Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆସନ୍ତାକାଲି ରାଜ୍ୟର ୧୫ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଜାରି ରହିଛି ଟିକାକରଣ। ହେଲେ ଟିକା ଅଭାବ ଯୋଗୁଁ କେତେକ ଜିଲ୍ଲାରେ ଟିକାକରଣ ବନ୍ଦ‌ ରଖାଯାଇଥିବା ବେଳେ ଆସନ୍ତାକାଲି ୧୫ ଜିଲ୍ଲାରେ ଟିକାକରଣ ବନ୍ଦ ରହିବ। ସୂଚନା ଅନୁଯାୟୀ, ୧୫ ଜିଲ୍ଲା ମଧ୍ୟରେ ରହିଛି ଅନୁଗୁଳ, ବାଲେଶ୍ୱର, ବରଗଡ,…

ଲକଡାଉନ ସୟମରେ ରାଉରକେଲାରେ ଜାରି ରହିବ ଟେଷ୍ଟିଂ ଓ ଟିକାକରଣ

ରାଉରକେଲା : ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସାରା ରାଜ୍ୟରେ ଲାଗୁ ହେଉଛି ୧୪ ଦିନିଆ ଲକଡାଉନ୍ । ଏହି ସମୟରେ କେବଳ ଜରୁରୀ ସେବାକୁ ବାଦଦେଲେ ଅନ୍ୟ ସବୁ କିଛି ବନ୍ଦ ରହିବ । ଏଥିପାଇଁ ସରକାରଙ୍କ ପକ୍ଷରୁ ଗାଇଡଲାଇନ୍ ମଧ୍ୟ ଘୋଷଣା କରାଯାଇଛି । ସାରା ରାଜ୍ୟରେ ଲକଡାଉନ…

ଭୁବନେଶ୍ବରରୁ ଆଉ ୧୧୧୬ ପଜିଟିଭ୍, ୬୫୫ ସୁସ୍ଥ

ଭୁବନେଶ୍ବର : କରୋନା ମହାମାରୀ ମଧ୍ୟରେ ଏବେ ରାଜ୍ୟରେ ହଟସ୍ପଟ ପାଲଟିଛି ରାଜଧାନୀ ଭୁବନେଶ୍ବର । ପ୍ରତିଦିନ ଏଠାରୁ ବଢ଼ିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ଏହି କ୍ରମରେ ଆଜି ଭୁବନେଶ୍ବରରୁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୧୧୬ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୭୭ ଜଣ ଥିବା ବେଳେ,…

ସୁସ୍ଥ ହେଲେ ଆଉ ୬୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ଏବେ ସାରା ରାଜ୍ୟରେ ଚିନ୍ତା । ପ୍ରତିଦିନ ସଂକ୍ରମିତ ସଂଖ୍ୟା ବଢୁଥିବାରୁ ଲୋକଙ୍କ ମନରେ ଛନକା ପଶିଲାଣି । ଏପରି ସ୍ଥିତିରେ ଆଜି ସାରା ରାଜ୍ୟରୁ ଆଜି ସୁସ୍ଥ ହୋଇଛନ୍ତି ଆଉ ୬୧୬୪ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ…

୮ ଏସିଆନ୍ ସିଂହଙ୍କୁ କରୋନା

ହାଇଦ୍ରାବାଦ: ସାରା ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଆଉ ଏକ ଘଟଣା ଚିନ୍ତାର ବିଷୟ ପାଲଟିଛି। ହାଇଦ୍ରାବାଦର ନେହେରୁ ପ୍ରାଣୀ ଉଦ୍ୟାନର ୮ ଟି ଏସିଆନ୍ ସିଂହ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦେଶରେ ପ୍ରଥମଥର ଲାଗି କେହି ପଶୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୂଚନା…

ଘରୋଇ ଲାବ୍‌ରେ ଚାଲିଥିଲା ବେଆଇନ କୋଭିଡ ପରୀକ୍ଷଣ !

ବଲାଙ୍ଗୀର: କରୋନାକୁ ନେଇ ସାରା ବିଶ୍ୱ ଏବେ କୋକୁଆ ଭୟରେ । ହୁତୁହୁତୁ ହୋଇ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭାକ୍ସିନ୍ ପାଇଁ ଚାରିଆଡେ ଲାଗୁଛି ଭିଡ । ଏପରି ସ୍ଥିତିରେ ବି କିଛି ଅସାଧୁ ଲୋକ ମୁନାଫା ହାସଲ କରିବାକୁ ସାଧାରଣ ଲୋକଙ୍କ ଜୀବନ ସହ ଖେଳିବାକୁ ପଛାଉନାହାନ୍ତି । ବଲାଙ୍ଗୀର…

ମେ’ ୧୫ ଯାଏ ବିହାରରେ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କଲେ ନୀତିଶ

ପାଟଣା: ବିହାରରେ କରୋନାର ବୃଦ୍ଧି ପାଉଥିବା ମାମଲାକୁ ଦେଖି ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଲକଡାଉନ୍ ଘୋଷଣା କରିଛନ୍ତି । ମେ’ ୧୫ ଯାଏ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କରାଯାଇଛି । ନୀତିଶ ଟ୍ୱିଟ୍ କରି ଲେଖିଛନ୍ତି, ‘ସହଯୋଗୀ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପରେ ବିହାରରେ ୧୫ ମେ…

ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୫୭ ହଜାରରୁ ଅଧିକ କରୋନା ସଂକ୍ରମିତ; ୩,୪୪୯ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣର ବେଗ କମିବାରେ ଲାଗିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟ ଲକ୍‌ଡାଉନ୍‌ ମଧ୍ୟ ଲାଗୁ କରିସାରିଲେଣି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୫୭,୨୨୯ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ୩,୨୦,୨୮୯…

ମହାମାରୀ କରୋନା ନେଲା ଆଉ ୧୫ ଜୀବନ, ଖୋର୍ଦ୍ଧାରୁ ୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଥମୁନି ସଂକ୍ରମଣ କି କମୁନି କରୋନା ମୃତ୍ୟୁ । ରାଜ୍ୟରେ କରୋନା ସଂକ୍ରମଣ ମାମଲା ଭଳି ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମହାମାରୀରେ ଖୋର୍ଦ୍ଧାରୁ ୫ ଜଣଙ୍କ ଜୀବନ ଯାଇଥିବା ବେଳେ ରାୟଗଡ଼ାରୁ ୩,…

ରାଜ୍ୟରୁ ଆଉ ୮ ହଜାର ୨୧୬ ପଜିଟିଭ୍, ୧୨ ଜିଲ୍ଲାରେ ୩ ଶହ ଉପରେ ଦୈନିକ ମାମଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା କମିବାର ନାଁ ନେଉନି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୮ ହଜାର ୨୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୧ଟି ମାମଲା ଚିହ୍ନଟ ହୋଇଛି । ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ୧୨ ଜିଲ୍ଲାରେ ଦୈନିକ…