Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆରଏସଏସ୍ ମୁଖ୍ୟ ମୋହନ ଭଗବତଙ୍କୁ କରୋନା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ରାଷ୍ଟ୍ରିୟ ସ୍ବୟଂ ସେବକ ସଂଘର ମୁଖ୍ୟ ମୋହନ ଭଗବତ ଶୁକ୍ରବାର ଦିନ କୋଭିଡ -୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କୁ ନାଗପୁରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ନେଇ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ରାଷ୍ଟ୍ରିୟ ସ୍ବୟ ସେବକ ସଂଘର ମୁଖ୍ୟ ମୋହନଜୀ ଭଗବତ ଜୀ କରୋନା…

୭୦ ଦିନରେ ରାଜ୍ୟରେ ଦିଆଯାଇଛି ୪୦ ଲକ୍ଷ ଡୋଜ୍ ଟିକା

ଭୁବନେଶ୍ୱର: ଜାନୁଆରୀ ୧୬ ରାଷ୍ଟ୍ରୀୟ ଟିକାକରଣ ଦିବସରୁ ଆରମ୍ଭ ହୋଇଥିବା ଟିକାକରଣ ରାଜ୍ୟରେ ଜାରି ରହିଛି । ଏପ୍ରିଲ୍ ୯ ସୁଦ୍ଧା ୭୦ ଦିନ ଭିତରେ ଓଡ଼ିଶା ୪୦ ଲକ୍ଷ ଡୋଜ୍ କୋଭିଟ୍ ଟିକା ଦେଇଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେବା ସହ ଏଥିପାଇଁ…

ଚିନ୍ତା ବଢ଼ାଉଛି ସଂକ୍ରମଣ, ୨୪ ଘଣ୍ଟାରେ ୧ ଲକ୍ଷ ୪୫ ହଜାର ପଜିଟିଭ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ସର୍ବାଧିକ…

ଦିନକରେ ସର୍ବାଧିକ ୧୩୭୪ କରୋନା ପଜିଟିଭ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ…

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୨୯ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି ୧୩୭୪ ନୂଆ ଆକ୍ରାନ୍ତ । ଏମାନଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୮୧୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୬୨ଟି । ତନ୍ମଧ୍ୟରୁ ସୁନ୍ଦରଗଡରୁ…

କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ସିଲ୍ ହେଲା ଆରସିଏମ କଲେଜ

ଭୁବନେଶ୍ବର : ମହଙ୍ଗା ପଡ଼ିଲା କୋଭିଡ ନିୟମ ଉଲ୍ଲଂଘନ । କରୋନା ଗାଇଡଲାଇନ୍ ଉଲ୍ଲଂଘନ ଅଭିଯୋଗରେ ସିଲ୍ ହୋଇଛି ରିଜିଓନାଲ କଲେଜ୍ ଅଫ୍ ମ୍ୟାନେଜମେଣ୍ଟ ବା ଆରସିଏମ୍ କଲେଜ୍ । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି । କୋଭିଡ କଟକଣାକୁ ଦୁଷ୍ଟିରେ ରଖି କୌଣସି ସାଂସ୍କୃତିକ…

ଓଡ଼ିଶାକୁ ଆସୁଥିବା ରେଳଯାତ୍ରୀଙ୍କ ପାଇଁ ଆରଟିପିସିଆର ନେଗେଟିଭ୍ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ

ଭୁବନେଶ୍ବର : ଡରାଇଲାଣି କରୋନା ଭୂତାଣୁ । ସଂକ୍ରମଣ ବଢୁଥିବାରୁ ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ପାଇଁ ଲାଗୁ ହୋଇଛି କଟକଣା । ଏଣିକି ରାଜ୍ୟ ବାହାରୁ ଆସୁଥିବା ରେଳଯାତ୍ରୀଙ୍କୁ ଆରଟିପିସିଆର ନେଗେଟିଭ୍ ଟେଷ୍ଟ ରିପୋର୍ଟ ବା କୋଭିଡ ଟିକାର ଦ୍ଵିତୀୟ ଡୋଜ ସାର୍ଟିଫିକେଟ୍ ଆଣିବା…

ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ୩୧୦ ସଂକ୍ରମିତ 

ଭୁବନେଶ୍ବର: ରାଜ୍ୟରେ କରୋନା ଲମ୍ବ ଡିଆଁ ମାରିଚାଲିଛି । ଦିନକୁ ଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଇତିମଧ୍ୟରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୩୧୦ ଜଣ ସଂକ୍ରମିତ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ ୩…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୫୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ସାରା ରାଜ୍ୟରେ ଏବେ ଚିନ୍ତା ବଢ଼ାଇଲାଣି କରୋନା ଭୂତାଣୁ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସଜାଗ ହେଲାଣି ପ୍ରଶାସନ । ରାଜ୍ୟରେ ୧୩ଶହ ମୁହାଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୧୫୦ ସଂକ୍ରମିତ । ସେମାନଙ୍କ ମଧ୍ୟରୁ ୩୩ ଜଣ…

ବିବାହ, ଶୁଦ୍ଧିକ୍ରିୟା ଓ ଅନ୍ୟାନ୍ୟ ଉତ୍ସବ ପାଇଁ ସ୍ୱତନ୍ତ୍ର ଗାଇଡଲାଇନ୍, ଜାଣନ୍ତୁ କେଉଁଥିରେ କେତେ ଲୋକ ଦେଇପାରିବେ…

ଭୁବନେଶ୍ବର: ବିବାହ ଓ ଶୁଦ୍ଧିକ୍ରିୟା ପାଇଁ ନୂଆ ଗାଇଡଲାଇନ୍ ଆସିଛି । ରାଜ୍ୟରେ ବଢୁଥିବା ସଂକ୍ରମଣକୁ ଦେଖି ବିବାହ ଓ ଶୁଦ୍ଧିକ୍ରିୟା ପାଇଁ ନୂଆ ଗାଇଡଲାଇନ୍ ଧାର୍ଯ୍ୟ କରିଛି କମିସନରେଟ୍ ପୋଲିସ । ବିନା ଅନୁମତିରେ ହେବନି ବିବାହ ଓ ସାମାଜିକ ଉତ୍ସବ । ଏଥିପାଇଁ ସ୍ଥାନୀୟ ପୋଲିସ ଷ୍ଟେସନରୁ…

ଦିଲ୍ଲୀରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍କୁଲ, କଲେଜ ବନ୍ଦ

ନୂଆଦିଲ୍ଲୀ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । କରୋନା ପାଇଁ ଦିଲ୍ଲୀର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କଲେଜକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ।…