Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ବଡ଼ ଘୋଷଣା

ନୂଆଦିଲ୍ଲୀ: ଦେଶରେ କୋଭିଡ୍ ସଂକ୍ରମଣ ସଂଖ୍ୟା ବଢ଼ୁଥିବା ବେଳେ ବଡ଼ ଘୋଷଣା କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । କୋଭିଡ୍-୧୯କୁ ଡବ୍ଲୁଏଚଓ ବିଶ୍ୱ ମହାମାରୀ ସୂଚୀରୁ ହଟାଇ ଦେଇଛି । ଜରୁରୀକାଳୀନ ସ୍ୱାସ୍ଥ୍ୟ କମିଟିର ୧୫ତମ ବୈଠକରେ ଏ ନିଷ୍ପତ୍ତି ନିଆଯାଇଛି । ଡବ୍ଲୁଏଚଓର ଡାଇରେକ୍ଟର…

ଆକ୍ଟିଭ୍ କରୋନା କେସ୍‌ରେ ୧୭୫୦ ହ୍ରାସ, ଦିନକରେ ଗଲା ୧୪ ଜଣଙ୍କ ଜୀବନ

ନୂଆଦିଲ୍ଲୀ: କିଛି ଦିନ କମ୍‌ ବେସୀ ହେବା ପରେ ଏବେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ। ସ୍ୱାସ୍ଥ୍ୟମନ୍ତ୍ରଣାଳୟ ସୋମବାର ଦେଇଥିବା ସୂଚନା ଅନୁସାରେ ଦିନକରେ ୪,୨୮୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ୧୪ ଜଣଙ୍କର ମୃତ୍ୟୁ ହୋଇଛି। ଆକ୍ଟିଭ୍ କରୋନା କେସ୍‌ରେ ୧୭୫୦ ହ୍ରାସ ହୋଇ…

କରୋନା ଅପ୍‌ଡେଟ୍; ୫% ତଳକୁ ଖସିଲା ସାପ୍ତାହିକ ସକ୍ରିୟ ହାର, ଦିନକରେ ୫,୮୭୪ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦୈନିକ କରୋନା ସଂକ୍ରମଣରେ ବଡ଼ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ୫,୮୭୪ କରୋନା ରୋଗୀ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟମନ୍ତ୍ରଣାଳୟ ସୂଚନା ଦେଇଛି। ଫଳରେ ଦେଶରେ କରୋନା ସକ୍ରିୟ ସଂଖ୍ୟା ୫ ପ୍ରତିଶତ ତଳକୁ ଖସିଆସିଛି। ବର୍ତ୍ତମାନ ମୋଟ୍ ସକ୍ରିୟ ମାମଲା ୫୦ ହଜାର ତଳକୁ…

କରୋନା ଅପ୍‌ଡେଟ୍; ସକ୍ରିୟ ସଂଖ୍ୟାରେ ବଡ. ହ୍ରାସ, ବଢିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: କମିଲା କରୋନା ସଂକ୍ରମଣ। ଦିନକରେ ୭,୧୭୧ କରୋନା ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ତେବେ ଆଜି ମୃତ୍ୟୁ ସଂଖ୍ୟା ବଢ଼ିଛି। ୨୪ ଘଣ୍ଟାରେ ୪୦ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ। ନୂଆ ସଂକ୍ରମଣ ହିସାବରେ ଦୈନିକ ସଂକ୍ରମଣ ହାର ୩.୬୯ ପ୍ରତିଶତକୁ…

କୋଭିଡ୍-୧୯ ଅପ୍‌ଡେଟ୍; ଗତକାଲି ଅପେକ୍ଷା ଆଜି କମିଲା ସଂକ୍ରମଣ

ନୂଆଦିଲ୍ଲୀ: ଗତକାଲି ଅପେକ୍ଷା ଆଜି କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ଦେଶରେ ୯୩୫୫ କରୋନା ରୋଗୀ ଚିହ୍ନଟ କରାଯାଇଥିବା ଗୁରୁବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଶ୍ୱସ୍ତିକର କଥା ହେଲା କରୋନା ସକ୍ରିୟ ସଂଖ୍ୟା ହ୍ରାସ ପାଉଛି।…

ପୁଣି ବଢିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: କିଛିଦିନ କମିବା ପରେ ପୁଣି ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଦେଶରେ ୯୬୨୯ କରୋନା ରୋଗୀ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ୱସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ସେହିପରି ୨୯ ଜଣଙ୍କର ମୃତ୍ୟୁ ହୋଇଛି। ନୂଆ ମୃତକଙ୍କୁ ମିଶାଇଲେ ଦେଶରେ ମୋଟ…

କରୋନା ସଂକ୍ରମଣରେ ବଡ ହ୍ରାସ; ସକ୍ରିୟ ସଂଖ୍ୟା ବି କମିଲା

ନୂଆଦିଲ୍ଲୀ: ଗତ ପରଦିନ ଠାରୁ କରୋନା ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି। ଆଜି(ଏପ୍ରିଲ ୨୪) ୭,୧୭୮ ନୂଆ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ୧୦,୧୧୨ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଆଜି ସଂଖ୍ୟା ୭ ହଜାର ରହିଛି।…

ସାମାନ୍ୟ ଆଶ୍ୱସ୍ତି; ଦୈନିକ କରୋନା ସଂକ୍ରମଣରେ ବଡ ହ୍ରାସ, କେତେ ଚିହ୍ନଟ ହେଲେ ଜାଣନ୍ତୁ

ନୂଆଦିଲ୍ଲୀ: କରୋନା ସଂକ୍ରମଣରେ ରବିବାର ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି ୩ ହଜାରରୁ ଅଧିକ ଦୈନିକ ସଂକ୍ରଣ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୧୦,୧୧୨ କରୋନା ରୋଗୀ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ସକ୍ରିୟ ସଂଖ୍ୟା ୬୭,୮୦୬ ହୋଇଛି। ନୂଆ…

କରୋନା ଅପ୍‌ଡେଟ୍: ବଢୁଛି ମୃତ୍ୟୁ ସଂଖ୍ୟା, ଆଜି ବି ଦୈନିକ ସଂକ୍ରମଣ ୧୨ ହଜାର ଉପରେ

ନୂଆଦିଲ୍ଲୀ: ଦେଶରେ ଆଜି ବି ଦୈନିକ କରୋନା ସଂଖ୍ୟା ୧୨ ହଜାର ଉପରେ ରହିଛି। ଗତ ୨୪ ଘଣ୍ଟାରେ ୧୨,୧୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ଟିଭ୍ କେସ୍‌ ୬୭,୫୫୬ ହୋଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ଦେଶରେ ମୋଟ କରୋନା ସଂକ୍ରମଣ ମାମଲା ୪,୪୮,୮୧,୮୭୭ ହୋଇଛି।…

ଓଡ଼ିଶାରେ ବଢ଼ୁଛି କୋଭିଡ୍ ସଂକ୍ରମଣ, ୪ ଶହ ଡେଇଁଲା ଦୈନିକ ମାମଲା

ଭୁବନେଶ୍ୱର: ଦେଶ ସହ ରାଜ୍ୟରେ ବଢ଼ୁଛି କୋଭିଡ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୩୧ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମଣ ସଂଖ୍ୟା ୨୪୧୧କୁ ବୃଦ୍ଧି ପାଇଥିବା ବେଳେ ଗତ ୨୪ ଘଣ୍ଟାରେ ୧୯୭ ଜଣ କୋଭିଡରୁ ସୁସ୍ଥ ହୋଇଛନ୍ତି । ଓଡ଼ିଶା ସୀମାନ୍ତ…