେ କେହି ବିରୋଧୀ ନ ଥାଆନ୍ତି ଓ ମହାମାରୀର ଭୟରେ କେହି କିଛି କହିବାକୁ ପ୍ରସ୍ତୁତ ନ ଥାଆନ୍ତି, ସେତେବେଳେ ଯାହା ଇଚ୍ଛା କରିହୁଏ । ଯେମିତି ବାଗରେ ଇଚ୍ଛା ନିଷ୍ପତ୍ତି ନେଇହୁଏ । ଯେମିତି ଢଙ୍ଗରେ ଲୋକଙ୍କୁ କଲବଲ…

କରୋନା ମହାମାରୀ ଓ ଶ୍ରୀଜୀଉଙ୍କ ରଥଯାତ୍ରା…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ସମଗ୍ର ବିଶ୍ୱର ଧର୍ମୀୟ ମର୍ତ୍ତ୍ୟ ବୈକୁଣ୍ଠ ଶ୍ରୀକ୍ଷେତ୍ରରେ ଲାଗି ରହିଛି ବାର ମାସରେ ତେର ଯାତ୍ରା । ବର୍ଷ ତମାମ ବଡ ଦେଉଳ ଭିତରେ ଏବଂ ବାହାରେ ଲାଗି ରହିଥାଏ ଦ୍ୱାଦଶ ଲୀଳା,…

ବଞ୍ଚିବାକୁ ହେବ ଭୂତାଣୁ ସହ

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ ଓଡ଼ିଶାରେ ମହାମାରୀ କୋଭିଡ-୧୯ ର ସଂକ୍ରମଣକୁ ରୋକିବା ଲାଗି ଦୀର୍ଘ ୬୮ ଦିନର ଲକ୍ ଡାଉନ୍ ଶେଷହେବ ମେ’ ୩୧ ତାରିଖରେ| ସାରା ଭାରତରେ ଏହି ଅବରୋଧ ମାର୍ଚ୍ଚ ୨୫ରୁ ଜାରି କରାଯାଇଥିବା ଯୋଗୁ ସଂକ୍ରମଣର ବ୍ୟାପ୍ତିକୁ ନିୟନ୍ତ୍ରଣ କରିବା ସମ୍ଭବ…

ଏଇ ତ ଜୀବନ !

ଅବ୍ୟକ୍ତାଦୀନି ଭୂତାନି ବ୍ୟକ୍ତମଧ୍ୟାନି ଭାରତ । ଅବ୍ୟକ୍ତନିଧନାନ୍ୟେବ ତତ୍ର କା ପରିବେଦନା ।। ୨/୨୮ ଶ୍ରୀଗୀତା ଜନ୍ମରୁ ଆରମ୍ଭ କରି ମୃତ୍ୟୁ ପର୍ଯ୍ୟନ୍ତ ଅବଧିକୁ ଜୀବନ ବୋଲି କୁହାଯାଏ । ଏଇ କାଳଖଣ୍ଡ ହିଁ ପ୍ରତ୍ୟେକଙ୍କର ଜୀବନ, ସେ ମନୁଷ୍ୟ ହେଉ ବା ପଶୁ, ସରିସୃପ ହେଉ ବା ଉଦ୍‌ଭିଦ ।…

ଆର.ଏନ.ଆର୍ – ୧୫୦୪୮ କିସମ ଧାନ ଚାଷ

ମାଟି ଆଉ ମଣିଷର ସର୍ମ୍ପକ ସତରେ ବେଶ ନିଆରା । ସେଇ ମାଟି ଉପରେ ଶ୍ୟାମଳ ଜମିରୁ ସୁବର୍ଣ୍ଣ ଫଳେଇପାରେ ଚାଷୀ । ସେଇଥିପାଇଁ ତ ସେ ଜାତିର ଅନ୍ନଦାତା । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ଭାବେ ଜଣାଶୁଣା । ଧାନ ହିଁ ଆମର ମୁଖ୍ୟ ଫସଲ ଅଟେ । ଓଡ଼ିଶାରେ ସାଧାରଣତଃ ଖରିଫ ରତୁରେ ଧାନ ଚାଷ କରାଯାଉଥିଲେ…

ଲକ୍ ଡାଉନ୍ ବିପତ୍ତିର ବିକଳ୍ପ: ଆଦିବାସୀ ସମାଜ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… କରୋନା ଭୂତାଣୁ ଯୋଗୁ ଦୀର୍ଘ ଦୁଇ ମାସ ଧରି ଜାରି ରହିଥିବା ଲକ୍ ଡାଉନ୍‌ରେ ସାରା ଦେଶ ସନ୍ତୁଳି ହୋଇଗଲାଣି । ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକମାନେ । ଦୋକାନ ବଜାର ବନ୍ଦ । ଛୋଟ ବେପାରୀ, ଉଠା ଦୋକାନୀ, ଗାଡ଼ି ଚାଳକ,…

ଚୁପ୍‍ ରୁହ…

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ଚୁପ୍‍ ରୁହ । ବାସ୍‍, ଚୁପ୍‍ ରହୁ । ମୁହଁ ଖୋଲନି କି କିଛି କୁହନି । କିଛି କହିବାର ଅଧିକାର ହିଁ ନାହିଁ । ସମ୍ବିଧାନ କି ବାକି ଅନୁସାରେ ମିଳିଥିବା ଅଧିକାର କଥା ତ ଆଦୌ କୁହନି । ଏବେ ଏଇମିତି ଅସମ୍ଭବ ପ୍ରକାର…

ପ୍ରତ୍ୟାବର୍ତ୍ତନର ପ୍ରଚ୍ଛଦପଟରେ ପ୍ରବଞ୍ଚିତ ପ୍ରବାସୀ ପ୍ରବାହ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ମୃତ୍ୟୁର ଭୟ ପାଖରେ ଆଉ ସବୁ ତୁଚ୍ଛ । କରୋନା ମହାମାରୀରେ ପାରିବାରିକ ଜୀବନ ସଂପୂର୍ଣ୍ଣ ବିଛିନ୍ନ ଓ ବିପନ୍ନ । ଏବେ ଜାତି, ଧର୍ମ, ବର୍ଣ୍ଣ ସବୁ ମିଛ । ଏମିତି ସମୟ ଆସିଛି - ପୁଅକୁ ମା’ ଘରେ ପୁରାଇ ଦେଉନି । ଭାଇକି ଭାଇ ମଧ୍ୟ ହତାଦାର…

କରୋନା ପରବର୍ତ୍ତୀ ସମୟରେ ବେକାରୀ ସମସ୍ୟା

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… କରୋନାର ଆତଙ୍କରେ ସାରା ବିଶ୍ୱ ଏବେ ଆତଙ୍କିତ । କରୋନା ଭୂତାଣୁକୁ ନେଇ କେବଳ ମଣିଷର ସ୍ୱାସ୍ଥ୍ୟ ପ୍ରଭାବିତ ହୋଇନି, ସାରା ଜନଜୀବନ ଠପ୍ ହୋଇଯାଇଛି । ସାରା ବିଶ୍ୱର ଅର୍ଥନୈତିକ ପରିସ୍ଥିତି ଉପରେ କରୋନା ମାଡ଼ ଖୁବ୍ ଜୋର୍‌ରେ ପଡ଼ିଛି ।…

ଶିଶୁ ପୁଣି କଲମ ଧରୁ, ହାତୁଡ଼ି ନୁହେଁ…

କ୍ଷୁଧା ମଣିଷର ଏକ ଅନିବାର୍ଯ୍ୟ ଆବଶ୍ୟକତା । ଜୀଇଁବା ପାଇଁ ପେଟରେ ଦାନା ଦି ମୁଠା ପଡ଼ିବା ନିହାତି ଜରୁରୀ । ଭୋକିଲା ପେଟରେ କିଏ ବା ରହିପାରିବ । ଦି ଗୁଣ୍ଡା ଖାଇଲେ ତ ଦି ଓଳି କାମ କରିବୁ । ଭୋକିଲା ପେଟରେ ନିରାଶ ମନରେ ସବୁକିଛି ଦୁଃର୍ବିସହ ଲାଗେ । ମଣିଷ ଆଶା ହରାଇବସେ । ଖାଇବା ଅର୍ଥାତ…