Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଇମାମି ପେପର ମିଲ୍ସର ୧୦୧ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ

ବାଲେଶ୍ବର: ୧୦୧ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ବାଲେଶ୍ବର ପ୍ରଶାସନ ପକ୍ଷରୁ ସୋମବାର ଦିନ ଇମାମି ପେପର ମିଲ୍ସ ଲିମିଟେଡର ଏକ କଲୋନୀକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି। ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ (ସିଡିଏମଓ)ଙ୍କ ସୂଚନା ଅନୁଯାୟୀ ଗତ ୨୪…

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୨୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୨୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ ନୂଆପଡା ଅଞ୍ଚଳରୁ ୨ ଜଣ…

ସୁପ୍ରିମକୋର୍ଟରେ କରୋନା: ଭର୍ଚୁଆଲରେ ଶୁଣାଣି କରିବେ ବିଚାରପତି

ନୂଆଦିଲ୍ଲୀ: ଦେଶର ରାଜଧାନୀରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ସୁପ୍ରିମକୋର୍ଟର ବହୁ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏହାପରେ ବିଚାରପତିମାନେ ଘରୁ ଭର୍ଚୁଆଲରେ ଶୁଣାଣି କରିବେ । ଘରୁ ଭିଡିଓ କନଫରେନ୍ସିଂରେ ଶୁଣାଣି କରିବାକୁ ନିଷ୍ପତ୍ତି ହୋଇଛି । ସୁପ୍ରିମକୋର୍ଟ ପରିସର ସହ ବିଭିନ୍ନ…

ଚିନ୍ତା ବଢ଼ାଉଛି ଦୈନିକ କରୋନା ସଂକ୍ରମଣ; ୧,୬୮,୯୧୨ ପଜିଟିଭ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୧ ଲକ୍ଷ ୬୮ ହଜାର ୯୧୨ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭କୁ ବୃଦ୍ଧି ପାଇଛି ।…

ଆଜିଠାରୁ ରାଜ୍ୟ ବାହାରୁ ଆସିଲେ RT-PCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର: କରୋନା ସଂକ୍ରମଣ ବଢୁଥିବା ବେଳେ କଟକଣା ହେଲାଣି କଡ଼ାକଡ଼ି । ଆଜିଠାରୁ ରାଜ୍ୟ ବାହାରୁ ଓଡ଼ିଶା ଫେରିଲେ କୋଭିଡ୍ RT-PCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ । ଯାତ୍ରାର ୭୨ ଘଣ୍ଟା ପୂର୍ବରୁ ନେଗେଟିଭ୍ ରିପୋର୍ଟ କିମ୍ବା ଟିକାର ଦୁଇଟି ଡୋଜ୍ ନେଇଥିବା ସାର୍ଟିଫିକେଟ ଆଣିଲେ…

୨୪ ଘଣ୍ଟାରେ ୧,୭୪୧ ନୂଆ କରୋନା ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ ୨୬୮

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୭୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୧୫ଟି ମାମଲା ଆସିଥିବା ବେଳେ ସ୍ଥାନୀୟ ସଂକ୍ରମଣ ହେଉଛି ୭୨୬ଟି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୩୦ ଜିଲ୍ଲା ଓ…

ଭୁବନେଶ୍ବରରୁ ୧୪୮ ପଜିଟିଭ୍, ସୁସ୍ଥ ହେଲେ ୫୪ ଜଣ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନାକୁ ନେଇ ଚିନ୍ତା ବଢ଼ିଥିବା ବେଳେ, ଆଜି ରାଜଧାନୀ ଭୁବନେଶ୍ବର ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୪୮ ଜଣ ଆକ୍ରାନ୍ତ । ସେମାନଙ୍କ ମଧ୍ୟରୁ ୩୨ ଜଣ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ, ଲୋକାଲ କେସ୍ ୧୧୬ ରହିଛି । ସେହିପରି ବିଏମସି ଅଞ୍ଚଳରୁ ସୁସ୍ଥ…

ଭାରତକୁ ମିଳିପାରେ ଆଉ ୫ଟି କରୋନା ଟିକା

ନୂଆଦିଲ୍ଲୀ : କରୋନା ଟିକାର ଅଭାବକୁ ନେଇ ପ୍ରଶ୍ନ ଉଠିଥିବା ବେଳେ, ଭାରତକୁ ମିଳିପାରେ ଆଉ ୫ଟି ଭ୍ୟାକ୍ସିନ । ଚଳିତ ବର୍ଷ ଅକ୍ଟୋବର ମାସ ସୁଦ୍ଧା ଭାରତକୁ ଆଉ ୫ଟି କରୋନା ଭ୍ୟାକ୍ସିନ ମିଳିବାର ସମ୍ଭାବନା ରହିଛି । ଏହି ଭ୍ୟାକ୍ସିନ ମିଳିବା ଦ୍ବାରା କରୋନା ଟିକାର ଅଭାବକୁ ପୂରଣ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୫୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ୪୫୯ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୬୯ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୪୩ ଓ…

ଫିକା ପଡିଲା ମା’ ବୁଢ଼ୀ ଠାକୁରାଣୀ ଯାତ୍ରା, ପୀଠ ଠାରୁ ରାଜବାଟୀ ଯାଏଁ ୧୪୪ ଧାରା ଲାଗୁ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଗୋଟିଏ ବର୍ଷ ଅନ୍ତରରେ ପାଳନ ହୁଏ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ଯାତ୍ରା ଦେଖିବାକୁ ଲକ୍ଷ ଲକ୍ଷ ଭକ୍ତ ଓ ବ୍ୟବସାୟୀଙ୍କର ଭିଡ଼ ଜମେ । ଚଳିତ ବର୍ଷ କରୋନା କଟକଣା ଯୋଗୁଁ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଫିକା ପଡ଼ିଛି । ମା’ ବୁଢ଼ୀ ଠାକୁରାଣୀଙ୍କ ପୀଠରେ ୧୪୪…