Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଦିନକରେ ଦେଶରେ ୩ ଲକ୍ଷ ୨୩ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ, ୨୭୭୧ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୩ ଲକ୍ଷ ୨୩ ହଜାର ୧୪୪ ଜଣ । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା…

ମେ’ ପହିଲାରେ ଭାରତରେ ପହଞ୍ଚିବ ଋଷ୍ ଟିକା ସ୍ପୁଟନିକ୍-ଭି

ନୂଆଦିଲ୍ଲୀ: କରୋନା କାଳରେ ଭଲ ଖବର । ମେ’ ୧ ତାରିଖରୁ ଦେଶବ୍ୟାପୀ ତୃତୀୟ ପର୍ୟ୍ୟାୟ ଟିକାକରଣ ଆରମ୍ଭ ହେଉଥିବା ବେଳେ ସେହିଦିନ ଭାରତରେ ପହଞ୍ଚିବ ଋଷ୍ ଟିକା ସ୍ପୁଟନିକ୍-ଭି । ଏନେଇ ରୁଷିଆ ଡାଇରେକ୍ଟ ଇନଭେଷ୍ଟମେଣ୍ଟ ଫଣ୍ଡ (RDIF) ମୁଖ୍ୟ କିରିଲ୍ ଡିମିଟ୍ରିଏଭ୍ଲ ସୂଚନା ଦେଇଛନ୍ତି ।…

ରାଜ୍ୟରେ ୬୦୭୩ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ କମିଥିବା ନଜର ଆସିଛି। ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୬ ହଜାର ୦୭୩ ନୂଆ ଆକ୍ରାନ୍ତ। କ୍ୱାରେଣ୍ଟାଇନରୁ ୩୫୨୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୫୫୧ଟି । ଆଜି ୩୦ଟି ଯାକ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ୨୦୦୦ ଡେଇଁଲା କରୋନା ମୃତ୍ୟୁସଂଖ୍ୟା, ଆଜି ୧୦ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୨୦୦୦ ପାର କରିଛି । ଆଜି ଆଉ ୧୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ମୃତ୍ୟୁବରଣ କରିଛନ୍ତି ସର୍ବାଧିକ ୪ ଜଣ ସଂକ୍ରମିତ । ସେହିପରି ସୁନ୍ଦରଗଡ଼ରୁ ୩ ଜଣ, ରାୟଗଡ଼ାରେ ଆଉ ଦୁଇ ଜଣ ଆକ୍ରାନ୍ତ କରୋନାରେ…

ଭାରତରେ କରୋନା ସ୍ଥିତି ହୃଦୟ ବିଦାରକ: WHO ମୁଖ୍ୟ

ଜେନେଭା: ଭାରତରେ ବଢୁଥିବା କରୋନା ସଂକ୍ରମଣ ମାମଲା ଏବଂ ମୃତ୍ୟୁହାର ଉଦବେଗ ହେଉଥିବା ନେଇ ସୋମବାର ଦିନ ଚିନ୍ତା ପ୍ରକଟ କରିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ଟେଡ୍ରୋସ୍ ଆଡାନୋମ୍ ଗେବ୍ରେଏସ୍। ଗଣମାଧ୍ୟମକୁ ସେ ସୂଚନା ଦେଇ କହିଛନ୍ତି ଯେ ଭାରତରେ କରୋନା ସ୍ଥିତି ଅତ୍ୟନ୍ତ ହୃଦୟ…

କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ କରୋନା ସଂକ୍ରମିତ

ନୂଆଦିଲ୍ଲୀ: କରୋନା କବଳରେ ଭିଭିଆଇପି । ବହୁ ରାଜନେତା, ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ସଂକ୍ରମିତ ହେଉଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ତେବେ ରାଜେଶ ଭୂଷଣ କିମ୍ବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ଭାବରେ କୌଣସି…

ଟିକା ଦର ହ୍ରାସ କରିବାକୁ ନିର୍ମାତା କମ୍ପାନୀଙ୍କୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ : ଦେଶରେ ଆସନ୍ତା ମେ ୧ ତାରିଖରୁ ଆରମ୍ଭ ହେବ ତୃତୀୟ ପର୍ଯ୍ୟାୟ ଟିକାକରଣ । କିନ୍ତୁ ଏହା ପୂର୍ବରୁ ଚାଲିଥିବା ଭ୍ୟାକ୍ସିନ ଦରକୁ ନେଇ ବିବାଦ ପରେ ଟିକା ଦର କମାଇବାକୁ ନିର୍ମାତା କମ୍ପାନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର । ଟିକା ଦରକୁ ନେଇ ସରକାରଙ୍କୁ ସମାଲୋଚନା…

ପଞ୍ଜାବରେ ଲାଗୁ ହେଲା ଲକଡାଉନ୍

ପଞ୍ଜାବ : ଦେଶରେ ସାଂଘାତିକ ସ୍ଥିତିକୁ ଗଲାଣି କରୋନା ମହାମାରୀ । ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ଲୋକେ ବି ଭୟଭୀତ ହେଲେଣି । ଖାସକରି ଚିକିତ୍ସାରେ ଅକ୍ସିଜେନ୍ ଅଭାବ ଲୋକଙ୍କ ଚିନ୍ତାକୁ ଆହୁରି ବଢ଼ାଇ ଦେଇଛି । ଏପରିସ୍ଥିତିରେ ଦେଶର ଅନେକ ସ୍ଥାନରେ ଲାଗୁ ହେଲାଣି କଟକଣା । କର୍ଣ୍ଣାଟକରେ…

ଘରେ ଥିଲେ ବି ମାସ୍କ ପିନ୍ଧନ୍ତୁ

ନୂଆଦିଲ୍ଲୀ : ସାରା ଦେଶରେ ଏବେ ଚିନ୍ତା ବଢାଇଛି ମହାମାରୀ କରୋନା । ପ୍ରତିଦିନ ଲକ୍ଷାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ, ଅନେକ ଲୋକଙ୍କ ଜୀବନ ବି ଗଲାଣି । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଆଜି କେନ୍ଦ୍ର ସରକାର ମାସ୍କ ପିନ୍ଧିବା ଉପରେ ପୁଣି ଗୁରୁତ୍ୱ ଦେଇଛନ୍ତି । ଏବେ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୧୮୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ମହାମାରୀ କରୋନା ସଂଖ୍ୟା ବଢୁଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ୪୧୮୦ ଆକ୍ରାନ୍ତ । ସୁସ୍ଥ ହେବା ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଆଜି ଅନୁଗୁଳରୁ ସର୍ବାଧିକ ୬୪୭ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୫୨୧ ଜଣ ସୁସ୍ଥ ହୋଇଛନ୍ତି ।…