Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଶ୍ରୀମନ୍ଦିରର ୭ ସେବାୟତ କରୋନା ସଂକ୍ରମିତ

ପୁରୀ: ପୁରୀରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଶ୍ରୀମନ୍ଦିରର ୭ ଜଣ ସେବାୟତ ଓ ସେମାନଙ୍କ ପରିବାରର ୩ ଜଣ କୋଭିଡ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ଶ୍ରୀମନ୍ଦିର ପ୍ରଶାସନର ୩ ଜଣ କର୍ମଚାରୀ ଏବଂ ଶ୍ରୀମନ୍ଦିର ସମ୍ମୁଖରେ ଥିବା ସିଂହଦ୍ୱାର ଜୋତାଷ୍ଟାଣ୍ଡର ୮ ଜଣଙ୍କ ରିପୋର୍ଟ କୋଭିଡ୍…

ଏମିତି ଚାଲିଛି ଟିକା ଉତ୍ସବ: ଟିକା ଅଭାବରୁ ଓଡ଼ିଶାରେ ୧୧ଟି ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନରେ ଦେଶରେ ଚାଲିଛି ଟିକା ଉତ୍ସବ । ଅଧିକରୁ ଅଧିକ ଲୋକଙ୍କୁ ଟିକା ଦେବାକୁ ଅଭିଯାନ ଚାଲିଛି । ଏପଟେ କିନ୍ତୁ ଓଡ଼ିଶାର ଟିକାର ଘୋର ଅଭାବ ଦେଖାଦଇଛି । ଟିକା ଅଭାବରୁ ଆଜି ରାଜ୍ୟର ୧୧ଟି ଜିଲ୍ଲା ଯାଜପୁର, ଭଦ୍ରକ, ପୁରୀ, ନୟାଗଡ଼,…

ବାଲୁକା କଳାରେ କରୋନା ସଚେତନତା ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ: ପୁରୀ ଜିଲ୍ଲାରେ ଦିନକୁ ଦିନ କାୟାବିସ୍ତାର କରି ଚାଲିଛି କରୋନା ସଂକ୍ରମଣ। ଯାହାକୁ ନେଇ ପ୍ରଶାସନ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକା କଳା…

ଛତିଶଗଡ଼ରେ କରୋନା ବ୍ରେକ ଫେଲ୍: ଓଡ଼ିଶାର ସୀମାନ୍ତ ଜିଲ୍ଲାରେ ବଢୁଛି

ଭୁବନେଶ୍ୱର: ଛତିଶଗଡ଼ରେ କରୋନା ସ୍ଥିତି ସାଂଘାତିକ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ବଢୁଛି । ସେପଟେ ବ୍ୟାପୁଛି, ଏପଟେ ଓଡ଼ିଶାରେ ବଢୁଛି । ଗତ ୨୪ ଘଣ୍ଟାରେ ଛତିଶଗଡ଼ରୁ ଚିହ୍ନଟ ହୋଇଛନ୍ତି ୧୩ହଜାର ୫୭୬ ନୂଆ ଆକ୍ରାନ୍ତ । ଏହି ସମୟରେ ଓଡ଼ିଶାରୁ ବାହାରିଛି ୧୭୮୪ ପଜିଟିଭ୍ । ଏଥିରୁ…

ଦେଶରେ ଲକ୍ଷେ ୭୧ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ବେଳେ ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ୧ ଲକ୍ଷ ୬୧ ହଜାର ୭୩୬ ଜଣ । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୬ ଲକ୍ଷ ୮୯ ହଜାର ୪୫୩କୁ ବୃଦ୍ଧି ପାଇଛି ।…

ଭାରତକୁ ମିଳିଲା ତୃତୀୟ ଟିକା: ସ୍ପୁଟନିକ୍-Vର ଜରୁରୀ ବ୍ୟବହାର ପାଇଁ ଅନୁମତି ଦେଲା DCGI

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଭିତରେ ଖୁସି ଖବର । ମହାମାରୀ ସହ ଲଢ଼େଇରେ ଭାରତକୁ ମିଳିଲା ଆଉ ଗୋଟିଏ କରୋନା ଟିକା । ଋଷର ସ୍ପୁଟନିକ-V ଟିକାକୁ ଜରୁରିକାଳୀନ ବ୍ୟବହାର ପାଇଁ ଗ୍ରୀନ୍ ସିଗନାଲ୍ ମିଳିଛି । ଗତକାଲି ସବଜେକ୍ଟ ଏକ୍ସପର୍ଟ କମିଟି ପରେ ଆଜି ଅନୁମତି ପ୍ରଦାନ କରିଛି ଡ୍ରଗ୍…

ଓଡ଼ିଶାରୁ ୧,୭୮୪ କରୋନା ପଜିଟିଭ୍, ନୂଆପଡ଼ାରେ ସଂଖ୍ୟା ଟପିଲା ୩୦୦

ଭୁବନେଶ୍ୱର: ଛତିଶଗଡ଼ ସୀମାନ୍ତ ଜିଲ୍ଲାରେ ସଂକ୍ରମଣରେ ବ୍ରେକ ଲାଗୁନି । ରାଜ୍ୟରେ ବଢୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୭ଶହ ୮୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧ହଜାର ୩୫ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍…

କରୋନାରୁ ମୁକ୍ତ ହେଲେ ଅକ୍ଷୟ କୁମାର, ରିପୋର୍ଟ ଆସିଲା ନେଗେଟିଭ୍, ଡିସ୍ଚାର୍ଜ ହୋଇ ଫେରିଲେ ଘରକୁ

ମୁମ୍ବାଇ : ସୁସ୍ଥ ଅଛନ୍ତି ବଲିଉଡ ଅଭିନେତା ଅକ୍ଷୟ କୁମାର । ତାଙ୍କର କରୋନା ରିପୋର୍ଟ ନେଗେଟିଭ ଆସିଛି । ସୁସ୍ଥ ହେବା ପରେ ଆଜି ହସ୍ପିଟାଲରୁ ଡିସ୍ଚାର୍ଜ ହୋଇ ସେ ଘରକୁ ଫେରିଛନ୍ତି । ଏନେଇ ଅକ୍ଷୟଙ୍କ ପତ୍ନୀ ଟ୍ୱିଙ୍କଲ ଖାନ୍ନା ସୂଚନା ଦେଇଛନ୍ତି । ଟ୍ବିଙ୍କଲ ଇନଷ୍ଟାରେ ଏକ ପୋଷ୍ଟ ସେୟାର…

ଭୁବନେଶ୍ୱର ୩ଟି ସ୍ଥାନରେ ପେଡ୍ କ୍ୱାରେଣ୍ଟାଇନ୍ ବ୍ୟବସ୍ଥା, ଜାଣନ୍ତୁ କେଉଁଠି ?

ଭୁବନେଶ୍ୱର: ରାଜଧାନୀରେ ପୁଣି ଥରେ ବଢୁଛି କରୋନା ସଂକ୍ରମଣ । ମୁକାବିଲା ପାଇଁ ପୁଣି ଥରେ କଟକଣା କଡ଼ାକଡ଼ି ହେଉଥିବା ବେଳେ ଚିକିତ୍ସା ବ୍ୟବସ୍ଥାକୁ ତ୍ୱାରାନ୍ୱିତ କରାଗଲାଣି । ଭୁବନେଶ୍ୱରରେ ପେଡ୍ କ୍ୱାରେଣ୍ଟାଇନ୍ ବ୍ୟବସ୍ଥା କରିଛି ବିଏମସି । ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ରାାଜଧାନୀରେ ୩ଟି…

ଆଣ୍ଟି-କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମର ବ୍ରାଣ୍ଡ ଆମ୍ବାସଡର ହେଲେ ସୋନୁ ସୁଦ, ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା 

ଚଣ୍ଡିଗଡ଼: ପଞ୍ଜାବର ଆଣ୍ଟି-କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମ ପାଇଁ ବ୍ରାଣ୍ଡ ଆମ୍ବାସଡର ହୋଇଛନ୍ତି ଅଭିନେତା ସୋନୁ ସୁଦ । ଗତବର୍ଷ କରୋନାର ଭୟଙ୍କର ସ୍ଥିତି ନେଇ ଜାରି ହୋଇଥିବା ଲକଡାଉନ୍ ସମୟରେ ପ୍ରବାସୀଙ୍କୁ ନିଜ ଘରକୁ ପଠାଇବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ଆଉ…