Home ଅନ୍ୟାନ୍ୟ କରୋନା ଅପଡ଼େଟ୍‌

କରୋନା ଅପଡ଼େଟ୍‌

Coronavirus Update

୯୦ ଦିନ ମଧ୍ୟରେ ଇସ୍ରାଏଲ ବାହାର କରିବ କରୋନା ଭାଇରସର ପ୍ରତିଷେଧକ

ଜେରୁଶଲମ: କରୋନା ଭାଇରାସ ୯୨ରୁ ଅଧିକ ଦେଶରେ ବ୍ୟାପି ସାରିଲାଣି । ଏ ପର୍ଯ୍ୟନ୍ତ ଏହାର କୌଣସି ଔଷଧ କିମ୍ବା ପ୍ରତିଷେଧକ ଟୀକା ବାହାରି ନାହିଁ । ତେବେ ଶନିବାର ଇସ୍ରାଏଲ ସରକାର ୯୦ ଦିନ ମଧ୍ୟରେ ଏହାର ଔଷଧ ତିଆରି ହୋଇଯିବ...

ଜାଣନ୍ତୁ କେଉଁ ଦେଶରେ କେତେ ରୋଗୀଙ୍କ ମୃତ୍ୟ ହେଲା; ୯୩ଟି ଦେଶରେ ପହଞ୍ଚିଲା କରୋନା ଭୂତାଣୁ !

ନୂଆଦିଲ୍ଲୀ: କରୋନା ଭୂତାଣୁର ସଂକ୍ରମଣରେ ବିଶ୍ୱର ଅଧିକାଂଶ ଦେଶ ସଂକ୍ରମିତ ହୋଇସାରିଛନ୍ତି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହି ସଂକ୍ରମଣକୁ ଏକ ଜରୁରୀକାଳୀନ ଜନସ୍ୱାସ୍ଥ୍ୟ ସମସ୍ୟା ଭାବରେ ଘୋଷଣା କରିସାରିଛି । ଡବ୍ଲ୍ୟୁଏଚଓ ପକ୍ଷରୁ କୁହାଯାଇଛି ଯେ, ଏହି ମରଣାନ୍ତକ ରୋଗ ଲାଗି...

ଚିକେନ ବଜାରକୁ କରୋନା ଝଟକା; କ୍ଷତି ସହୁଛନ୍ତି ଚାଷୀ ଓ ବ୍ୟବସାୟୀ

ଭୁବନେଶ୍ୱର: ଚିକେନ କରୋନା ଭାଇରସର ବାହକ ବୋଲି ହେଉଥିବା ଗୁଜବ ପାଇଁ ଓଡିଶାରେ କୁକୁଡା ବ୍ୟବସାୟ ମାନ୍ଦାରେ ଚାଲିଛି । ଅଲ ଇଣ୍ଡିଆ ପୋଲଟ୍ରି ଫୋରମ(ଏଓପିଏଫ) ଅନୁସାରେ, ପୂର୍ବରୁ ପ୍ରତି ସପ୍ତାହରେ ୭୦ ଲକ୍ଷ କିଲୋ ଚିକେନ ବି୍ରକି ହେଉଥିଲା । ଏହା...

କରୋନା ଭାଇରସ: ଶସ୍ତା ହେଲା ବିଦେଶକୁ ବିମାନ ଯାତ୍ରା, ଜାଣନ୍ତୁ ଟିକେଟ ମୂଲ୍ୟ

ନୂଆଦିଲ୍ଲୀ: କରୋନା ଭାଇରସର ଖରାପ ପ୍ରଭାବ ଅନ୍ତର୍ଜାତୀୟ ଏୟାରଲାଇନ୍ସ ଉପରେ ପଡିଛି । କରୋନା ଭାଇରସ ପାଇଁ ଲୋକମାନଙ୍କ ବିମାନ ଯାତ୍ରା କମିଯାଇଛି । ସେଥିପାଇଁ ଅନ୍ତର୍ଜାତୀୟ ଏୟାରଲାଇନ୍ସ ନିଜର ରୋଜଗାର ପନ୍ଥା ବାହାର କରିଛନ୍ତି । ନୂଆଦିଲ୍ଲୀରୁ ନ୍ୟୁୟର୍କକୁ ଯିବା ଆସିବା...

ପଂଜାବକୁ ବ୍ୟାପିଲା କରୋନା, ଅମୃତସରରେ ୨ ପଜିଟିଭ

ଅମୃତସର: ଦିଲ୍ଲୀ ପରେ ପଂଜାବକୁ ବ୍ୟାପିଲା ମାରାତ୍ମକ ଭୂତାଣୁ କରୋନା । ଶନିବାର ପଂଜାବର ମୃତସରରେ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ରକ୍ତ ଏବଂ ସ୍ୱାବ ନମୁନା ପରୀକ୍ଷା ହୋଇଛି । ଏହାପରେ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି ।...

କରୋନାକୁ ନେଇ ହେଉଥିବା ଗୁଜବରୁ ଦୂରେଇ ରୁହନ୍ତୁ: ମୋଦୀ

ନୂଆଦିଲ୍ଲୀ: ଦିନକୁ ଦିନ ମାରାତ୍ମକ ହେଉଛି କରୋନା ଭୂତାଣୁ । ସାରା ବିଶ୍ୱରେ କରୋନାକୁ ନେଇ ଆତଙ୍କ ଖେଳିଯାଇଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରୋନା ଭୂତାଣୁକୁ ନେଇ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି । କରୋନା ଭୂତାଣୁ ଯେମିତି ବ୍ୟାପୁଛି...

କରୋନା ଭାଇରସ ଭୟ; ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: କରୋନା ଭାଇରସ ବିରୋଧରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ବର୍ଷ ହୋଲି ପାଳନ କରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଶନିବାର ଘୋଷଣା କରିଛି। ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ...

କରୋନା ଭୟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ବାବୁଙ୍କୁ ବିଦେଶ ଗସ୍ତ ମନା

ଭୁବନେଶ୍ୱର: କରୋନା ମୁକାବିଲା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମୀକ୍ଷା ପରେ ମନ୍ତ୍ରୀ ଓ ଅଫିସରଙ୍କ ବିଦେଶ ଗସ୍ତ ଉପରେ କଟକଣା ଲାଗିଛି । ରାଜ୍ୟସ୍ତରରେ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ସ୍ତରରେ ଜିଲ୍ଲାପାଳ କରୋନା...

ଟଳିଲା କରୋନା ଭୟ: ଭିମସାରର ୨ କରୋନା ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ

ସମ୍ବଲପୁର: କରୋନା ସଂକ୍ରମଣ ସନ୍ଦେହରେ ବୁର୍ଲା ସ୍ଥିତ ଭିମସାରରେ ଭର୍ତ୍ତି ହୋଇଥିବା ଦୁଇ ଜଣ ବ୍ୟକ୍ତିଙ୍କ ରକ୍ତ ନମୂନା ରିପୋର୍ଟ ନେଗେଟିଭ ଆସିଛି । ଏନେଇ ଭିମସାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଭିମସାରରେ ଭର୍ତ୍ତି ହୋଇଥିବା ଦ୍ୱିତୀୟ କରୋନା ସନ୍ଦିଗ୍ଧ ଯୁବକ ଜଣ...

କରୋନା ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି ହୋଇଛି । ସରକାରଙ୍କୁ କରୋନା ମୁକାବିଲା ନେଇ ଚିନ୍ତା ଘାରିଛି । କରୋନା ଭାଇରସର ମୁକାବିଲା କରିବା ପାଇଁ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବେ...

ସାହିତ୍ୟ