Latest Odisha News

BREAKING NEWS

Browsing Category

ସମୟର ସ୍ୱର

ରାଫେଲ ଲଲିପପ୍‌

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଗତ ଜୁଲାଇ ୨୯ରେ ପାଞ୍ଚୋଟି ରାଫେଲ ବିମାନ ଫ୍ରାନ୍ସରୁ ଆସି ଆମ ଦେଶରେ ପହଂଚିଛି। ଏହି ରାଫେଲ ବିମାନକୁ ନେଇ ଆମ ଦେଶର ଗଣମାଧ୍ୟମଙ୍କର ଉତ୍ସାହର ସୀମା ନାହିଁ। ଗଣମାଧ୍ୟମମାନେ, ଵିଶେଷ କରି ବୈଦ୍ୟୁତିକ ଗଣମାଧ୍ୟମମାନେ ଟିଭିରେ ଯେମିତି…

ଜୀବନରେ ବିଷାଦର କାରଣ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ମଣିଷ ଯେତେବେଳେ ନିଜ ଜୀବନରେ କିଛି ଆଶାର ସମ୍ଭାବନା ଦେଖିପାରେ ନାହିଁ, ସେତେବେଳେ ସେ ବିଷାଦର ସ୍ଥିତିକୁ ଚାଲିଯାଏ । ଦୀର୍ଘ ଦିନ ଧରି ବିଷାଦର ସ୍ଥିତିରେ ରହିଲେ ତାର ଜୀବନ ପ୍ରତି ଲୋଭ ତୁଟିଯାଏ । ଆମେ ଜାଣିଛେ ଛାତ୍ରମାନେ ନିଜ…

ସମସ୍ତେ ପରାଜିତ ହେଉଥିବା ଏକ ପ୍ରତିଯୋଗିତା

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଭାରତର ଯୁବ ସମାଜ ସଂପ୍ରତି ଏକ ଘଡ଼ିସନ୍ଧି ପରିସ୍ଥିତି ଦେଇ ଗତି କରୁଛି । ଏହି ପରିସ୍ଥିତି ତିଆରି ପାଇଁ ଅନେକାଂଶରେ ଆମେ ସମସ୍ତେ ଦାୟୀ । ଆମ ଶିକ୍ଷା ବ୍ୟବସ୍ଥା, ସଫଳତାର ପ୍ରଚଳିତ ମାପକାଠି, ଉନ୍ନତି ତଥା ବିକାଶର ଭ୍ରମାତ୍ମକ…

ପାଣିପାଗ ଉପଯୋଗୀ ପାରମ୍ପରିକ ଚାଷ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଗତ ବର୍ଷ ଖରିଫ ଋତୁରେ ଆମ ରାଜ୍ୟ ଓଡ଼ିଶାର ଭିନ୍ନ ଭିନ୍ନ ଅଂଚଳରେ ରୋଗ ପୋକ ଆକ୍ରମଣ, ସ୍ୱଳ୍ପ ବୃଷ୍ଟି ଓ ଅନିୟମିତ ବୃଷ୍ଟିପାତ ଯୋଗୁ ବ୍ୟାପକ ଫସଲ ହାନୀ ହୋଇଥିବାର ଖବର ମିଳିଛି । କିନ୍ତୁ ଏହି ପରିସ୍ଥିତିରେ ରାୟଗଡ଼ା ଜିଲ୍ଲାର ବିଷମକଟକ…

ଭାରତ ଚୀନ୍ ସହିତ ବ୍ୟାବସାୟିକ ସଂପର୍କ ଛିନ୍ନ କରିପାରିବ କି?

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଭାରତର ସୀମା ଭିତରକୁ ଚୀନ୍‌ର ଅନୁପ୍ରବେଶ ଓ ସେଥିପାଇଁ କୋଡ଼ିଏ ଜଣ ଭାରତୀୟ ଜବାନ୍ ଶହୀଦ୍ ହେବା ପରେ ଭାରତ ଓ ଚୀନ୍ ମଧ୍ୟରେ ସଂପର୍କ ଅତ୍ୟନ୍ତ ତିକ୍ତ ହେବାରେ ଲାଗିଛି । ଏପରି ପରିସ୍ଥିତିରେ ସାଧାରଣ ଭାରତୀୟଙ୍କ ମଧ୍ୟରେ ଚୀନ୍ ପ୍ରତି…

ମହକହୀନ ରଜ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ରଜ ଛୁଟିରେ ବାପାଙ୍କ ସହିତ ଗାଁ’କୁ ବୁଲିବାକୁ ଗଲେ ସାରା ପରିବାର । ଆଜିକାଲି ଗାଁ’ରେ ତ ଘରେ ଘରେ କେବୁଲ୍ ଟିଭି । ଗାଁ’ରେ ପିଲାମାନେ ଟିଭିରେ ତାଙ୍କ ପ୍ରିୟ ସିରିଏଲ୍ ଦେଖିବାରେ ବ୍ୟସ୍ତ ରହିଲେ ଓ ମୋବାଇଲ୍‌ରେ ମୁହଁ ପୁରେଇ ସମୟ…

କରୋନା ବିପତ୍ତି ସମୟରେ ଏମ୍‌.ଜି.ଏନ.ଆର.ଇ.ଜି.ଏ.ର ଭୂମିକା

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… କରୋନା ମହାମାରୀ ଓ ତଦ୍‌ଜନିତ ସୁଦୀର୍ଘ ଲକ୍ ଡାଉନ୍ ଯୋଗୁ ଦେଶରେ ବେକାରୀ ସମସ୍ୟା ଭୟଙ୍କର ଭାବେ ବଢ଼ିଯାଇଥିବା ବେଳେ ଅର୍ଥନୈତିକ ଅବସ୍ଥା ରସାତଳଗାମୀ ହୋଇଯାଇଛି । ଲକ୍ଷ ଲକ୍ଷ ଶ୍ରମିକ, ଛୋଟ ବେପାରୀ, ମୂଲ ମଜୁରୀ ଲାଗି ଚଳୁଥିବା…

ଲକ୍ ଡାଉନ୍‌ର ମାଡ଼ ଉପରେ ଆର୍ଥିକ ପ୍ୟାକେଜ୍‌ର ଉପହାସ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଆମ ଓଡ଼ିଆରେ ଗୋଟେ କଥା ଅଛି, ‘ଉପରେ ପାଣି ଦେଇ ଭିତରେ ଚେର କାଟିବା’ । ଏହାର ଅର୍ଥ ହେଉଛି, ଲୋକଙ୍କୁ ଲାଗୁଥିବ ପାଣି ଦେଇ ଗଛକୁ ବଂଚାଯାଉଛି, କିନ୍ତୁ ଅସଲରେ ଭିତରେ ଚେର କାଟି ଗଛକୁ ମାରିବାର ବ୍ୟବସ୍ଥା କରାଯାଉଥିବ । ଲକ୍ ଡାଉନ୍‌ର…

ଲକ୍ ଡାଉନ୍ ବିପତ୍ତିର ବିକଳ୍ପ: ଆଦିବାସୀ ସମାଜ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… କରୋନା ଭୂତାଣୁ ଯୋଗୁ ଦୀର୍ଘ ଦୁଇ ମାସ ଧରି ଜାରି ରହିଥିବା ଲକ୍ ଡାଉନ୍‌ରେ ସାରା ଦେଶ ସନ୍ତୁଳି ହୋଇଗଲାଣି । ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକମାନେ । ଦୋକାନ ବଜାର ବନ୍ଦ । ଛୋଟ ବେପାରୀ, ଉଠା ଦୋକାନୀ, ଗାଡ଼ି ଚାଳକ,…

କରୋନା ପରବର୍ତ୍ତୀ ସମୟରେ ବେକାରୀ ସମସ୍ୟା

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… କରୋନାର ଆତଙ୍କରେ ସାରା ବିଶ୍ୱ ଏବେ ଆତଙ୍କିତ । କରୋନା ଭୂତାଣୁକୁ ନେଇ କେବଳ ମଣିଷର ସ୍ୱାସ୍ଥ୍ୟ ପ୍ରଭାବିତ ହୋଇନି, ସାରା ଜନଜୀବନ ଠପ୍ ହୋଇଯାଇଛି । ସାରା ବିଶ୍ୱର ଅର୍ଥନୈତିକ ପରିସ୍ଥିତି ଉପରେ କରୋନା ମାଡ଼ ଖୁବ୍ ଜୋର୍‌ରେ ପଡ଼ିଛି ।…