Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୮୨୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ଆଉ ୮୨୩ କରୋନା ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୫୦ ଜଣ ଥିବା ବେଳେ, ୬୭୩ ଜଣ ଲୋକାଲ୍‌ କେସ୍‌ । ସେହିପରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୭୦୯ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର…

ଦେଶରେ କମୁଛି: ୨୪ ଘଣ୍ଟାରେ ୩ଲକ୍ଷ ୬୮ହଜାର କରୋନା ଆକ୍ରାନ୍ତ, ୩୪୧୭ ମୃତ୍ୟୁ

ନୂଆଦିଲ୍ଲୀ: ଗତ ଦୁଇ ଦିନ ହେବ ଦେଶରେ କମିଛି କରୋନାର ଦୈନିକ ସଂକ୍ରମଣ । ୩ ଲକ୍ଷ ତଳକୁ ଖସିଛି । ଆଜି ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୬୮ହଜାର ୧୪୭ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନା ନେଇଛି ୩ହଜାର ୪୧୭ ଆକ୍ରାନ୍ତଙ୍କ ଜୀବନ ।…

ଦୈନିକ ମୃତ୍ୟୁସଂଖ୍ୟା ହ୍ରାସ: ଆଜି ଓଡ଼ିଶାରୁ ୫ ମୃତ

ଭୁବନେଶ୍ୱର: ଆଜି ରାଜ୍ୟରେ ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି । କିନ୍ତୁ କମିଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ କରୋନା ନେଇଛି ୫ ଆକ୍ରାନ୍ତଙ୍କ ଜୀବନ । ଗତକାଲି ୧୪ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ । ଗତ ୨୪ଘଣ୍ଟାରେ ସୁନ୍ଦରଗଡ଼ରୁ ୩ ଜଣ ଓ ଖୋର୍ଦ୍ଧାରୁ…

ଆଜିଠୁ ରାଜ୍ୟରେ ୧୮-୪୪ ବର୍ଷଙ୍କୁ ଟିକାକରଣ, କେବଳ ଭୁବନେଶ୍ୱରରେ ଆରମ୍ଭ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ୟ୍ୟାୟ ଟିକାକରଣ । କେବଳ ଭୁବନେଶ୍ୱରରେ ୧୮-୪୪ ବର୍ଷ ବୟସ୍କଙ୍କୁ ଟିକା ଦିଆଯାଉଛି । କୋ-ଓ୍ୱିନ୍ ପୋର୍ଟାଲ୍ କିମ୍ବା ଉମଙ୍ଗ ଓ ଆରୋଗ୍ୟ ସେତୁ ଜରିଆରେ ଯେଉଁମାନେ ପଞ୍ଜିକରଣ କରି ସ୍ଲଟ୍ ବୁକ୍ କରିଥିଲେ ସେମାନଙ୍କୁ ଟିକାକରଣ କରାଯାଉଛି ।…

ଆଜି ଓଡ଼ିଶାରୁ ୮୯୧୪ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୧୨୫୮ ଆକ୍ରାନ୍ତ

ଭୁବନେଶ୍ୱର: ଦିନେ ପୂର୍ବରୁ ୧୦ ହଜାର ଡେଇଁଥିଲା ଦୈନିକ ସଂକ୍ରମଣ । କାଲି ୮ ହଜାରକୁ ଖସିଲା । ଆଜି ସଂଖ୍ୟା ପାଖାପାଖି ୯ହଜାର । ରାଜ୍ୟରେ ଏମିତି ସ୍ଥିତିରେ ରହିଛି କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮ହଜାର ୯୧୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ…

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୮୦୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନାର ହଟସ୍ପଟ ପାଲଟିଛି ରାଜଧାନୀ ଭୁବନେଶ୍ବର । ପ୍ରତିଦିନ ଏଠାରେ ସଂକ୍ରମଣ ସଂଖ୍ୟା ବଢ଼ି ଚାଲୁଥିବା ବେଳେ, ଆଜି ଚିହ୍ନଟ ହୋଇଛନ୍ତି ଆଉ ୮୦୯ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୧୯ ଜଣ ଥିବା ବେଳେ, ଲୋକାଲ୍ କେସ୍ ରହିଛି ୬୯୦ । ସେହିପରି ଭୁବନେଶ୍ବର…

ରାଜ୍ୟରୁ ସୁସ୍ଥ ହେଲେ ୬୫୨୭ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀକୁ ନେଇ ବଢୁଛି ଚିନ୍ତା । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୬୫୨୭ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଅଧିକାରୀ । ଆଜି ସାରା ରାଜ୍ୟରୁ ସୁସ୍ଥ…

କାର୍ଯ୍ୟରତ ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା କାଳରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଭାବରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନାରେ ଦେହାନ୍ତ ହେଲେ ମିଳିବ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି । ଏହାଦ୍ୱାରା ରାଜ୍ୟର…

ଲକଡାଉନ୍ ବେଳେ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କୁ ଜଗିବେ ସରପଞ୍ଚ

ଭୁବନେଶ୍ୱର: ଲକଡାଉନ୍ ବେଳେ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର ରହିବ । ସେମାନଙ୍କୁ ଜଗିବା ପାଇଁ ସରପଞ୍ଚମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର । ଯେଉଁମାନେ ରାଜ୍ୟ ବାହାରୁ ଆସୁଛନ୍ତି ସେମାନଙ୍କୁ କ୍ୱାରେଣ୍ଟାଇନରେ ରଖିବା ପାଇଁ ସରପଞ୍ଚମାନଙ୍କୁ…

ଲକଡାଉନରୁ କାହାକୁ ବାଦ, କାହା ଉପରେ କଟକଣା ?

ଭୁବନେଶ୍ୱର: ଓଡ଼ିଶାରେ କରୋନାର ବର୍ଦ୍ଧିତ ସଂକ୍ରମଣରେ ବ୍ରେକ ଲଗାଇବା ପାଇଁ ସରକାର ୧୪ ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି । ସ୍ୱାସ୍ଥ୍ୟ ଓ ଜରୁରୀ ସେବାକୁ ଲକଡାଉନରୁ ବାଦ ଦିଆଯାଇଛି । ଟିକାକରଣ କାମ ଜାରି ରହିବ । ଯେଉଁମାନେ ଟିକାକରଣ ପାଇଁ ପଞ୍ଜିକରଣ ଓ ସ୍ଲଟ ବୁକିଂ କରିଛନ୍ତି ସେମାନେ…