Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ମାସ୍କ ନପିନ୍ଧିଲେ ଆଦାୟ ହେବ ଦୁଇ ଗୁଣା ଜରିମାନା

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ସଂକ୍ରମଣ ବଢୁଥିବାରୁ ରାଜ୍ୟବାସୀଙ୍କୁ ୧୪ ଦିନ ପାଇଁ ମାସ୍କ ଅଭିଯାନ ଆରମ୍ଭ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତେ ଘରୁ ବାହାରିବା ମାତ୍ରେ ତୁରନ୍ତ ମାସ୍କ ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି…

୨୫ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ବି ଶୀଘ୍ର ଦିଆଯାଉ କରୋନା ଟିକା: ସରକାରଙ୍କୁ ସୋନୁଙ୍କ ଅପିଲ

ମୁମ୍ବାଇ: ଦେଶରେ କରୋନା ପୁଣି କାୟା ବିସ୍ତାର କରୁଛି । ଦିନକୁ ଦିନ ବଢୁଥିବା ଆକ୍ରାନ୍ତଙ୍କ ସଂଖ୍ୟା ଟେନସନ ଦେଉଛି । ମୁମ୍ବାଇ ଓ ଦିଲ୍ଲୀରେ କରୋନା ସ୍ଥିତି ଭୟଙ୍କର । ଦେଶରେ କରୋନାକୁ ନିୟନ୍ତ୍ରଣକୁ ଆଣିବାକୁ ଟୀକାକରଣ ଜାରି ରହିଛି ।  ୪୫ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ଟିକା ଦିଆଯାଉଛି ।…

ଛତିଶଗଡ଼ ବଢ଼ାଇଛି ଓଡ଼ିଶାର ଏହି ପାଞ୍ଚ ଜିଲ୍ଲାରେ କରୋନା ଟେନସନ୍, ସ୍ଥିତି ଗମ୍ଭୀର

ଭୁବନେଶ୍ୱର: ଓଡ଼ିଶାକୁ ପଡ଼ୋଶୀ ରାଜ୍ୟରେ ବର୍ଦ୍ଧିତ କରୋନା ସଂକ୍ରମଣ ଭୟ । ସେସବୁ ରାଜ୍ୟରେ ବ୍ୟାପୁଛି । ଓଡ଼ିଶାର ସୀମାନ୍ତ ଜିଲ୍ଲାରେ ବଢୁଛି । ବିଶେଷ କରି ଛତିଶଗଡ଼ ସୀମାକୁ ଲାଗିଥିବା ଜିଲ୍ଲାରେ ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢୁଛି । ସୁନ୍ଦରଗଡ଼ରେ ୫୦ରୁ ଶହେ ପରେ ଆଜି ଆକ୍ରାନ୍ତଙ୍କ…

ଟିକା ନେଲେ ବି ହୋଇପାରେ କରୋନା, ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ବଡ଼ ବୟାନ

ଭୁବନେଶ୍ୱର: କୋଭିଡ୍ ଟିକା ନେଇଥିଲେ ବି ଆପଣ ସଂକ୍ରମିତ ହୋଇପାରନ୍ତି । ଟିକା ନେଲେ ବି କରୋନା ସମ୍ଭାବନା ରହିଛି । ଏଭଳି ସତର୍କ ସୂଚନା ଦେଇଛନ୍ତି ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ଟିକା ରୋଗୀଙ୍କୁ ଗୁରୁତର ହେବାରୁ ରୋକିବ । ଏବେ ରାଜ୍ୟରେ…

ଭ୍ୟାକ୍ସିନ୍ ଅଭାବ, ରାଜ୍ୟର ୨ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ମାଗୁଛି ଓଡ଼ିଶା, ଦେଉନି କେନ୍ଦ୍ର । ବାରମ୍ବାର କୋଭିଡ୍ ଟିକା ଯୋଗାଣ ନେଇ ଓଡ଼ିଶା ଅନୁରୋଧ କରୁଥିବା ବେଳେ ପର୍ଯ୍ୟାପ୍ତ ଟିକା ଆସୁନାହିଁ । ଫଳରେ ଟିକା ଅଭାବ ଯୋଗୁଁ ୨ ଜିଲ୍ଲାରେ ଟିକାକରଣ ବନ୍ଦ କରାଯାଇଥିଲା । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା…

କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ତହସିଲ୍ ଅଫିସ ବନ୍ଦ

ସୁନ୍ଦରଗଡ଼: ରାଜ୍ୟରେ ପୁଣି ଥରେ ଭୟଙ୍କର ରୂପ ନେଲାଣି କରୋନାର ଲେଉଟାଣି । ସୁନ୍ଦରଗଡ଼ ଜିଲ୍ଲାରେ ସଂକ୍ରମଣ ଦ୍ରୁତ ବଢୁଛି । ପଜିଟିଭ୍ ଚିହ୍ନଟ ପରେ ବନ୍ଦ ହେଲା ସୁନ୍ଦରଗଡ଼ ସଦର ତହସିଲ୍ ଅଫିସ । ଏଠାରୁ ତିନି ଜଣ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି । ଏହାପରେ ଆଜି ପାଇଁ ଅଫିସକୁ ବନ୍ଦ…

ଭାରତରେ ବଢୁଛି ଦୈନିକ ସଂକ୍ରମଣ, ୧ ଲକ୍ଷ ୩୧ ହଜାର ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୧,୩୦,୬୦,୫୪୨କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର…

ଓଡ଼ିଶା ସମେତ ଦେଶର ୫ ରାଜ୍ୟରେ କୋଭିଡ୍ ଟିକା ଅଭାବ

ଭୁବନେଶ୍ୱର/ନୂଆଦିଲ୍ଲୀ: ଦେଶରେ କରୋନାର ବଢ଼ୁଥିବା ମାମଲା ମଧ୍ୟରେ ଦେଖା ଦେଇଛି ଟିକା ଅଭାବ । ଓଡ଼ିଶା ସମତେ ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଉତ୍ତର ପ୍ରଦେଶ ଓ ଉତ୍ତରାଖଣ୍ଡ ସମେତ ଅନ୍ୟ କିଛି ରାଜ୍ୟରେ କମ୍ ଭ୍ୟାକ୍ସିନ୍ ରହିଛି । ଭ୍ୟାକ୍ସିନ୍ ଅଭାବ ପାଇଁ ରାଜ୍ୟରେ କେତେକ କେନ୍ଦ୍ରରେ…

ଦିଲ୍ଲୀ ଗଙ୍ଗାରାମ ହସ୍ପିଟାଲର ୩୭ ଡାକ୍ତର କରୋନା ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ରାଜଧାନୀ ଦିଲ୍ଲୀରେ ପୁଣି ଭୟଙ୍କର ରୂପ ଧାରଣ କଲାଣି କରୋନା । ଦୈନିକ ସଂକ୍ରମଣ ୭ହଜାର ପାର କଲାଣି । ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ୩୭ ଜଣ ଡାକ୍ତର କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ।…

ଓଡ଼ିଶାରେ ହଜାରେ ଡେଇଁଲା ଦୈନିକ ସଂକ୍ରମଣ, ଦିନକରେ ୧୨୮୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନାର ମାରୁଛି ଲମ୍ବା ଲମ୍ଫ । ଆଜି ହଜାରେ ପାର କରିଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୧୨ଶହ ୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ର୭୫୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୨୭ଟି । ୨୮ ଜିଲ୍ଲାରୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି…