Latest Odisha News

BREAKING NEWS

Browsing Category

ଆଲେଖ

ଅଟୋଇମ୍ୟୁନ୍ ରୋଗ ଓ କୋଭିଡ୍‌-୧୯

ଚିକିତ୍ସା ଓ ସ୍ୱାସ୍ଥ୍ୟ ସମ୍ପର୍କୀତ ଡାକ୍ତର ଦୁର୍ଗା ପ୍ରସାଦ ମିଶ୍ରଙ୍କ ନିୟମିତ ସ୍ତମ୍ଭ: ଆରୋଗ୍ୟ ଆପଣମାନଙ୍କ ପାଇଁ ଯେଉଁମାନେ ମାସ୍କ ପିନ୍ଧିବାକୁ ଚାହାନ୍ତି ନାହିଁ କିମ୍ବା ଭାବନ୍ତି ଲୋକମାନେ କୋଭିଡ୍‌-୧୯ ପ୍ରତି ଅତ୍ୟଧିକ ପ୍ରତିକ୍ରିୟା କରୁଛନ୍ତି, ଦୟାକରି ମନେରଖନ୍ତୁ ଏବଂ ଯେଉଁମାନେ…

ପ୍ରବାସୀ ଶ୍ରମିକ ସମସ୍ୟାର ପରିଚାଳନା ଏକ ଆହ୍ୱାନ

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ କୋଭିଡ-୧୯ର ମୁକାବିଲା ଲାଗି କେନ୍ଦ୍ର ସରକାର ଯାତାୟତ ଉପରେ ୪୦ଦିନ ଲାଗି ସମ୍ପୂର୍ଣ୍ଣ ନିଷେଧାଦେଶ ଜାରିକରିବା ଯୋଗୁ ଦେଶ ଭିତରେ କାମକରୁଥିବା ବିଭିନ୍ନ ରାଜ୍ୟର ଶ୍ରମିକ କାର୍ଯ୍ୟ ହରାଇ ସମ୍ପୃକ୍ତ ଅଞ୍ଚଳଗୁଡ଼ିକରେ ଉପାୟଶୂନ୍ୟ ହୋଇ ଅଟକି…

‘ମଇ ଦିବସ’ର ମହନୀୟତା…

୧୮୮୧ ମସିହାରେ ଆମେରିକା ଶ୍ରମିକମାନଙ୍କର ଫେଡରେସନ ଗଠିତ ହୋଇଥିଲା । ତାର ମାତ୍ର ୨ ବର୍ଷ ପୂର୍ବରୁ ଏଡିସନ ବିଜୁଳି ଉଦ୍ଭାବନ କରିଥିଲେ । ଠିକ ତାର ୫ ବର୍ଷ ପୂର୍ବରୁ ଟେଲିଫୋନ ଉଦ୍ଭାବନ ହୋଇଥିଲା । ସେତେବେଳେ ଅଟୋ, aeroplane, ରେଡ଼ିଓ,ଟେଲିଭିଜନ, aircondition, computer, calculater…

ସୁରା ପାଣ୍ଠିରେ କରୋନା ଲଢ଼େଇ !

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ ବିନାଶକାରୀ କୋଭିଡ ସଂକ୍ରମଣର ମୁକାବିଲା ପାଇଁ ଏବେ ବିପୁଳ ପାଣ୍ଠି ଆବଶ୍ୟକ ପଡୁଛି| ଜି-୨୦ ଭଳି ବିଭିନ୍ନ ବହୁରାଷ୍ଟ୍ରିୟ ସଙ୍ଗଠନ ସଦସ୍ୟଭୂକ୍ତ ଦେଶଗୁଡ଼ିକୁ ଜରୁରୀ ସହାୟତାଦେବା ଲାଗି ଅର୍ଥବ୍ୟବସ୍ଥା କରୁଥିବା ବେଳେ ବିଶ୍ବରେ ଜାତୀୟ ତଥା…

ଅଥ ଅଥର୍ବ ଅର୍ଥନୀତି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏ ନିବନ୍ଧ ଲେଖିବା ପୂର୍ବରୁ ପଣ୍ଡିତ ବିଷ୍ଣୁ ଶର୍ମା ସଂସ୍କୃତରେ ଲେଖିଥିବା ଅଥ କୃଷ୍ଣସର୍ପ କଥା ମନେ ପକାଇଦେଉଛି । ଥରେ ଗୋଟିଏ ବେଙ୍ଗ ତା’ର ପରିବାର ଓ ସାଙ୍ଗ ସାଥୀ ମାନଙ୍କ ସହିତ କୂଅରେ ବାସ କରୁଥିଲା । ତା’ ପାଖ ସଂପର୍କୀୟମାନେ ତାକୁ…

କରୋନା: ଆରମ୍ଭରୁ ଆଜି ଯାଏଁ…

ରାତି ପାହିଲେ ଚାଲିଛି ଅଙ୍କ କଷା l ସ°କ୍ରମିତଙ୍କ ସ°ଖ୍ୟା କେତେ ବଢିଲା ! ମୃତକଙ୍କ ସ°ଖ୍ଯା କେତେ ହେଲା ! ଆଶଙ୍କାରେ କେତେ ଲୋକଙ୍କୁ ଏକାନ୍ତରେ ରଖାଗଲା, ଏମିତି ଅନେକ l ସାରା ପୃଥିବୀରେ ଏବେ ଭୟର ବାତାବରଣ l ସାରା ବିଶ୍ଵବାସୀ ଏବେ ଆତଙ୍କିତ l ପରମାଣୁ ଶକ୍ତିରେ ଶକ୍ତିଶାଳୀ…

ରୂପ, ଭେକ ସବୁ ବଦଳିବ…

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… କରୋନା ପରବର୍ତ୍ତୀ ଜୀବନ କେମିତି ହେବ, ତାକୁ ନେଇ ଏବେ ଚାଲିଛି ଅନେକ ଆଲୋଚନା । ବହୁ ଲୋକ, ବହୁ ଗବେଷକ ଅନେକ ମତ ଦେଉଛନ୍ତି । ଜୀବନ ଏମିତି ହେବ, ଜୀବନ ସେମିତି ହେବ- ଏ ନେଇ ଚାଲିଛି ଯୁକ୍ତି । କରୋନାର ପ୍ରଭାବ ଯେ…

ମଇ ଦିବସ: ସେଦିନ-ଆଜି-କେତେ ତଫାତ୍‌

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ୧୯୮୬ ମସିହା ମଇ ପହିଲା ପୂର୍ବବର୍ତୀ ଦିବସ ଗୁଡିକ ଥିଲା - ଅନ୍ଧକାରର ଯୁଗ । ସାମ୍ରାଜ୍ୟବାଦୀ, ପୁଞ୍ଜିବାଦୀ, ସାମନ୍ତବାଦୀ, ଦାସ ମାଲିକମାନଙ୍କର ଚରାଭୂଇଁ ଥିଲା ସମଗ୍ର ବିଶ୍ୱ । ଶ୍ରମଜୀବି ଶ୍ରେଣୀ ଥିଲା – କ୍ରୀତଦାସ । ପଶୁଠାରୁ ଆହୁରି…

କେବଳ ସ୍ୱାସ୍ଥ୍ୟ ସମସ୍ୟା ନୁହେଁ କରୋନା ଭୂତାଣୁ…

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ବିଶ୍ୱ ମହାମାରୀ କରୋନା ସାରା ବିଶ୍ୱରେ ଆତଙ୍କ ଖେଳେଇ ଚାଲିଛି । ବଡ଼ ବଡ଼ ବିକଶିତ ଦେଶ ମାନଙ୍କର ଅଂଟା ଭାଙ୍ଗି ପଡ଼ିଲାଣି । ଏହି ମହାମାରୀ ଯେତିକି ଦ୍ରୁତ ଗତିରେ ସଂକ୍ରମିତ ହେଉଛି, ତା’ଠୁ ଅଧିକ ଦ୍ରୁତ ଗତିରେ ସାମାଜିକ ଓ ଅର୍ଥନୈତିକ…

ଝଡ଼ର ଇଗଲ୍‌: ଉଡ଼ାଣର ରୋମାଞ୍ଚ

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…