Latest Odisha News

BREAKING NEWS

Browsing Category

ଶବ୍ଦ ତୂଣୀର

Shabda Tuneera

ଦେଶର ବଜେଟ : ଗୁଳି ଆଉ ଶୂଳୀର ବଜେଟ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ ‘ଶବ୍ଦ ତୂଣୀର’ ରାତ୍ର ୧୨, ରକ୍ତନଦୀରେ ଜୋର୍‍ଦାର୍‍ ଜୀବନ ଜୁଆର । ଅଗଷ୍ଟ ୧୫.... ମଶାଲ ଲିଭିଯିବା ପରେ ଘଣ୍ଟା କଣ୍ଟା ପାଖରେ କିନ୍ତୁ ଅଣ୍ଟା ନୂଆଁଇ ଦେଇଛି ମୁକ୍ତିର ମିନିଟ୍ । ଘଣ୍ଟା କଣ୍ଟା ଘାଏଲ ହୋଇଛି ସ୍ୱପ୍ନର ସେକେଣ୍ଡ୍ । ରାଜନେତାମାନଙ୍କ…

ଶପଥ ହିଁ ସମାଧାନ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ ‘ଶବ୍ଦ ତୂଣୀର’ ମାୟାଧର ନାୟକଯେଉଁଠି ଭୋକ ଆଉ ରୋଗ ନଥିବ, ସେଇଭଳି ପୃଥିବୀ ଆବଶ୍ୟକ । ଭୋକ, ରୋଗ ଏ ଧରଣୀବକ୍ଷରୁ ପୋଛିଦେବାକୁ ହେବ । ଆମ ପ୍ରିୟ ବିଶ୍ୱର ବିଜ୍ଞାନ ଏଯାବତ୍‍ ସେଭଳି ପରମାଣୁ ବୋମା ତିଆରି କରିପାରିନି, ଯାହା ଏ ଦୁଇ ଛୋଟ ଅଥଚ ସବୁଠୁ ବଡ…

ବିନା ବ୍ୟୟରେ ବ୍ୟାଧିର ବିନାଶ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ ‘ଶବ୍ଦ ତୂଣୀର’ ଏଇ ଆଠଶହ କୋଟି ଜନସଂଖ୍ୟା ପୃଥିବୀର ସମସ୍ତ ଜନଗଣ ଚାହାଁନ୍ତି – ରୋଗମୁକ୍ତ, କ୍ଷୁଧାମୁକ୍ତ, ପାପମୁକ୍ତ ସମାଜ । ଏ ତିନୋଟି ମହା ଶକ୍ତିଶାଳୀ ଶଦ୍ଧ ରୋଗ, କ୍ଷୁଧା, ପାପ ଯେଉଁଦିନ ବିନାଶ ହେବ – ସେଦିନ ଜାଣିବ ସମଗ୍ର ବିଶ୍ୱରେ ଶାନ୍ତି, ସୁଖ,…

ମାରକ ମୂଲକ : ମହାମାରୁ ମାହାଳିଆ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ ‘ଶବ୍ଦ ତୂଣୀର’ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦର ମୋଦିଙ୍କ ମାର୍ଫତ୍‍ ଦେଶରେ ଥିବା ୮୧ କୋଟି ୩୦ ଲକ୍ଷ ଗରିବଙ୍କୁ ୨୦୨୩ ଡିସେମ୍ବର ମାସ ଯାଏଁ ମାଗଣା ରାସନ୍‍ ପ୍ରଦାନ ଉଦ୍ଦେଶ୍ୟରେ କ୍ୟାବିନେଟ୍‍ରେ ନିଷ୍ପତି ନିଆସରିଛି । ସେହିଭଳି ଆମ ରାଜ୍ୟର…

ଏ ଯାଏଁ ଏକାଠି, ମୁଁ ଓ ମୋ କଲମକାଠି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ ‘ଶବ୍ଦ ତୂଣୀର’ ଅକ୍ଷରରେ ଅନେକ କଥାକାହାଣୀ କହିଯାଇଛି କଲମ । ସେଇ ଯେ ୧୯୬୨ରୁ.... ଏଯାଏ ଚାଲିଛି ଏ କଲମ ଏହିପରି - ଆଉ ତାହା ସହିତ ଖୋଦ୍‍ ମୁଁ ବି । ସମୟର ରଙ୍ଗବଦଳ ସତ୍ୱେ ଏ କଲମ ଅଙ୍ଗହାନି କରିବାକୁ ଚାହିଁନି କେଭେଁ ସେଇ ବଜ୍ରସଂକଳ୍ପର - ଅନ୍ଧାରୀ…

ଗଣ ଆନ୍ଦୋଳନ : ସେଦିନ ଓ ଆଜି, କେତେ ତଫାତ୍‍ !

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ 'ଶବ୍ଦ ତୂଣୀର' ଆମେ ଜାଣନ୍ତି, ଟ୍ରେଡ୍‌ୟୁନିୟନ ଓ ଗଣତାନ୍ତ୍ରୀକ ଆନ୍ଦୋଳନ ଧାରା ଅତି ପୁରୁଣା ଓ ଚିରାଚରିତ । ଶହେବର୍ଷ ପୂର୍ବେ ସେତେବେଳର ପୁଞ୍ଜିବାଦର ଉତ୍ପତ୍ତି ଓ କ୍ରମୋନ୍ନତିକୁ ବିରୋଧ କରିବା ପାଇଁ ଶ୍ରମିକ ଆନ୍ଦୋଳନ ଜନ୍ମ ନେଇଥିଲା । ବର୍ତ୍ତମାନର…

ଜୀବନ ସଂଗ୍ରାମର ସ୍ୱାଧୀନତା କ’ଣ ?

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…  ବିଦେଶର ବନ୍ଦୀବଖରାରେ ମିଆଦ ପୂରିଯିବା ପରେ ମୁକ୍ତଭାରତର ଜନଗଣ ଯେଉଁ ନୂଆ ସକାଳର ଚେହେରା ଦେଖିବେ ବୋଲି ରାତି ବାରଟାରେ ସ୍ୱପ୍ନ ଦେଖୁଥିଲେ, ସେ ସ୍ୱପ୍ନ କୁହୁଡି କେବଳ । ଗାନ୍ଧୀଙ୍କ ଦ୍ୱାରା ଜୀବନ୍ୟାସ ପାଇଥିବା କଂଗ୍ରେସ୍ ଦଳକୁ…

ରାଜନୀତି ଆଜି କୁବେରକୃତ କୁଚକ୍ର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…  କଳାଟଙ୍କାର ବସ୍ତା ଉଠାଇଚାଲୁଥିବା ଧଳାହାତୀମାନଙ୍କ ଗୋଦରା ଗୋଡ ତଳେ ଦଳାଚକଟା ଖାଇ ଖାଇ ଆମ ଗଣତନ୍ତ୍ର ଆଜି ରକ୍ତବାନ୍ତି କରୁଛି ! ଏ ରକ୍ତବାନ୍ତିର ରାଜନୀତି ସହର ସଡକରୁ ଗଡିଆସୁଛି ଗାଆଁ ଗଡଜାତକୁ । ଏବକୁ ଏବେ ଗରିବ ଗ୍ରାମବାସୀ ଓ…

ସବୁଆଡେ ଶସ୍ତା ସ୍ଲୋଗାନ୍‌

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…  କୃଷିପ୍ରଧାନ ଭାରତବର୍ଷରେ ମର୍ଯ୍ୟାଦାସମ୍ପନ୍ନ ବଞ୍ଚିବାର ବାଟକୁ ବଦଳାଇ ଦେଇସାରିଛନ୍ତି ଗଣତାନ୍ତ୍ରିକ ଗର୍ଦ୍ଦଭ ଓ ଅର୍ଥନୈତିକ ଅଥର୍ବମାନେ । ସାତସାତଟା ଦଶନ୍ଧି ଧରି ଏମାନେ ମିଳିମିଶି ପ୍ରଗତିର ପରିଭାଷା ପ୍ରସ୍ତୁତ କରିଛନ୍ତି…

ଦଳ ବହୁଳ ରାଜନୀତି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…  ଦଳବହୁଳ ରାଜନୀତି । ଏକଦଳୀୟ, ଦ୍ୱିଦଳୀୟ, ବହୁଦଳୀୟ ଶାସନବ୍ୟବସ୍ଥାରେ ବ୍ୟୂହବଦ୍ଧ ନିର୍ଦଳୀୟ ଜନସମୁଦାୟ । ସେମାନେ ରାଜନୀତି କରନ୍ତି ନାହିଁ, ଦଳ ଗଢନ୍ତି ନାହିଁ  କିନ୍ତୁ ସେମାନଙ୍କ ନାଆଁରେ ରାଜନୀତି କରାଯାଏ, ଦଳ ଗଢାଯାଏ । ଶାସନର…