Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଦିନକରେ ଦେଶରେ ୨ ଲକ୍ଷ ୧୭ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ, ୧୧୮୫ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୨ ଲକ୍ଷ ୧୭ ହଜାର ୩୫୩ ଜଣ । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା…

କରୋନାରେ ରାଜ୍ୟରେ ଆଖି ବୁଜିଲେ ଆଉ ୩ ଜଣ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୩ ହଜାର ପାର୍ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୧୯୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା…

ରାଜ୍ୟରେ ୩ ହଜାର ଡେଇଁଲା ଦୈନିକ ସଂକ୍ରମଣ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୫୦୦ରୁ ଅଧିକ ପଜିଟିଭ୍

ଭୁବନେଶ୍ୱର: ଏପ୍ରିଲ୍ ମାସ ଆରମ୍ଭରୁ ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ଦୈନିକ ଦୈନିକ ସଂକ୍ରମଣ ୩ ହଜାର ଟପିଛି । ଗତ ୨୪ ଘଣ୍ଟାରେ ମଧ୍ୟରେ ୩,୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ, ଗୁରୁଗ୍ରାମ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର : ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ । ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରୁଟିନ୍ ହାର୍ଟ ଚେକ୍ ଅପ୍ ପାଇଁ ତାଙ୍କୁ ମେଦାନ୍ତ ହସପିଟାଲରେ ଭର୍ତ୍ତି କରାଯାଇଛି । କିଛି ଦିନ ତଳେ ହୋମ୍ ଆଇସୋଲେସନରେ ଥିଲେ ପିସିସି ସଭାପତି ନିରଞ୍ଜନ…

ଭୁବନେଶ୍ବରରୁ ୩୭୯ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୬୬ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଏବେ ନିଦ ହଜାଇଲାଣି କରୋନା । ଦିନକୁ ଦିନ ବଢ଼ି ଚାଲିଛି ଆକ୍ରାନ୍ତ ସଂଖ୍ୟା । ଆଜି ସାରା ରାଜ୍ୟରୁ ପାଖାପାଖି ତିନି ହଜାର ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଚନ୍ତି ୩୭୯ କରୋନା ଆକ୍ରାନ୍ତ ।…

କରୋନା କଟକଣା : ଅନ୍ୟ ରାଜ୍ୟକୁ ବସ୍ ଚଳାଚଳ ବନ୍ଦ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବା ପରେ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲଗାଇଛନ୍ତି ରାଜ୍ୟ ସରକାର । ଆସନ୍ତାକାଲିଠାରୁ ସାରା ରାଜ୍ୟରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ଛତିଶଗଡ଼ ଓ ଝାଡଖଣ୍ଡ ସୀମାବର୍ତ୍ତି ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ସାଙ୍ଗକୁ…

ଫେରିଲା ସପ୍ତାହାନ୍ତ ସଟଡାଉନ୍, କାଲିଠାରୁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍ ସଂକ୍ରମଣର ଭୟାବହତାକୁ ନଜରରେ ରଖି କଡ଼ା ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଆସନ୍ତାକାଲିଠୁ ସାରା ରାଜ୍ୟରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ଏଥିସହ ଛତିଶଗଡ଼ ଓ ଝାଡଖଣ୍ଡ ସୀମାନ୍ତରେ ଥିବା ୧୦ଟି ଜିଲ୍ଲାରେ ଲାଗୁ ହେବ ସପ୍ତାହାନ୍ତ ସଟଡାଉନ୍ । ଏହି ୧୦ଟି…

ନିଦ ହଜାଇଲାଣି କରୋନା, ଆଇଏଏସ୍‌ଙ୍କୁ ଜିଲ୍ଲା ଦାୟିତ୍ବ

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ସଂକ୍ରମଣ ବଢୁଥିବାରୁ ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି ସରକାର । ରାଜ୍ୟରେ କରୋନାର ସ୍ଥିତିକୁ ଦେଖି ୧୪ ଜିଲ୍ଲା ପାଇଁ ୨୧ ଜଣ ୨୧ ଜଣ ଆଇଏଏସଙ୍କୁ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ମହାମାରୀକୁ ନଜରରେ ରଖି ବିଭିନ୍ନ ଜିଲ୍ଲା ଓ…

ରାଜ୍ୟରୁ ସୁସ୍ଥ ହେଲେ ୮୩୭ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଚିନ୍ତା ବଢ଼ାଇଛି ମହାମାରୀ କରୋନା । ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ, ଏହାରି ଭିତରେ ଆଜି ସୁସ୍ଥ ହୋଇଛନ୍ତି ୮୩୭ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ନୂଆପଡ଼ାରୁ ସର୍ବାଧିକ ୧୯୪ ଜଣ ସୁସ୍ଥ…

ଆସନ୍ତା ୧୯ରୁ ବନ୍ଦ ରହିବ ସମସ୍ତ ସ୍କୁଲ ଓ ହଷ୍ଟେଲ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି ମହାମାରୀ କରୋନା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ସରକାରଙ୍କ ଚିନ୍ତା ବି ବଢ଼ିଲାଣି । ବ୍ୟାପୁଥିବା କରୋନା ସଂକ୍ରମଣକୁ ନଜରରେ ରଖି ରାଜ୍ୟରେ ଦଶମ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି ସରକାର । ଭୂତାଣୁର ଭୟାବହତାକୁ…