Latest Odisha News

BREAKING NEWS

Browsing Category

ଶବ୍ଦ ତୂଣୀର

Shabda Tuneera

ଓଡ଼ିଶା ଖଣିଜ ସମ୍ପଦର ଭବିଷ୍ୟତ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର… ଓଡ଼ିଶା ଖଣିଜ ସମ୍ପଦର ଭବିଷ୍ୟତ , ଚାଇନା , ଜାପାନ , ଆମେରିକା । ଯେଉଁ ଦେଶର ଖଣିଜ ସମ୍ପଦ ବିଦେଶକୁ ରପ୍ତାନୀ ହୁଏ, ସେ ଦେଶର ଲୋକେ ହତଭାଗା, ଅପଦାର୍ଥ, ଅଯୋଗ୍ୟ । ଆମେ ସେଇ ହତଭାଗା ଓଡ଼ିଆ ଆମ ରାଜ୍ୟରୁ କ୍ରୋମାଇଟ୍, ଲୁହାପଥର ଚୀନ୍‌,…

ଦେଶ କାନ୍ଦୁଛି – ଶୁଣୁଛି କି ଜାତି ?

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କିଏ ଶୁଣୁଛି ଘାଟିମୁଲକର ଘାଏଲ୍ ଜୀବନ କଥା ? ଏ ଦେଶର ଶାସନ, ପ୍ରଶାସନ ଯେତେବେଳେ ଆସନର ଭାଗବଂଟା ଆଉ ଭୋଗବଂଟାଠାରୁ ଆରମ୍ଭକରି ବିଭିନ୍ନ ଶୈଳୀର ବିଳାସବ୍ୟସନରେ ବ୍ୟସ୍ତ, ରାଜନୈତିକ ଦଳ ସମେତ ନିର୍ବାଚିତ ନେତାମାନେ ମଧ୍ୟ ନିଜ ନିଜ ଦଳୀୟ ଓ…

ରାଜିନାମାର ରାଜନୀତି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ମୁକ୍ତି ସଂଗ୍ରାମର ପ୍ରଶ୍ନୋତର ପର୍ଯ୍ୟାୟ ପରବର୍ତୀ ଏକ ମହାସଂଗ୍ରାମ - ଯାହାର ଅସଲ ମଇଦାନ ମାଟିରୁ ଘାଟି ପର୍ଯ୍ୟନ୍ତ ପରିବ୍ୟାପ୍ତ । ଜୀବନ ସଂଗ୍ରାମର ସ୍ୱାଧୀନତା ହେଉଛି କେବଳ ଅର୍ଥନୈତିକ ପରାଧୀନତାରୁ ମୁକ୍ତି ନୁହେଁ, ଆମ ସାଂସ୍କୃତିକ…

ଜୀବନ ସଂଗ୍ରାମ ସ୍ୱାଧୀନତା ଜରୁରୀ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ମୁକ୍ତି ସଂଗ୍ରାମର ସ୍ୱାଧୀନତା ଆମେ ପାଇବା ୭୪ବର୍ଷରୁ ବେଶି ହେବଣି । ମାତ୍ର ଏ ପର୍ଯ୍ୟନ୍ତ ଆମ ଜୀବନ ସଂଗ୍ରାମର ସ୍ୱାଧୀନତା ହାସଲ କରିବାରେ ଗୋଟିଏ ଦିନ କ’ଣ, ଗୋଟିଏ ଘଂଟା କ’ଣ, ଗୋଟିଏ ମିନିଟ୍ କ’ଣ – ଗୋଟିଏ ସେକେଣ୍ଡ୍‌ ବି ଆମେ ଅତିକ୍ରମ…

ସବୁଲେଖା – ଲେଖା ନୁହେଁ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଆଦିମ ଅରଣ୍ୟର ଅଭେଦ୍ୟ ଅଭ୍ୟନ୍ତରରୁ ସେଦିନ ଉଚ୍ଚାରିତ ହେଉଥିଲା ସେଇସବୁ ଉଦାତଶଦ୍ଦ ଲହରି । ଲିପି ନଥିଲା, ନଥିଲା ବର୍ଣ୍ଣମାଳାର ବନ୍ଧନ । ମୁକ୍ତସ୍ରୋତ ପରି, ଉଚ୍ଛଳ ଝରଣା ପରି ସାହିତ୍ୟର ଅଭିବ୍ୟକ୍ତି ଥିଲା ଅକପଟ ଏବଂ ଅନ୍ତରଙ୍ଗ । ହୃଦୟର…

ଯୋଗ୍ୟନେତାରହିତ ଜନଗଣ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଲୋକ ଅନେକ । ଏଇ ପୃଥିବୀରେ ପାଖାପାଖି ଆଠଶହ କୋଟି ଲୋକ । ସରକାରୀ ହିସାବ ସବୁବେଳେ ଭୁଲ । ଆତ୍ମସ୍ୱାର୍ଥ ସର୍ବସ୍ୱ କର୍ମଚାରୀମାନେ ନିଜ ପ୍ରେମରେ ବୁଡିରହି ପ୍ରକୃତ ଜନଗଣନା କରନ୍ତି ନାହିଁ । ଏ ପର୍ଯ୍ୟନ୍ତ ଆଫଗାନିସ୍ଥାନର ଲୋକସଂଖ୍ୟା କଳନା…

ଓଡିଶା : ଦାରୁ ଦେବତାଙ୍କ ଭୂଇଁ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଓଡିଶା ସେଇ ମାଟି, ଯେଉଁଠି ମଣିଷ ଦାରୁକୁ ଦେବତା ମାନେ । ଏହା ଏକ ଆଦିବାସୀ ବିଶ୍ୱାସବୋଧର ଅବଦାନ ଏ ମାଟିର ଐତିହ୍ୟକୁ । କାରଣ ଶବରରାଜା ବିଶ୍ୱାବସୁର ଦିଅଁ ନୀଳମାଧବକୁ ପୁରୀ ଆଣି ଜଗନ୍ନାଥ ନାଆଁ ଦେଇଛେ ଆମେ । ତାଙ୍କୁ କେନ୍ଦ୍ର କରି…

ପାଉଁଶରେ ପହଁରିବ ପୁଞ୍ଜିବାଦ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଅନ୍ଧମୁହାଣିରେ ବିଶ୍ୱ ପୁଂଜିବାଦୀ ଅର୍ଥନୀତି ଦ୍ରୁତ ଗତିରେ ମାଡିଚାଲିଛି । ବିଭିନ୍ନ ଦେଶରେ ପୁଂଜିବାଦୀ ବଜାର ସଂକଟ ଯୋଗୁ ଭୟଙ୍କର ଅବସ୍ଥା ଉପୁଜିଲାଣି । ଅନେକ ଦେଶ ଆର୍ଥିକ ଦେଣ-ନେଣରେ ସୁଧାର ଆସୁନଥିବାରୁ ଧୀରେ ଧୀରେ ଦେବାଳିଆ ଅବସ୍ଥାକୁ…

ଧିକ୍ ନେତାଗିରି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଆମେ ଜଣେ ଶ୍ରମିକନେତା ଭାବେ ଜଣାଶୁଣା । ଏବେ ଏ ବିଶ୍ଲେଷଣଟି ଭାରି ଅଡୁଆ ଲାଗୁଛି । ଜଣେ ସାଧୁ ବ୍ୟଭିଚାରୀ ହେଲେ ଲୋକେ ପୁରା ସାଧୁସମାଜକୁ ସନ୍ଦେହ ଚକ୍ଷୁରେ ଦେଖନ୍ତି । ଆଗର ସେ ସର୍ବତ୍ୟାଗୀ ବିପ୍ଲବୀ ଶ୍ରମିକନେତାମାନେ ନାହାଁନ୍ତି ।…

ସାଂପ୍ରତିକ ସମୟରେ ଗାନ୍ଧୀଦର୍ଶନ ବିଚାରର ପ୍ରାସଂଗିକତା

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ସାଂପ୍ରତିକ ସମୟ ଏକ ତ୍ରିବିଧ ଚରିତ୍ରାତ୍ମକ କାଳଖଣ୍ଡ । ନୈତିକ ଚରିତ୍ର, ରାଜନୈତିକ ଚରିତ୍ର ଓ ଅର୍ଥନୈତିକ ଚରିତ୍ର ଦୃଷ୍ଟିରୁ ସାଂପ୍ରତିକ ସମୟ ଏକପ୍ରକାର ଶୂନ୍ୟକାଳର ସଂଶୟ । ଏହି ସମୟରେ ଗାନ୍ଧୀଦର୍ଶନର ବିଚାରଣା ଅନେକଙ୍କ ପାଇଁ…